-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

 ହସଖୁସିରେ ନାଚିଲେ ଡାବୁଗାଁ ବିଧାୟକ, ଡାବୁଗାଁ ବ୍ଲକ ବିଭିନ୍ନ ସ୍ଥାନରେ ରଙ୍ଗର ପର୍ବ ହୋଲି ଉତ୍ସବ ପାଳିତ

08-Mar-2023



ନବରଙ୍ଗପୁର : ଏହି ପର୍ବ ହିନ୍ଦୁମାଜଣ ସାଧାରଣ ସହ ଡାବୁଗାଁ ସଦର ମହାକୁମ ଠାରେ ନାଚିଲେ ବିଧାୟକ ଶ୍ରୀ ମୋନହର ରନ୍ଧାରୀ ହୋଲିନଙ୍କ ଏକ ପ୍ରମ୍ମୁଖ ପର୍ବଅଟେ ତେଣୁ ବେଶଧୂମ ଧାମରେ ପାଳନ କରାଯାଉଛି ଶ୍ରୀ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ସୁ ସାଜିତ ବିମାନରେ ଗ୍ରାମ ପରିକ୍ରମା କରିଲେ। ହୋଲି ଉତ୍ସବ ଅବସରରେ ଡାବୁଗାଁ ଅଞ୍ଚଳ ଚାରିଆଡେ ଉତ୍ସବ ମୁଖୁର

ପରିବେଶ ହଇଯାଇଛି ।ଆଜି ଏହି ଅବସରରେ  ରାଧାକୃଷ୍ଣ ମନ୍ଦିର,ଜଗନ୍ନାଥ ମନ୍ଦିର ,କେଲିଆ, ଜୟନ୍ତୀନଗର, ଡଙ୍ଗରିଗୁଡା ଆଦି ବିଭନ୍ନ ସ୍ଥାନରେ ଧୂମ ଧାମରେ ପାଳିତ ହେଲା ହୋଲି ଉତ୍ସବ।ଏହି ଅବସରରେ ଡାବୁଗାଁ ସଦର ମହାକୁମ ଠାରେ

ଜଣ ସାଧାରଣ ସହ ଡାବୁଗାଁ ସଦର ମହାକୁମ ଠାରେ ନାଚିଲେ ବିଧାୟକ ଶ୍ରୀ ମୋନହର ରନ୍ଧାରୀ ହୋଲି ଉତ୍ସବ ପାଳନ ଅବସରରେ ଜଗନ୍ନାଥ ମନ୍ଦିର ଆଗରେ ଦହି ହାଣ୍ଡି ଫିଟାଗଲା ଏବଂ ଆଜି ଏହି ଅବସରରେ ଉପସ୍ଥିତ ଥିଲେ ବିଧାୟକଙ୍କ ସହ ସ୍ଥାନୀୟ ବିଜେଡି ନେତାମାନେ ଯଥା ଜିଲାପରିଷଡଦ ସଭ୍ୟ ଗୁପ୍ତ ବିଷୟି ,ସାଂସଦ ପ୍ରତିନିଦି ବୁଲୁରାଓ ସମେତ ଅନେକ ବରିଷ୍ଟ ନେତା ତଥା ପାପଡାହାଣ୍ଡି ବ୍ଲକ ଉପଧକ୍ଷ ସୁଶାନ୍ତ କୁମାର ବେହେରା ମଧ୍ୟ ଯୋଗଦେଇ ଥିଲେ ।ତଥା ଗ୍ରାମବାସୀଙ୍କ ଉପସ୍ଥିତିରେ ନାଚଗୀତାର ଅସାର ଜମିଥିଲା।ହିନ୍ଦୁ ଭାଇମାନେ ଆଜି ଏହି ଭାଇଚାରାର ପର୍ବ ଧୁମଧାମରେ ପାଳନ କଲେ

(ରିପୋର୍ଟ : ମିହିର ଶଙ୍କର ପାତ୍ର,ନବରଙ୍ଗପୁର)


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like