-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||     

HOME   ଜିଲ୍ଲା

ଗାଁ ଠୁ ସହର ସବୁଠି ଲାଗିଲା ହୋଲିର ରଙ୍ଗ: ଉତ୍ସାହ ଉଦ୍ଦୀପନାର ସହ ପାଳିତ ହେଲା ହୋଲି ପର୍ବ

08-Mar-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ଆଜି ରଙ୍ଗର ପର୍ବ ହୋଲି । ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସନ୍ତି । ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ । ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ । ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ଏହି ରଙ୍ଗ ଖେଳ ଏକ ମାଧ୍ୟମ । ଗୀତ ନାଚର ଆସର ବି ଜମିଥିଲା । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ ସମସ୍ତେ ହୋଲି ଖେଳରେ ମସଗୁଲ ହୋଇଥିଲେ । ରଙ୍ଗ ଓ ରଙ୍ଗ ପିଚକାରୀର ଆଜି ଦିନରେ ଦବଦବା ରହିଥିଲା । ହୋଲି ଖେଳ ପଛରେ ପୌରାଣିକ ତତ୍ୱ ବି ରହିଛି ।ସମସ୍ତଙ୍କୁ ଭାବର ରଙ୍ଗରେ ରଙ୍ଗୀନ କରିବାକୁ

ବର୍ଷକ ପରେ ଆସିଛି ଭାଇଚାରାର ମହାନ ପର୍ବ ହୋଲି। ଅବିର ମାଧ୍ୟମରେ ଶାନ୍ତି, ପ୍ରୀତି, ମୈତ୍ରି, ସଦଭାବନାର ବାର୍ତ୍ତା ବିଞ୍ଛି ଚାଲିଛି ଏହି ମହାନ ପର୍ବ। ଏ ନେଇ କନ୍ଧମାଳ ଜିଲ୍ଲାର ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ  ମଧ୍ୟ ପ୍ରବଳ ଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇଛି ହୋଲି ପର୍ବ। ପରସ୍ପରକୁ ଅବିର ଓ ରଙ୍ଗ ଲଗାଇ ଅଭିବାଦନ ଜଣାଇଛନ୍ତି ଆବାଳ ବୃଦ୍ଧ ବନିତା। କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୁଲି ଯାଇଛନ୍ତି ଜୀବନର ସବୁ ଦୁଃଖ, କଷ୍ଟ। ରଙ୍ଗ ଖେଳିବା ସହ ସମସ୍ତେ ମଜ୍ଜି ଯାଇଥିଲେ ନାଚ, ଗୀତରେ। ଏହି ହୋଲି ପର୍ବସହ ଯୋଡି ହୋଇଛି ଅନେକ ପୌରାଣିକ ଆଖ୍ୟାନ।

ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳାଖେଳାର ଅଂଶବିଶେଷ ହେଉଛି ଏହି ହୋଲି ଉତ୍ସବ। ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ଧୂମଧାମରେ ପାଳିତ ହୋଇଥାଏ। ଏ ନେଇ ଆଜି ପ୍ରତ୍ୟୁଷରୁ ଅଞ୍ଚଳର ସମସ୍ତ ମନ୍ଦିର ସମେତ ଶ୍ରୀଜଗନ୍ନାଥ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥିଲା। ନିଜ ପ୍ରିୟଜନ ଓ ସାଙ୍ଗସାଥୀଙ୍କ ସହ ସମସ୍ତେ ଏହି ରଙ୍ଗର ପର୍ବକୁ ଧୁମଧାମରେ ପାଳନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026

You Might Also Like