-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଜୁନିୟର ରେଡକ୍ର୍‌ସ ଶିବିର ଉଦ୍‌ଯାପିତ

09-Mar-2023



 ବଲାଙ୍ଗିର(ପ୍ରେରଣା ଖବର ): ବଲାଙ୍ଗିର ଜିଲ୍ଲା ସ୍ତରୀୟ ତ୍ରିବସୀୟ ଜୁନିୟର ରେଡକ୍ରସ ପ୍ରଶିକ୍ଷଣ ଓ ତାଲିମ ଶିବିର ସଇଁନ୍ତଲା ବ୍ଲକ ଅନ୍ତର୍ଗତ ବେଲଗାଁ ସ୍ଥିତ ସରକାରୀ ବିଜୟାନନ୍ଦ ହାଇସ୍କୁଲ ଠାରେ ଉଦ୍‌ଯାପିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଧୃବଚରଣ ବେହେରାଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଜ୍ୟ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ଯୋଗ ଦେଇଥିଲେ ।  ଛାତ୍ରଛାତ୍ରୀମାନେ ଅନ୍ତର୍ଜାତୀୟ ରେଡକ୍ରସ ସଂସ୍ଥାରେ

ଯୋଗଦେଇ ନିଜର ପରିବାର ତଥା ବିଦ୍ୟାଳୟ ତଥା ଜିଲ୍ଲାକୁ ଗୌରବାନ୍ୱିତ କରିବା ଉଚିତ୍ । ସ୍ୱାସ୍ଥ୍ୟ, ସେବା, ବିଶ୍ୱବନ୍ଧୁତା ଦ୍ୱାରା ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି ହୋଇପାରିବ ।  ପଢିବା, ବଢିବା, ଗଢିବା ଏହାକୁ ଆଖି ଆଗରେ ରଖି ପ୍ରତ୍ୟେକ ଛାତ୍ରଛାତ୍ରୀ କାର୍ଯ୍ୟ କରିବାକୁ ହେବ ବୋଲି ମାନ୍ୟବାର ମନ୍ତ୍ରୀ ଟୁକୁନୀ ସାହୁ ମତବ୍ୟକ୍ତ ରଖିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟା ରିତା ରାଣୀ ହାତୀ, ବିଜୟାନନ୍ଦ ହାଇସ୍କୁଲର ମୋ ସ୍କୁଲ କମିଟୀର ସଭାପତି ନିହାର ରଞ୍ଜନ ବେହେରା , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର, ପାଟଣାଗଡ ବିଇଓ ଶଙ୍କର ମାଝି, ପୁଇଁନ୍ତଲା ବିଇଓ ଲୋକନାଥ ସୁନା, ଟିଟିଲାଗଡ ବିଇଓ ଆର୍ତ୍ତତ୍ରାଣ ରଥ, ଜୁନିୟର ରେଡକ୍ରସ ସମ୍ପାଦକ ଅନ୍ତର୍ଯ୍ୟାମୀ ବିଶ୍ୱାଳ ପ୍ରମୁଖ ଯୋଗ ଦେଇଥିଲେ ।  ଅତିଥି ପରିଚୟ ଛତାମଖନା ହାଇସ୍କୁଲର ପ୍ରଧାନଶିକ୍ଷକ ନିଳମଣୀ ପଟେଲ କରିଥିବା ବେଳେ ବିବରଣୀ ପାଠ ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ସୁବାଷ ଚନ୍ଦ୍ର ପଟେଲ କରିଥିଲେ । ତିନି ଧରି ହୋଇଥିବା କାର୍ଯ୍ୟକ୍ରମରେ ରେଡକ୍ରସର ଇତିହାସ, ପ୍ରାଥମିକ ଚିକିତ୍ସା, ରକ୍ତଦାନର ମହତ୍ତ୍ୱ, ଦୈବୀ ଦୁର୍ବିପାକ, ବାଲ୍ୟ ବିବାହ, ଶିଶୁ ସୁରକ୍ଷା, ଅଗ୍ନିପ୍ରଶମନ ତଥା ଓଡ୍ରାଫ ଟିମ୍ ଦ୍ୱାରା ବିଭିନ୍ନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜୁନିୟର ଓ କାଉନସିଲରମାନଙ୍କ ସହାୟତାରେ ସଡକ ସୁରକ୍ଷା ବିଷୟରେ ଏକ ଶାନ୍ତି ଶୋଭାଯାତ୍ରା ବେଲଗାଁ ଗ୍ରାମରେ ଅନୁଷ୍ଠିତ ହୋଇ ଗ୍ରାମବାସୀଙ୍କୁ ସଚେତନ କରାଯାଇ ଥିଲା । ଏହି ଅସବରରେ ବ୍ୟକ୍ତିଗତ ତଥା ଦଳଗତ ଜୁନିୟରମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗିମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।  ଶିବିରର ଅନୁଭୂତି ବିଷୟରେ କାଉନ୍ସେଲର ଅରବିନ୍ଦ କୁମ୍ଭାର ଓ  ପଦ୍ମଜା ନନ୍ଦିନୀ ବହିଦାର କହିଥିଲେ । ଚଳିତ ବର୍ଷ ଉତ୍ତମ ପୁରୁଷ କାଉନ୍ସେଲର ଭାବରେ ଶେଷଦେବ ବାରିକ ଓ ମହିଳା କାଉନ୍ସେଲର ପଦ୍ମଜା ନନ୍ଦିନୀ ବହିଦାରକୁ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମରେ ପର୍ଯ୍ୟବେକ୍ଷକ ଦିଗାମ୍ବର ନାଏକ, ଦିଲିପ ଯୋଶୀ, ସରୋଜ କୁମାର ନାଏକ, ସାଧନକର୍ମୀ ରାମ ନାରାୟଣ ଦାଶ, ପ୍ରଭାକର ଛନ୍ଦ, ଘନଶ୍ୟାମ ମେହେର,ରବୀନ୍ଦ୍ର ଠେଟୁଆଲ, ଅରବିନ୍ଦ କୁମ୍ଭାର, ଏସଏସଡିିର ପ୍ରଧାନଶିକ୍ଷୟତ୍ରୀ  ନିବେଦିତା ହୋତା, ଡେଙ୍ଗ ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ର, କେରମେଲି ବିଦ୍ୟାଳୟର ପ୍ରଧାନଶିକ୍ଷକ ସରୋଜ ମିଶ୍ର, ଶିଶକେଲା ବିଦ୍ୟାଳୟର ପ୍ରଧାନଶିକ୍ଷକ ମନୋଜ ବେହେରା,  କଅଁସର ହାଇସ୍କୁଲର

ପ୍ରଧାନଶିକ୍ଷକ ଘନଶ୍ୟାମ ଦଣ୍ଡସେନା, ବୁଢାବାହାଲ ହାଇସ୍କୁଲର ପ୍ରଧାନଶିକ୍ଷକ ବରୁଣ ସାହୁ, ସଇଁନ୍ତଲା ହାଇସ୍କୁଲର ପ୍ରଧାନଶିକ୍ଷକ  ଜ୍ୟୋତିର୍ମୟୀ ମହାପାତ୍ର , କାଉନ୍ସେଲର ଦୀପକ ସେନ ଧରୁଆ,  ହେମନ୍ତ ବେମାଲ ତଥା ଅନ୍ୟମାନେ ଉପସ୍ଥିତ ରହି ସହଯୋଗ କରିଥିଲେ । ଜୁନିୟର ରେଡ଼କ୍ରସ କାଉନ୍ସେଲର ହେମନ୍ତ ପଧାନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବେଲଗାଁ ବିଜୟାନନ୍ଦ ହାଇସ୍କୁଲର  ପ୍ରଧାନ ଶିକ୍ଷକ ନାରାୟଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like