-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଜ୍ବାଇଁ କୁ ଶ୍ବଶୁର ଘରେ କଲେ ହତ୍ୟା, ଘଟଣା କୁ ଚାପି ଦେବା ପାଇଁ ଉଦ୍ୟମ

09-Mar-2023



ପାଟଣାଗଡ଼(ପୂର୍ଣ ଶଶୀ ଶେଖର ରାଓ)-ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଭାନପୁର ପଞ୍ଚାୟତ ଅନ୍ତର୍ଗତ ଚାବ୍ରିପାଲି ଗ୍ରାମରେ ଜ୍ବାଇଁ କୁ ଶ୍ଵଶୁର ଘର ଲୋକେ ପିଟି ପିଟି ମାରିଦେବା ପରେ  ଘଟଣାକୁ ଚପାଇ ଦେବା ଉଦ୍ୟମ ବିଫଳ ହୋଇଥିବା ଜଣାପଡିଛି। ଖପ୍ରାଖୋଲ ପୋଲିସ ଜରି ବସ୍ତା ରେ ଭର୍ତି କରାଯାଇଥିବା ମୃତକ ରୁଦ୍ରମଣି ମେହେର(୩୫)  ର ଶବ ଓ ଏକ ଭେନ କୁ ଜବତ କରି ଖପ୍ରାଖୋଲ ଥାନାକୁ ଆଣିଛି । ପ୍ରାପ୍ତ ସୂଚନା ଅନୁଯାୟୀ  ବରଗଡ଼ ଜିଲ୍ଲା ପଦ୍ମପୁର ଥାନା ରାଜଭାଟି ପଡା ର  ରୁଦ୍ରମଣି  ମେହେର ଖପ୍ରାଖୋଲ ଥାନା ଅନ୍ତର୍ଗତ ଚାବ୍ରିପାଲି ଗ୍ରାମର ଉଦ୍ଧବ ମେହେର ଙ୍କ ଝିଅ ସରୋଜିନୀ ମେହେରଙ୍କୁ ୭ ବର୍ଷ ତଳେ  ବିବାହ କରିଥିଲେ । ଗୋଟିଏ ବର୍ଷ ହେବ ମୃତକ ତାଙ୍କର ପରିବାର ସହ ଶ୍ୱଶୁର ଘର ଚାବରିପାଲି ରେ ରହିଆସୁଥିବା ବେଳେ ଦୀର୍ଘ ଦିନ ହେବ ପାରିବାରିକ କଳହ ଲାଗି ରହିଥିଲା । ସେହି କଳହ ଗତ ବୁଧବାର ଦିନ ଉଗ୍ରରୂପ ଧାରଣ କରିଛି।  ଗାଁରେ ହୋଲିଖେଳ ଚାଲୁଥିବା ସମୟରେ ରୁଦ୍ରମଣି ମେହେର  ତାଙ୍କର ଶଶୁର ଘର ଲୋକଙ୍କ ସହ କୌଣସି କାରଣରୁ  ବଚସା ହୋଇଥିବା ବେଳେ ରୁଦ୍ରମଣି କୁ ନିସ୍ତୁକ ମାଡ ମାରି ଏକ ଘରେ ବନ୍ଦ କରିଦେଇଥିଲେ। ସମସ୍ତ  ପରିବାର ପାଟଣାଗଡ଼ ରେ ଏକ ବିବାହ ଘରକୁ ଯୋଗ ଦେବାକୁ ଯାଇଥିଲେ। ପାଟଣାଗଡ଼ରୁ  ରାତି ରେ ମୃତକର ଶଶୁର ଓ ଶଳା ଘରକୁ ଫେରି ମୃତକ କୁ ଗୋଟିଏ ଜରି ବସ୍ତାରେ ଭରି ଏକ ଭେନ ଗାଡିର ନମ୍ବର ଓଡି ୦୩ ଏକ୍ସ ୭୦୦୯7006 ରେ ଲଦି ମୃତ ଦେହକୁ ଫିଙ୍ଗି ଦେବାକୁ ଉଦ୍ୟମ କରୁଥିବା  ସମୟରେ ବିଶେଷ ସୂତ୍ରରୁ ଖବର ପାଇ ଖପ୍ରାଖୋଲ ପୋଲିସ ମାଡି ବସି ଗାଡି ଓ ଶବ କୁ ଜବତ କରି ଘଟଣା ସ୍ଥଳରୁ  ଶଶୁର ଉଦ୍ଧବ ମେହେର ଓ ଶଳା ସୁନୀଲ କୁମାର ମେହେର ଙ୍କୁ ଥାନା କୁ ଆଣିଥିବାବେଳେ  ପାଟଣାଗଡ଼ କୁ ଯାଇଥିବା ପରିବାର ର ଅନ୍ୟ ତିନିଜଣ ସଦସ୍ୟ ମୃତକର ସ୍ତ୍ରୀ ସରୋଜିନୀ ମେହେର, ଶାଶୁ ବନଲତା ମେହେର ଓ ଶଳା ଅନିରୁଦ୍ଧ ମେହେର କୁ ଥାନା କୁ ଆଣିଛନ୍ତି। ଖପ୍ରାଖୋଲ ଥାନା କେଶ୍ ନମ୍ବର ୩୮/୨୩ ମାମଲା ରୁଜୁ କରି ଅଧିକ ତଦନ୍ତ  ଜାରି ରଖିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like