-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

କେନାଲ ରେ ପାଣି ଦିଅ,ନହେଲେ ୧୦ରେ ରାସ୍ତାରୋକ ଓ ୧୧ରେ ବିନିକା ବନ୍ଦ ପାଳନ

09-Mar-2023



ବିନିକା(ହିମାଂଶୁ ଶେଖର ପୁଟେଲ): ହୀରାକୁଦ ଜଳଭଣ୍ଡାର କେନାଲ ପାଣି ବିନିକା ଅଞ୍ଚଳକୁ ପହଞ୍ଚି ପାରୁନ ଥିବାରୁ ଆଜି ଶ୍ରୀ ଗଣେଶ ଆଞ୍ଚଳିକ କୃଷକ ସଂଘ ଓ ଅଞ୍ଚଲର ଶତାଧିକ ଚାଷୀ ବିନିକା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି l ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଅଞ୍ଚଲର ଚାଷୀ ମାନେ ବିକ୍ଷୋବ ପ୍ରଦର୍ଶନ କରିବା ସହ ବିଭିନ୍ନ ନାରାବାଜି ଦେଇଛନ୍ତି l ଶ୍ରୀ ଗଣେଶ ଆଂଚଳିକ କୃଷକ ସଂଘ ପକ୍ଷରୁ ବିନିକା ଶେଷ ସୀମା ତଳିଆ ଅଞ୍ଚଳକୁ ତୁରନ୍ତ କେନାଲ ପାଣି ଯୋଗାଇ ଦେବାପାଇଁ ବିନିକା ତହସିଲଦାର ଙ୍କ ଜରୀଆରେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି l ଘଟଣା ସ୍ଥଳରେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହେବା ପାଇଁ ପୋଲିସ ଫୋର୍ସ ମଧ୍ଯ ମୁତୟନ ହୋଇଥିଲେ l  ଆସନ୍ତା କାଲି ସକାଳ ସୁଦ୍ଧା କେନାଲ ପାଣି  ନଆସିଲେ ୧୦ତାରିଖରେ ରାସ୍ତାରୋକ ଆନ୍ଦୋଳନ ଏବଂ ୧୧ତାରିଖରେ ବିନିକା ବନ୍ଦ ପାଳନ କରାଯିବ ବୋଲି ଚାଷୀଙ୍କ ତରଫରୁ ଚେତାବନୀ ଦିଆଯାଇଛି ।ସଂଘର ସଭାପତି ଅଜିତ କୁମାର ପଣ୍ଡାଙ୍କ ନେତୃତ୍ୱରେ ଅଶୋକ ପୃଷ୍ଟି,ରମେଶ ଦାଶ,ପଞ୍ଚାନନ ବାବୁ,ଲକ୍ଷ୍ମୀ ନାରାୟଣ ପୂଜାରୀ, ଦେବାଶିଷ ଦାଶ,ଧର୍ମରାଜ ପଣ୍ଡା,ପ୍ରକାଶ ପଣ୍ଡା,ନିରଞ୍ଜନ ଥପ୍ପା,ସନ୍ତୋଷ ଥନାପତି,ବୃନ୍ଦାବନ ନାଏକ,ଅଭୟ ପ୍ରଧାନ,ପ୍ରଶାନ୍ତ ପଣ୍ଡା,ରାଜେନ୍ଦ୍ର ଜଗଦଲା,ବିଶ୍ଵନାଥ ମହାନନ୍ଦ ପ୍ରମୁଖଙ୍କ ସମେତ ଅଞ୍ଚଳର ଶତାଧିକ ଚାଷୀ ଏହି ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like