-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ପୁତୁରାର ଧାରୁଆ ଅସ୍ତ୍ରରେ ଦଦାଙ୍କୁ ମରଣାନ୍ତକ ଆକ୍ରମଣ

09-Mar-2023



ବାଲିଗୁଡ଼ା:(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବାଇକ୍‌ରେ ଲିଫ୍ଟ ମାଗି ମରଣାନ୍ତକ ଆକ୍ରମଣ କରିବାରୁ କୋଟଗଡ଼ ବ୍ଲକ ରାଣିପାଙ୍ଗା ବିଦ୍ୟାଳୟର ଶିକ୍ଷକ ନହୁ ପ୍ରଧାନ ଆହତ ହୋଇଛନ୍ତି। ତାଙ୍କ ନିଜ ଗ୍ରାମ ଦାରିଙ୍ଗବାଡି ବ୍ଲକ ବୁଡାଙ୍ଗପିପିଲି। ନହୁ ସକାଳୁ ସ୍କୁଲକୁ ବାଇକ ଯୋଗେ ଯିବା ବେଳେ ତାଙ୍କ ସମ୍ପର୍କୀୟ ସାନ ପ୍ରଧାନ ତାଙ୍କ ସହ ରାଣିପାଙ୍ଗାରେ ମୋର କାମ ଅଛି ତୁମ ସହ ଯିବି କହିଥିଲେ। ଏଥିରେ ନହୁ ସମ୍ପର୍କୀୟ ସାନଙ୍କୁ ସାଥିରେ ନେଇ ଯିବା ସମୟରେ ପର୍ତ୍ତମାହା ପଞ୍ଚାୟତ କଟାବାଡି ଗ୍ରାମ ନିକଟ ଏକ ଜଙ୍ଗଲରେ ସମ୍ପର୍କୀୟ ପୁତୁରା ସାନ ହଠାତ ଏକ ଧାରୁଆ ଅସ୍ତ୍ରରେ ପଛପଟୁ ବେକକୁ ଆକ୍ରମଣ କରି ଗୋଟିଏ ବ୍ରିଜ ତଳକୁ ଠେଲି ଦେବା ସହ ବ୍ରିଜ ତଳେ ମଧ୍ୟ ମରଣାନ୍ତକ ଆକ୍ରମଣ କରୁଥିଲେ।ଏହି ସମୟରେ ଜଙ୍ଗଲରେ କାମ କରୁଥୁବା ଲୋକ ଆସି ନହୁଙ୍କୁ ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ନହୁଙ୍କୁ ପ୍ରଥମେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟନ୍ଦ୍ରେରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ କୁ  ପଠାଇଥିବା ଜଣାପଡ଼ିଛି। ସେହିପରି ଅଭିଯୁକ୍ତ ସାନଙ୍କୁ ସ୍ଥାନୀୟ ଲୋକ କାବୁ କରି ପୋଲିସ ଜିମା ଦେଇଥିଲେ। ସମ୍ପର୍କୀୟ ସାନ କାହିଁକି ଏଭଳି ଆକ୍ରମଣ କରିଛନ୍ତି ସେ ସମ୍ପର୍କରେ କାରଣ ଅସ୍ପଷ୍ଟ ଥିବା ବେଳେ ଏହା ପୁର୍ବ ଶତ୍ରୁତା ରହିଥାଇପାରେ ବୋଲି ପୋଲିସ ସନ୍ଦେହ କରିଛି। ପୋଲିସ ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଥାନା ପକ୍ଷରୁ କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like