-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ଗାୟତ୍ରୀ ପରିବାର ଓ ସୁବର୍ଣ୍ଣା ନରୀ ଜାଗରଣ ତରଫରୁ ବିଶ୍ବ ମହିଳା ଦିବସ ପାଳିତ I

09-Mar-2023



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ବ୍ଲକ ଛକ ଠାରେ ଥିବା ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର କାର୍ଯ୍ୟାଳୟ ପରିସରରେ ସୁବର୍ଣ୍ଣା ଏବଂ ଗାୟତ୍ରୀ ପରିବାରର ମିଳିତ ଆନୁକୂଲ୍ୟରେ ବିଶ୍ବ ମହିଳା ଦିବସ ପାଳିତ ହୋଇ ଯାଇଛି Iଏହି ସମାରୋହରେ ହୋଲିକା ଦହନ ସହ ଦୀବ ମହାଯଜ୍ଞର ଆୟୋଜନ କରାଯାଇଥିଲା I ସୁବର୍ଣ୍ଣାର ସଭାନେତ୍ରୀ ପ୍ରାଧ୍ୟାପିକ ମୀନା ମହାରଣାଙ୍କ ଅଧ୍ୟକ୍ଷତାରେ ମହିଳା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି I ଏଥିରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଂପାଦିକା କୁମୁଦିନୀ ମୁଦୁଲି ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମାଜର ପ୍ରଗତି ନିମନ୍ତେ ନାରୀ ଶକ୍ତିର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ I ଅଧ୍ୟକ୍ଷା ମୀନା ମହାରଣା ବିଶ୍ବ ମହିଳା ଦିବସ ପାଳନର ତାତ୍ପର୍ଯ୍ୟ ସଂପର୍କରେ ନାନା ଉଦାହରଣ ଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ I ଏଥିରେ ସୁବର୍ଣ୍ଣପୁର ପୌର ପରି ପରିଷଦର ଅଧ୍ୟକ୍ଷା ତାମସୀ ତାମସ୍ମିତା ନାୟକ ସମ୍ମାନିତ ଅତିଥିଭାବେ ଯୋଗଦେଇ ମହିଳା ଦିବସ ପାଳନର ଉଦ୍ଦେଶ୍ୟ ସଂପର୍କରେ ଉଲ୍ଲେଖ କରିଥିଲେ I ଜିଲ୍ଲା ଗୟତ୍ରୀ ପରିବାର ମହିଳା ମଣ୍ଡଳ ସଂଚାଳିକା ଭଗବତୀ ରାୟଗୁରୁ ଅନ୍ୟତମ ସମ୍ମାନିତ ଅତିଥିଭାବେ ଯୋଗଦେଇ ସମାଜ ଗଠନରେ ନାରୀଶକ୍ତିର ଭୂମିକା ସଂପର୍କରେ ନିଜର ବକ୍ତବ୍ୟ ରଖିଥିଲେ I ସୁବର୍ଣ୍ଣାର ସଂପାଦିକା ମଂଜୁଳା ମିଶ୍ର ପ୍ରାରମ୍ଭିକ ସୂଚନା ଦେବାସହ ବିବରଣୀ ଉପସ୍ଥାପନା କରିଥିଲେ I ଏହି ଉପଲକ୍ଷେ ସୁବର୍ଣ୍ଣାର ସଭ୍ୟାମାନେ ହୋଲି ଖେଳିବାସହ ହୋଲିକା ଦହନ କରିଥିଲେ Iସୁବର୍ଣ୍ଣାର ଶ୍ରୀମତି ସୁରଭି ବିଶିଙ୍କୁ ସମ୍ବର୍ଦ୍ଧିତ କରିବା ସହ ମୋକ୍ଷଦା ଶର୍ମା ସଂଗୀତ ପରିବେଷଣ କରିଥିଲେ  ଶେଷରେ ସୁନନ୍ଦା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like