-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ସିସିଏଫ୍‌ଏ କ୍ଲବର ନୂତନ କାର୍ଯ୍ୟକାରୀ କମିଟି ଗଠନ, ସଭାପତି ସୁରେନ୍ଦ୍ର ନାଗ ଓ ସଂପାଦକ ହେମନ୍ତ କୁମାର ବେହେରା

09-Mar-2023



ବଲାଙ୍ଗିର(ପ୍ରେରଣା ଖବର):ସର୍ବପୁରାତନ ସିସିଏଫ୍‌ଏ କ୍ଲବ, କଲେଜଛକ ବଲାଙ୍ଗିରର ନୂତନ କାର୍ଯ୍ୟକର୍ତ୍ତା କମିଟି ଗଠନ କାର୍ଯ୍ୟକ୍ରମ ହୋଇଯାଇଛି । ଦୀର୍ଘ ୧୨ ବର୍ଷ ପରେ ସିସିଏଫ୍‌ଏ କ୍ଲବର ପୁର୍ନଗଠନ ସୁରେନ୍ଦ୍ର ନାଗଙ୍କ ଅଧ୍ୟକ୍ଷତାରେ ଗତ ୭ ତାରିଖ ଦିନ ସନ୍ଧ୍ୟା ଘ.୭ ସମୟରେ ସ୍ଥାନୀୟ କଲ୍ୟାଣ ମଣ୍ଡପ, କଲେଜ ଛକ ଠାରେ କ୍ଲବର ପୂର୍ବତନ ନୂତନ ସଭ୍ୟଗଣଙ୍କ ଉପସ୍ଥିତିରେ କ୍ଲବ ଉନ୍ନତିକରଣ କାର୍ଯ୍ୟ ସମ୍ବନ୍ଧେ ଆଲୋଚନା କରାଗଲା । ଦୀର୍ଘ ଦିନରୁ ଅବହେଳିତ ହୋଇ ରହିଥିବା କ୍ଲବର ନୂତନ କର୍ମକର୍ତ୍ତା କମିଟୀ ଗଠନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇ ସର୍ବସମ୍ମତି କ୍ରମେ ସଭାପତି ଭାବେ ସୁରେନ୍ଦ୍ର ନାଗ, ଉପସଭାପତି ଗାମାନିଏଲ ନାଗ, ସଂପାଦକ ହେମନ୍ତ କୁମାର ବେହେରା, ଯୁଗ୍ମ ସଂପାଦକ ସରଜୁ କୁମାର ନାଗ, କୋଷାଧ୍ୟକ୍ଷ ରୁପେଶ କୁମାର ନାଗ, ଅଡିଟର ଶୋଭନ କୁମାର ଦାଶ, ନିର୍ବାହୀ ପରିଷଦ ମନୋଜକାନ୍ତ ନାଗ, ଜ୍ୟୋତିରାଜ ନାଗ, ହୁସେନ ନାଗ, ଶାନ୍ତନୁ କୁମାର ନାଗ ଓ ପରାମର୍ଶଦାତା ଭାବରେ ଅଜିତ କୁମାର ପାଲ, ଭଞ୍ଜ କିଶୋର ନାଗ ଓ ରାଜିନ୍ଦ୍ର ପାଲଙ୍କୁ ମନୋନୀତ କରାଗଲା ।

ତୃଣମୂଳ ସ୍ତରରୁ ଫୁଟବଲ ଖେଳକୁ ପ୍ରୋତ୍ସାହିତ କରାଯିବାକୁ ବହୁମତ ପ୍ରକାଶ ପାଇଥିଲା । ଏଣୁ ଫୁଟବଲ ଖେଳାଳୀ ଚୟନ ଓ ପ୍ରଶିକ୍ଷଣ ନିମନ୍ତେ କ୍ଲବ ସଭ୍ୟ ତଥା ପୂର୍ବତନ ଫୁଟବଲ ଖେଳାଳୀ ପୃଥେଶ୍ୱର ନାଗ (ଘୁଣ୍ଡୁ) ଙ୍କୁ ପ୍ରଶିକ୍ଷକ ଦାୟିତ୍ୱ କମିଟି ଦ୍ୱାରା ପ୍ରଦତ୍ତ କରାଗଲା । ୮ ତାରିଖ ଦିନ ନୂତନ କାର୍ଯ୍ୟକାରୀ କମିଟୀ ବୃନ୍ଦଙ୍କ ଶପଥ ଗ୍ରହଣ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଡୁଡୁକାସିରା ଘାଟି ନିକଟସ୍ଥ ପ୍ରୋଜେକ୍ଟ ଠାରେ କ୍ଲବର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଉତ୍ସାହର ସହିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଳନ କରାଯାଇ ଏକ ବନ୍ଧୁମିଳନ ସଦୃଶ ବଣଭୋଜିର ଆୟୋଜନ କ୍ଲବ ସଦସ୍ୟଙ୍କ ଦ୍ୱାରା ହୋଇଥିଲା । ନୂତନ କର୍ମକର୍ତ୍ତା କମିଟିକୁ କ୍ଲବର ବରିଷ୍ଠ ସଦସ୍ୟ ତଥା ପୂର୍ବତନ ସଂପାଦକ ସୁବୋଧ କୁମାର ବାଗ ଶପଥ ପାଠ ତଥା ପଦ ଓ ଗୋପନୀୟତା ପାଠ କରାଇଥିଲେ । ଏଥିରେ ବହୁ ପୂର୍ବତନ ସଭ୍ୟ ମନୋଜ ନନ୍ଦ, ଜୀବନ ସୁନା, ବ୍ରଜ ବିହାରୀ ନାଗ, ବିଦ୍ୟୁତ କୁମାର, ଆରଜୁ ନାଗ ପ୍ରମୁଖ ଯୋଗ ଦେଇ ଉତ୍ସାହିତ ଓ  ପ୍ରେରଣା ଦେଇଥିଲେ । ଶେଷରେ ନବ ନିର୍ବାଚିତ ସାଧାରଣ ସଂପାଦକ ହେମନ୍ତ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ସଭାପତି ସୁରେନ୍ଦ୍ର ନାଗ ଙ୍କ ଦ୍ୱାରା ସଭା ସାଙ୍ଗ ଘୋଷଣା କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like