-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଉଦ୍ୟେଗୀ ସପ୍ତାହ ଉଦ୍‌ଯାପିତ - ସବୁଜ ଶକ୍ତିର ଭବିଷ୍ୟତ, ରପ୍ତାନୀ ଓ ଶିଳ୍ପନୀତି ସମ୍ପର୍କରେ ଆଲୋଚନା

09-Mar-2023



ବଲାଙ୍ଗିର(ପ୍ରେରଣା ଖବର ): ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଳ୍ପକେନ୍ଦ୍ର ବଲାଙ୍ଗିରର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ପୃଥୀରାଜ ଉଚ୍ଚ ବିଦ୍ୟାଳୟ ପଡିଆଠାରେ ମାର୍ଚ୍ଚ ୫ ତାରିଖଠାରୁ ଅନୁଷ୍ଠିତ ହୋଇଥିବା ଜିଲ୍ଲାସ୍ତରୀୟ ଉଦ୍ୟୋଗୀ ସପ୍ତାହ ଆଜି ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଦିବସ ଅବସରରେ ଅନୁଷ୍ଠିତ ଆଲୋଚନାଚକ୍ରରେ ପ୍ରଫୁଲ୍ଲ କୁମାର ପଣ୍ଡା ସବୁଜ

ଶକ୍ତିର ଭବିଷ୍ୟତ ସମ୍ପର୍କରେ ଆଲୋଚନା କରିଥିଲେ । ରପ୍ତାନୀ ସମ୍ପର୍କରେ ଗ୍ଲୋରିଫାଏ ଇଣ୍ଡିଆ ଏକ୍ସପୋର୍ଟର ସନ୍ତୋଷ କୁମାର ଦାସ ଆଲୋଚନା କରିଥିବା ବେଳେ ବଲାଙ୍ଗିର ଶିଳ୍ପ କେନ୍ଦ୍ରର ନିରୋଜ ରଞ୍ଜନ ପାଣିଗ୍ରାହୀ ରାଜ୍ୟ ଶିଳ୍ପ ନୀତି ଉପରେ ଆଲୋଚନା କରିଥିଲେ । ଉଦ୍‌ଯାପନୀ ଉତ୍ସବରେ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ଋଣ ପ୍ରଦାନ ନିମନ୍ତେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ଭାରତୀୟ ଷ୍ଟେଟ ବ୍ୟାଙ୍କ, ମ୍ୟୁନିସିପାଲ ଶାଖା,ବଲାଙ୍ଗିର, ପଞ୍ଜାବ ନେସନାଲ ବ୍ୟାଙ୍କ, ଆଗଲପୁର ଓ ୟୁନିଅନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, କଣ୍ଟାବାଞ୍ଜି ଶାଖାକୁ ସମ୍ବର୍ଦ୍ଧିତ

କରାଯାଇଥିଲା । ସେହିପରି ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଅମ୍ବିକା ଆଗ୍ରୋ ଶିଳ୍ପର ଅରୁଣ କୁମାର ଅଗ୍ରୱାଲ, ଜୟଶ୍ରୀ ପ୍ରିଣ୍ଟର୍ସର ପ୍ରସନ୍ନ କୁମାର ଗିରି ଓ ପଦ୍ମାବତୀ ସ୍ଟିଚିଙ୍ଗ ସେଣ୍ଟରର ଭୀଷ୍ମ ମେହେର, ପିଏମ୍‌ଇଜିପି କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ମେସର୍ସ ପାଢୀ ଇଞ୍ଜିନିୟରିଂ ୱାର୍କର ରାହୁଲ କୁମାର ପାଢୀ, ଏସ୍‌.କୁମାର ଲେଡିଜ ବୁଟିକ କଣ୍ଟାବାଞ୍ଜିର ପୁନମ ମୋଟେ, ଦେବ୍‌ ଇଞ୍ଜିନିୟରିଂ ୱାକର୍ସର ସୋମେଶ କୁମାର ଦାସଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ହସ୍ତଶିଳ୍ପ ନିମନ୍ତେ ଗୌରଚରଣ ରଣା, ବୟନ ଶିଳ୍ପ ପାଇଁ ସେବତୀ ମେହେର, ମିଶନ ଶକ୍ତିର ମା’ ସନ୍ତୋଷୀ ଏସ୍‌ଏଚ୍‌ଜି, ମା’ ଫୁଲମାଲି ଏସ୍‌ଏଚ୍‌ଜି, ଉଦ୍ୟାନ କୃଷି ନିମନ୍ତେ ସୁରେଶ ସାହୁ, କୃଷି ନିମନ୍ତେ ମା’ ଲକ୍ଷ୍ମୀ ସିଡସ୍‌ର ଗଣେଶ କୁମାର ମିଶ୍ର ଓ ପିଏମ୍‌ଏଫ୍‌ଏମ୍‌ଇ ସକାଶେ ବାଳକୃଷ୍ଣ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଓଡିଶା ଏସେମ୍ଲି ଅଫ୍‌ ସ୍କୁଲ ମିଡିଅମ୍‌ ଷ୍ଟେର୍‌ପ୍ରାଇଜର ଉପାଧ୍ୟକ୍ଷ ସିଦେ୍ଧଶ୍ୱର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ରାଜ୍ୟ ଶିଳ୍ପ ବିଭାଗର ଯୁଗ୍ମ ନିର୍ଦ୍ଦେଶିକା ମୀନା କୁମାରୀ ବେହେରା ଓ ଜିଲ୍ଲା ଶିଳ୍ପ କେନ୍ଦ୍ରର ସାଧାରଣ ପରିଚାଳକ ବିଷ୍ଣୁ ପ୍ରସାଦ ଦାଶ ଉଦ୍ୟୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like