-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ଝାରମୁଣ୍ଡା ଠାରେ ଆନ୍ତରାଷ୍ଟ୍ରୀୟ ମହିଳା ଦିବସ ପାଳିତ

09-Mar-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଏଥଲେଟିକ ଏସୋସିଏସନ୍ ଓ ସର୍ବୋଦୟ ୱେଲଫେୟର୍ ସୋଏଇଟୀ ର ମିଳିତ ଉଦ୍ୟମରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ l ସଭାପତି ଶ୍ୟାମ ସୁନ୍ଦର ମେହେର ଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ଅଭି ଭାଷଣରେ କହିଲେ ଯେ ଜନନୀ ବା ଜନ୍ମଭୂମି ର ସ୍ଥାନ ହେଉଛି ସ୍ୱର୍ଗ ଠାରୁ ମଧ୍ୟ ଉଚ୍ଚରେ l ଅନ୍ତରାଷ୍ଟ୍ରୀୟ ମହିଳା ଦିବସ 1911ରେ ଆରମ୍ଭ ହୋଇଥିଲା l ନାରୀ ମାନଙ୍କ ସ୍ଥାନ ଉଚ୍ଚରେ ଏଣୁ ମୁଖ୍ୟମନ୍ତ୍ରୀ ମା ମାନଙ୍କୁ ସମ୍ମାନ ଦେବା ଲାଗି ବିଭିନ୍ନ ଯୋଜନା କରିଛନ୍ତି ଯାହାକି ମିଶନ ଶକ୍ତି, ମହିଳା ସଶକ୍ତି, ଝିଅଙ୍କ ପାଇଁ ସୁକନ୍ୟା ଯୋଜନା l ରାଜ୍ୟ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା, ଜିଲ୍ଲା ପରିଷଦ ସଭ୍ୟl ଲିଲୀମା ବେହେରା, ସଂଯୁକ୍ତା ବରିହା ଓ ବେଥାନି କନ୍ ଭେଣ୍ଟ ସୂପରିଆର ସିଷ୍ଟର ସପ୍ରିତା ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚା ସୀ ନ ଥିଲେ l ସମ୍ମାନିତ ଅତିଥିଙ୍କ ଉଦେଶ୍ୟରେ ନାରୀ ସମାଜସେବା, ରାଜନୈତିକ ହେଉ କି ଯୁଦ୍ଧ କ୍ଷେତ୍ରରେ ରହିଛନ୍ତି l

ଶିକ୍ଷା ହେଉଛି ଗୋଟେ ମାଧ୍ୟମ ଯାହାକି ନାରୀକୁ ଆଗକୁ ନେଇ ପାରିଛି l ଯେଉଁଠି ନାରୀ ମାନଂକୁ ସମ୍ମାନ ମିଳେ ସେଠି ଦେବତା ମାନେ ବାସ କରନ୍ତି, ଭାରତ ଦେଶକୁ ଭାରତ ମାତା, ଓଡିଶା କୁ ଉତ୍କଳ ଜନନୀ ବୋଲି କୁହାଯାଏ l ନାରୀକୁ ସୁଯୋଗ ନ ଦେଇ ଅବଳା ଓ ଦୁର୍ବଳl କହିବା ଅନୁଚିତ l ଗୋଟେ ସୁସ୍ଥ ସମାଜ ଗଠନରେ ଗୋଟେ ମହିଳାର ଭୂମିକା ରହିଥାଏ l କେବଳ ପୁଅ  ମାନଙ୍କ ପାଇଁ ବ୍ରତ ରଖାଯାଏ ହେଲେ ଝିଅ ଙ୍କ ଲାଗି ମଧ୍ୟ ଗୋଟେ ଦିନ ଦେବାର ଆବଶ୍ୟକ l ଏହି ନାରୀ ରାଣୀ ଲକ୍ଷ୍ମୀବାଇ ଠାରୁ ମଦରଟେରେସା ପର୍ଯ୍ୟନ୍ତ, ମୁଖ୍ୟମନ୍ତ୍ରୀ ଠାରୁ ପ୍ରଧାନମନ୍ତ୍ରୀ ତଥା ରାଷ୍ଟ୍ରପତି ହୋଇ ପାରିଛନ୍ତି l ନାରୀ ଜୀବନ କଷ୍ଟଦାୟକ ଜୀବନ ସେ ଜଣେ ଝିଅ ହୋଇ ଅନ୍ୟ ଘରର ବୋହୁ ସାଜିଥାଏ l ନାରୀ 9 ମାସ ଗର୍ଭବତୀ ହୋଇ କଷ୍ଟ ସହି ଛୁଆ ଜନ୍ମ କରିଥାଏ l ନାରୀ ସର୍ବ ପୂଜ୍ୟତେ, ନାରୀ ହେଉଛି ସରସ୍ବତୀ, ଲକ୍ଷ୍ମୀ ଓ ମା କାଲି l ମୁଖ୍ୟମନ୍ତ୍ରୀ ନାରୀ ମାନଙ୍କ ପାଇଁ ଅନେକ ଯୋଜନା ଚଳାଇଛନ୍ତି l ଏଣୁ ନାରୀମାନେ ଆତ୍ମ ନିର୍ଭରଶୀଳ ହୋଇ ପାରିଛନ୍ତି l ଏହି ଅବସରରେ ବେଥନୀ ସ୍କୁଲ ଛାତ୍ର ଛାତ୍ରୀ ନୃତ୍ୟ ପରିବେଷଣ କରିଥିବା ବେଳେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା l ଏସୋସିଏସନ ର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ l ପ୍ରମିଳା ବେହେରା ସ୍ୱାଗତ ଭାଷଣ ଦେଇଥିବା ବେଳେ ପ୍ରତିମା ଭୋଇ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like