-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଆଜି ଠାରୁ ମେଟ୍ରିକ ପରୀକ୍ଷା,୮କେନ୍ଦ୍ରରେ ୧୩୭୩ ପରୀକ୍ଷାର୍ଥୀ

10-Mar-2023



ସିସି ଟିଭି ନଜରରେ ୪କେନ୍ଦ୍ର

ବିନିକା(ହିମାଂଶୁ ଶେଖର ପୁଟେଲ) ଆଜି ଠାରୁ ସାରା ରାଜ୍ୟରେ ଅନୁଷ୍ଟିତ ହେଉଛି ମେଟ୍ରିକ ପରୀକ୍ଷା ।ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି ।ମିଳିଥିବା ସୂଚନା ଅନୁସାରେ ବିନିକା ବ୍ଲକର ୮କେନ୍ଦ୍ରରେ ବ୍ଲକର ୧୯ଟି ହାଇସ୍କୁଲ ସମେତ ସୋନପୁର ବ୍ଲକର ଶ୍ରଧାପାଳି ଓ ଡୁଙ୍ଗୁରିପାଲି  ବ୍ଲକର ଭୀମଟିକିରା ଏହିପରି ସର୍ବମୋଟ ୨୧ଗୋଟି ହାଇସ୍କୁଲର ୧୩୭୩ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି ।ବିନିକା ସହର ୫ଟି ବାଳକ ହାଇସ୍କୁଲ ଠାରେ ଅନୁଷ୍ଠିତ ପରୀକ୍ଷା କେନ୍ଦ୍ରରେ ବ୍ଲକର ଶଙ୍କରା,ସିଲାଟି,ବିନିକା ବାଳିକା ଉଚ୍ଚ ବିଦ୍ୟାଳୟର ମୋଟ ୨୩୧ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବା ସେଣ୍ଟର ସୁପରିଷ୍ଟେଣ୍ଡଣ୍ଟ ପ୍ରଧାନ ଶିକ୍ଷକ ନିଲାଚଳ ମେହେର କହିଛନ୍ତି ।ସେହିପରି ପ୍ରଧାନ ଶିକ୍ଷୟତ୍ରୀ ରେଣୁବାଳା ସାହୁଙ୍କ ସୂଚନା ଅନୁଯାୟୀ ବିନିକା ବାଳିକା ଉଚ୍ଚ ବିଦ୍ୟାଳୟ ସେଣ୍ଟରରେ ୩ଟି ସ୍କୁଲ ସେଲେଡି,ଚରଦା,ବିନିକା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ମୋଟ ୨୦୧ଜଣ,ଇନଚାର୍ଜ ପ୍ରଧାନ ଶିକ୍ଷକ ଗଙ୍ଗାଧର ପ୍ରଧାନଙ୍କ ସୂଚନା ଅନୁସାରେ କର୍ତଙ୍ଗ ୫ଟି ସେଣ୍ଟରରେ ବାଉଁଶୁଣୀ,ଶ୍ରଧାପାଲି ସ୍କୁଲର ୧୪୨ଜଣ,ପ୍ରଧାନଶିକ୍ଷକ ଲକ୍ଷ୍ମୀକାନ୍ତ ପଣ୍ଡାଙ୍କ ସୂଚନା ଅନୁସାରେ ସେଲେଡି ୫ଟି ସେଣ୍ଟରରେ କର୍ତ୍ତଙ୍ଗ,କଇଁନ୍ତରା ସ୍କୁଲର ୧୫୨ଜଣ,ପ୍ରଧାନଶିକ୍ଷକ ପ୍ରେମାନନ୍ଦ ହୋତାଙ୍କ ସୂଚନା ଅନୁସାରେ ସିଲାଟି ୫ଟି ସେଣ୍ଟରରେ  ଭଣ୍ଡାର,ସିଂହିଜୁବା,ଭୀମଟିକିରା ସ୍କୁଲର ୧୪୪ଜଣ,ପ୍ରଧାନ ଶିକ୍ଷକ ପ୍ରତୁଲ୍ଲ୍ୟ ପଣ୍ଡାଙ୍କ ସୂଚନା ଅନୁସାରେ ସିନ୍ଦୂରପୁର ୫ଟି ସେଣ୍ଟରରେ ବିନିକା ବାଳକ,ବଲାରଙ୍ଗା,ବାଙ୍କୀଘିରୀଡି ସ୍କୁଲର ୧୬୬ଜଣ,ପ୍ରଧାନ ଶିକ୍ଷକ ଭରତ ଚନ୍ଦ୍ର ସାହୁଙ୍କ ସୂଚନା ଅନୁସାରେ ସିଂହିଜୁବା ସେଣ୍ଟରରେ ଅନ୍ତର୍ଡା,ସିନ୍ଦୂରପୁର ସ୍କୁଲର ୧୩୨ଜଣ,ପ୍ରଧାନ ଶିକ୍ଷକ ମୁରଲୀଧର ବିଶ୍ଵାଳଙ୍କ ସୂଚନା ଅନୁସାରେ କୁହିବାହାଳ ୫ଟି ସେଣ୍ଟରରେ ଜୁଲୁଣ୍ଡା,ମହଦା, ନନ୍ଦନନାଳ ସ୍କୁଲର ୨୦୫ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।ତେବେ ସିସି ଟିଭି ନଜରରେ ବିନିକା ବାଳକ, କର୍ତଙ୍ଗ,ସେଲେଡି ଓ କୁହିବାହାକ ସ୍କୁଲ ରହିଥିବା ବେଳେ ଅନ୍ୟ ପରୀକ୍ଷା କେନ୍ଦ୍ରରେ କପି ଓ ଫିକ୍ସିଂ ହେବାର ଆଶଙ୍କା ଥିବାରୁ ଶିକ୍ଷା ବିଭାଗ କର୍ତୁପକ୍ଷ ଆବଶ୍ୟକ ଦୃଷ୍ଟି ଦେବାକୁ ଶିକ୍ଷା ପ୍ରେମୀ ମହଲରେ ଦାବୀ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like