-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଜିଲ୍ଲାସ୍ତରୀୟ  ଆନ୍ତର୍ଜାତିକ ମହିଳା ଦିବସ ପାଳିତ

10-Mar-2023



ବଲାଙ୍ଗିର(ପ୍ରେରଣା ଖବର): ଆଜି ଅପରାହ୍ନ ରେ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରସରରେ ମହିଳା ଓ ଶିଶୁ ବିକାଶ ବିଭାଗ ବଲାଙ୍ଗିର ଦ୍ଵାରା ଜିଲ୍ଲା ସ୍ତରୀୟ  ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଦିବସରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ  ମୁଖ୍ୟ ଅତିଥି, ବଲାଙ୍ଗିର ପୌର ପରିଷଦ ର ଅଧ୍ୟକ୍ଷ୍ୟା ଲିକା ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ ନାଏକ ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନବକୃଷ୍ଣ ସାହୁ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରମା

ସେଠୀ ,ସାଇବର କ୍ରାଇମ ଭାରପ୍ରାପ୍ତ ଥାନା ଅଧିକାରୀ ଭାରତୀ ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ କାର୍ଯକ୍ରମ ର ଶୁଭାରମ୍ଭ କରିଥିଲେ । ଏହି ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ସଭାରେ ଉଦବୋଧନ ଦେଇ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସାହୁ , ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରି ମହିଳା ମାନେ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି ଏବଂ ମହିଳା ସଶକ୍ତିକରଣ ନିମନ୍ତେ କାର୍ଯ୍ୟକାରୀ ହେଇଥିବା ବିଭିନ୍ନ ଯୋଜନା ସମ୍ପର୍କରେ ସେମାନେ ସଚେତନ ହେବା ସହ ନିଜକୁ ପ୍ରତିଷ୍ଠିତ କରିବାକୁ ପରାମର୍ଶ ଦେଇଥିଲେ । ପୌର ପରିଷଦ ର ଅଧ୍ୟକ୍ଷ୍ୟା ଶ୍ରୀମତୀ  ସାହୁ,ସ୍ଵୟଂ ସହାୟକ ଗୋଷ୍ଠୀ ଓ ମିଶନ ଶକ୍ତି ଜରିଆରେ ମହିଳା ମାନେ ଆତ୍ମନିର୍ଭରଶୀଳ ହେବା ସହ ଜ୍ଞାନର ସୁବିନିଯୋଗ କରି ନିଜ ନିଜ ମଧ୍ୟରେ ଏକତା ଓ ସମନ୍ଵୟ ରଖି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ  ନାଏକ ମହିଳା ମାନଙ୍କ ସୁରକ୍ଷା ଓ ଅଧିକାର ନିମନ୍ତେ ଥିବା ଆଇନ ଏବଂ ମହିଳା ଓ ଶିଶୁ ଡେସ୍କ ର କାର୍ଯ୍ୟକାରିତା ସମ୍ପର୍କରେ ଆଲୋକପାତ କରିଥିଲେ । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ  ସାହୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଓ ମିଶନ ଶକ୍ତି କାର୍ଯ୍ୟକ୍ରମ ରେ ମହିଳା ମାନଙ୍କ ଭୂମିକା ସମ୍ପର୍କରେ ମତବ୍ୟକ୍ତ କରିଥିଲେ । ସାଇବର କ୍ରାଇମ ଭାରପ୍ରାପ୍ତ ଥାନା ଅଧିକାରୀ ଶ୍ରୀମତୀ  ନାୟକ ଘରୋଇ ହିଂସା ,ନାରୀ ନିର୍ଯାତନା ଏବଂ ସମ୍ପ୍ରତି ଘଟୁଥିବା ସାଇବର କ୍ରାଇମ ଉପରେ ଆଲୋଚନା କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ  ସେଠୀ ସ୍ଵାଗତ ବକ୍ତ୍ୟବ୍ୟ ପ୍ରଦାନ କରିବା ସହ ଆନ୍ତର୍ଜାତିକ ମହିଳା ଦିବସ ପାଳନ ର ତତ୍ପର୍ଜ୍ୟ ସମ୍ପର୍କରେ ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିଥିଲେ । ସଭାରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ୨ ଜଣ କିଶୋରୀ ବାଳିକା ,ତୁରେକେଲା ର ମିନା ହଁସ ,ଗୁଡଭେଲା ର ମନ୍ଦାକିନୀ ରଣା ,୩ ଜଣ ଅଙ୍ଗନବାଡି କର୍ମୀ ଚୁଡାପାଲି (ଖ) ର ମମତାରାଣୀ ପଣ୍ଡା , ତିକ୍ରାପଡା (ଖ) ର ଟିମାରାଣୀ ବିଭାର ,ହିରାପୁର(ଖ)ର ରୋଜାଲିନ ପ୍ରଧାନ ,୨ ଜଣ କ୍ଷେତ୍ର ପରିଦର୍ଶିକା ବଙ୍ଗୋମୁଣ୍ଡା ର ରତ୍ନମଣି ବରାଳ , ଖପ୍ରାଖୋଲ ର ଅଞ୍ଜଳି ମିଶ୍ର ଓ ବାଲ୍ୟ ବିବାହ ରୋକିବା କ୍ଷେତ୍ରରେ ଟିଟିଲାଗଡ ସିଡିପିଓ ମିନାକ୍ଷୀ ରାଜ ଙ୍କୁ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ । ସଭାକୁ

ଲୋଇସିଂହା ସିଡିପିଓ ପ୍ରଜ୍ଞା ବାରିକ ପରିଚାଳନା କରିଥିଲେ । ପରେ ଲୋଇସିଂହା ଓ ଗୁଡଭେଲା ରୁ ଆସିଥିବା କିଶୋରୀ ବାଳିକା ଏବଂ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଏହି ଦିବସ ପାଳନ ଅବସରରେ ଏକ ରାଲି ର ଆୟୋଜନ କରାଯାଇଥିଲା । ରାଲି ରେ ଅଙ୍ଗନବାଡି କର୍ମୀ ,ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ,ମିଶନ ଶକ୍ତି ର ମହିଳା ମାନେ ଅଂଶ ଗ୍ରହଣ କରିଥିଲେ । ରାଲି କୁ ବଲାଙ୍ଗିର ଉପ ଜିଲ୍ଲାପାଳ କୁମାର ନାଗଭୂଷଣ ଶୁଭାରମ୍ଭ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026

You Might Also Like