-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ନାକ୍ଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ  ଏନ୍ ସି ସି ୟୁନିଟ୍ ଉଦ୍ଘାଟନ ସମାରୋହ

10-Mar-2023



ନାକ୍ଟିଦେଉଳ(କନ୍ଦର୍ପ ବେହେରା ): ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ ଓ ଏନ୍ ସି ସି ସମ୍ବଲପୁର୍ ଗୃପ ହେଡକ୍ୟୁଆଟର ର ସହଯୋଗ ରେ ନାକ୍ଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଦୁଇଟି ଏନ୍ ସି ସି ୟୁନିଟ୍ ଖୋଲିଛି । ଵାଳକ ବିଭାଗ ୟୁନିଟ ର ଏନ୍ ସି ସି ଅଫିସର ଭାଵେ ଶିକ୍ଷା ଵିଭାଗ ର ଅଧ୍ୟାପକ ହିମା°ଶୁ ବାରିକ୍ ନିଯୁକ୍ତ ହୋଇଥିବା ଵେଳେ ଵାଳିକା ଏନ୍ ସି ସି ୟୁନିଟ ର ଅଫିସର୍ ଭାବେ ପ୍ରାଣୀ ବିଜ୍ଞାନ ଅଧ୍ୟାପିକା ସଙ୍ଗୀତା ସେଠ୍ ନିଯୁକ୍ତ ହୋଇଛନ୍ତି । ତା ୧୦.୩.୨୩ ରିଖ ଦିନ ନାକ୍ଟିଦେଉଳ ମହାଵିଦ୍ୟାଳୟ ର ଏନ୍ ସି ସି ୟୁନିଟ୍ ସମ୍ବଲପୁର୍ ଏନ୍ ସି ସି ଗୃପ୍ ହେଡକ୍ୟୁଆଟର ର କମାଣ୍ଡିଙ୍ଗ ଅଫିସର୍ ସି .ସି ନାଗ୍ ଙ୍କ ଦ୍ବାରା ଉଦଘାଟିତ ହୋଇଥିଲା । ସେ ଫିତା କାଟି ଓ ଦ୍ବୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । ଏହି ଅବସରରେ କେନ୍ ଡ଼୍ରିଲ୍ ଓ ଏନ୍ ସି ସି ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିବା ଵେଳେ ନୂତନ ଏନ୍ ସି ସି କାର୍ଯ୍ୟାଳୟ ,ଫାଏରିଙ୍ଗ ରେଞ ଏରିଆ ଓ ଅବଷ୍ଟେକଲ୍ କୋର୍ସ ଏରିଆ ଉଦଘାଟିତ ହୋଇଥିଲା । ଏହା ସହିତ ନୂତନ କେଡ଼ଟ୍ ସିଲେକ୍ସନ୍ ପାଇଁ ଇଣ୍ଟରଭିଉ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠାନ ର ଅଧ୍ୟକ୍ଷ ସୁଧୀର କୁମାର୍ ସାହୁ ଙ୍କ ସଭାପତିତ୍ଵ ରେ ଏନ୍ ସି ସି ର ମହତ୍ତ୍ଵ ଓ ଭୂମିକା ସମ୍ପର୍କରେ ଏକ ଆଲୋଚନାଚକ୍ର ଆୟୋଜିତ ହୋଇଥିଲା । ଏହି ସମାରୋହରେ ଅଧ୍ୟାପକ ଦେବେଶ ବିଶ୍ବାଳ, ଶେଷଦେବ ବିଶ୍ବାଳ, ଵିନୋଦ ବିହାରୀ ପ୍ରଧାନ୍, ଭଜମୋହନ ପ୍ରଧାନ, ଅଧ୍ୟାପିକା ଆର୍ ପୁଷ୍ପାଞଳୀ, ଲିଟିନା ପ୍ରିୟଦର୍ଶିନୀ, ସୁଦାମ ସାହୁ, ଵିଭୁତି ଭୁଷଣ ସାହୁ ଓ ଧନଞୟ ମହାକୁଡ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like