-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

ସ୍ଵତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ନୂତନ ସଭ୍ୟଙ୍କୁ ସମ୍ବର୍ଦ୍ଧନା

10-Mar-2023



କନ୍ଧମାଳ ଜିଲ୍ଲାରେ ୧୨ବ୍ଲକ କୁ ନେଇ ଦୁଇଟି ସ୍ଵତନ୍ତ୍ର ଉନ୍ନୟନ ପରିଷଦ ରହିଛି l  ଏହି  ୧୨ଗୋଟି ବ୍ଲକ୍ ର ନୂତନ ସଭ୍ୟଙ୍କୁ ସମର୍ଦ୍ଧିତ କରିବା ପାଇଁ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ପ୍ରଦୀପ ମାଝୀ, ସମ୍ମାନିତ ଅତିଥି ଭlବରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଜିଲ୍ଲାପରିଷଦ ଅଧକ୍ଷା ସୁଶ୍ରୀ ନନ୍ଦିନୀ ମଲ୍ଲିକ ଫୁଲବାଣୀ ବ୍ଲକ୍ ଅଧ୍ୟକ୍ଷା ସୁୁଶ୍ରୀ ସସ୍ମିତା କହଁର ଖଜୁରୀପଡ଼ା ବ୍ଲକ୍ ଅଧ୍ୟକ୍ଷା ଅନିମା କହଁର, ଫୁଲବାଣୀ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ରଦନ ମଲ୍ଲିକ ଏବଂ ପି ଏ ଆଇ ଟି ଡି ଏ ଫୁଲବାଣୀ ମଞ୍ଚାସୀ ନ ଅତିଥି ଥିଲେ l  ବାରଗୋଟି ବ୍ଲକ୍ ର ନୂତନ ସଭ୍ୟ ଓ ସଭ୍ୟା ଙ୍କୁ ମଞ୍ଚରେ ପ୍ରଥମେ ପ୍ରଦୀପ ମାଝୀଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରାଯାଇ ସଭାକାର୍ଯ୍ୟ ଆରମ୍ଭ କରିଥିଲେ l  ସମସ୍ତେ ଅଥିତୀ ନିଜ ନିଜ ବକ୍ତବ୍ୟ ରଖି କହିଥିଲେ ୨୦୧୮ ମସିହାରେ ନବୀନ ପଟ୍ଟନାୟକ ଆଦିବାସୀ ମାନଙ୍କର ଉନ୍ନତି ପାଇଁ ଓଡ଼ିଶାରେ 9ଟି ଜିଲ୍ଲା ରେ ସ୍ଵତନ୍ତ୍ର ଉନୟନ ପରିଷଦ ଗଠନ କରି ଆଦିବାସୀ ମାନଙ୍କର ଭାଷା ଚାଲିଚଳନ ସଂସ୍କୃତି ପରମ୍ପରା ଯେମିତି ଉଜିବିତ ରହିପାରିବ ତା ଉପରେ ଉନ୍ନୟନ ପରିଷଦ କାମ କରିବ ବୋଲି ସମସ୍ତ ଅତିଥି ବକ୍ତବ୍ୟ ରଖିଥିଲେ l               ଫୁଲବାଣୀରୁ ଅନନ୍ତ କହଁରଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026

You Might Also Like