-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||     

HOME   ଜିଲ୍ଲା

ଦାବୀ ପୂରଣ ନହେଲେ ୧୫ତାରିଖରୁ ସମୂହ ଛୁଟି ନେବେ ଏନ୍ ପି ଏସ୍ ଶିକ୍ଷକ

11-Mar-2023



 ବିନିକା(ହିମାଂଶୁ ଶେଖର ପୁଟେଲ): ଦୀର୍ଘ ୬/୮ବର୍ଷ ଧରି ଶିକ୍ଷା ସହାୟକଙ୍କ ଇନକ୍ରିମେଣ୍ଟ ଗ୍ରହଣ କରିବା,କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ,ପୁରୁଣା ପେନସନ ପ୍ରଚଳନ ଆଦି କାର୍ଯ୍ୟକାରୀ କରିବା ପାଇଁ ଗତ ୩ମାସ ହେଲା ଶିକ୍ଷକ ମାନେ ଦାବୀ କରି ଆସୁଥିଲେ ମଧ୍ୟ ଅଦ୍ୟାବଧି ତାହା ସମାଧାନ ହୋଇ ନଥିବାରୁ ବାଧ୍ୟ ହୋଇ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟତ୍ରୀ ବର୍ତମାନ ପୋଷାକ ବର୍ଜନ ସହ କଳା ବ୍ୟାଚ ପିନ୍ଧି ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦେଉଛନ୍ତି ।ଚଳିତ ମାର୍ଚ୍ଚ ମାସ ୧୫ତାରିଖ ଭିତରେ ଯଦି ଉକ୍ତ ଦାବୀ ଗୁଡ଼ିକ ପୂରଣ ନହୁଏ ତେବେ ରାଜ୍ୟ ସଂଘର ନିଷ୍ପତି କ୍ରମେ ବିନିକା ବ୍ଲକ ଓ ଏନଏସିରେ କାର୍ଯ୍ୟରତ ନୂତନ ପେନସନ ଯୋଜନା ଭୁକ୍ତ ଓ କନିଷ୍ଠ ଶିକ୍ଷକ ମାନେ ସମୂହ ଛୁଟିରେ ରହିବା ସାଂଗକୁ ୧୮ତାରିଖରୁ ରାଜଧାନୀ ଠାରେ ଧାରଣା ଦେବେ ବୋଲି ନିଷ୍ପତି ନେଇଛନ୍ତି ।ଆଜି ଏନେଇ ବିନିକା ପ୍ରାଥମିକ ମହାସଂଘ ସଭାପତି ଶଶାଙ୍କ ଶେଖର ପଣ୍ଡାଙ୍କ ନେତୃତ୍ୱରେ ଶତାଧିକ ଶିକ୍ଷକ ଶିକ୍ଷୟତ୍ରୀ ସ୍ଥାନୀୟ ଅତିରିକ୍ତ ଶିକ୍ଷା ଅଧିକାରୀ ବସନ୍ତ ଭୋଇଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ,ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଓ ୫ଟି ସଚିବଙ୍କ ନିକଟକୁ ଦାବିପତ୍ର ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026

You Might Also Like