-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ଏନ୍ ଏସ୍ ସି ବି ମହାବିଦ୍ୟାଳୟରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ : (ଗୋଟେ ଭାଷା ଗୋଟେ ଜାତିର ଅସ୍ମିତାର ପରିଚୟ)

11-Mar-2023



ସମ୍ବଲପୁର  (ସଂଜୀବ ପାଣିଗ୍ରାହୀ)  ସମ୍ବଲପୁରସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସରକାରୀ ମହାବିଦ୍ୟାଳୟ ପରିସରରେ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ସିକତା ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସାହିତ୍ୟ ସଂସଦର ଆବାହକ ତଥା ସ୍ନାତକୋତ୍ତର ଓଡ଼ିଆ ବିଭାଗମୁଖ୍ୟ ଡ. ଶ୍ୟାମ ଭୋଇ ପରିଚାଳନା କରିବା ସହିତ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ। ଏହି ଉତ୍ସବରେ ଅବସରପ୍ରାପ୍ତ ଓଡ଼ିଆ ପ୍ରାଧ୍ୟାପକ ତଥା ବିଶିଷ୍ଟ ସାହିତ୍ୟିକ ଡ. ଶ୍ୟାମ ସୁନ୍ଦର ଧର ମୁଖ୍ୟଅତିଥି ଓ ମାଁ ଝାଡେଶ୍ଵରୀ ମହାବିଦ୍ୟାଳୟ, ଧମା, ସମ୍ବଲପୁରର ଓଡ଼ିଆ ବିଭାଗ ଅଧ୍ୟାପକ ତଥା ବିଶିଷ୍ଟ ଲୋକ ସାହିତ୍ୟ ଗବେଷକ ଏବଂ ଏନ୍ ଏସ୍ ସି ବି ମହାବିଦ୍ୟାଳୟର ପୁରାତନ ଛାତ୍ର ଡ. ସିଦ୍ଧାର୍ଥ ପଣ୍ଡା ମୁଖ୍ୟବକ୍ତା ଭାବେ ଯୋଗଦାନ କରିଥିଲେ। ଅତିଥିମାନେ ଓଡ଼ିଆ ଭାଷାର ଇତିହାସ, ସାହିତ୍ୟର ଇତିହାସ ତଥା ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ପ୍ରସଙ୍ଗ ଏବଂ ଆମ ଭାଷା - ସାହିତ୍ୟର ଉନ୍ନତି ବିଷୟରେ ବ୍ୟାପକ ଆଲୋଚନା କରିଥିଲେ। ମୁଖ୍ୟବକ୍ତା ଡ. ପଣ୍ଡା ଭାରତର ଶାସ୍ତ୍ରୀୟ ଭାଷାଗୁଡିକ ସମ୍ପର୍କରେ ଆଲୋଚନାପୂର୍ବକ ଓଡ଼ିଆ ଭାଷାର ଶାସ୍ତ୍ରୀୟ ମାନ୍ୟତା ପ୍ରାପ୍ତି ପାଇଁ ଥିବା ଚାରୋଟି ମାନଦଣ୍ଡ ଉପରେ ବ୍ୟାପକ ଚର୍ଚ୍ଚା କରିଥିଲେ। ସେହିପରି ମୁଖ୍ୟ ଅତିଥି ଡ. ଧର ଭାଷା ଗୋଟିଏ ଜାତିର ଅସ୍ମିତା ତଥା ସ୍ଵାଭିମାନର ପ୍ରତୀକ ବୋଲି କହିବା ସହିତ ଓଡ଼ିଆ ଭାଷାକୁ ସମୃଦ୍ଧ କରିବାରେ ସମ୍ବଲପୁରୀ ଭାଷାର ଯଥେଷ୍ଟ ଅବଦାନ ରହିଛି ବୋଲି ମତବ୍ୟକ୍ତ କରିଥିଲେ। ଆସାମର ବୋଡୋ ଭାଷା ଓ ଓଡ଼ିଶାର ସାନ୍ତାଳୀ ଭାଷାର ଉଦାହରଣ ଦେଇ ଭାଷା ଏବଂ ସାହିତ୍ୟ ଦୃଷ୍ଟିରୁ ବେଶ୍ ସମୃଦ୍ଧ ସମ୍ବଲପୁରୀ ଭାଷାକୁ କେନ୍ଦ୍ର ସରକାର ସମ୍ବିଧାନର ଅଷ୍ଟମ ସୂଚୀରେ ସାମିଲ୍ କରିବା ପ୍ରସଙ୍ଗ ମଧ୍ୟ ଉତ୍ଥାପନ କରିଥିଲେ। ଆଇକ୍ୟୁଏସି ସେଲ୍ ର ସଂଯୋଜକ ତଥା ସ୍ନାତକୋତ୍ତର ଇତିହାସ ବିଭାଗମୁଖ୍ୟ ପ୍ରଫେସର ଦୁଲ୍ଲଭ କୁମାର ସା ଏହି ଅବସରରେ ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମ ଆୟୋଜନରେ ଡ. ଶ୍ରଦ୍ଧାମୟୀ ପୁରୋହିତ, ଅଧ୍ୟାପିକା ମେଞ୍ଜା ପୂର୍ତ୍ତି, ଅଳକା ଲୁଗୁନ୍, ସୁଜିତ ପଧାନ, ମିଲି ସାହୁ, ଉତ୍ତମ କୁମାର ରାଉଳ ପ୍ରମୁଖ ସହାୟତା କରିଥିବାବେଳେ ଅଧ୍ୟାପକ ସନ୍ତୋଷ ରଞ୍ଜନ ବେହେରା, ଅଧ୍ୟାପକ ସୁରେଶ ଏକ୍କା, ଡ. ପ୍ରଶାନ୍ତ କୁମାର ପଣ୍ଡା, ମିନତୀ ଛତ୍ରିଆ, ବୀରସେନ ଦଳାଇ, ସତ୍ୟପ୍ରକାଶ ନନ୍ଦ, ସତ୍ୟପ୍ରକାଶ ଟୁଡୁ, ଶ୍ରଦ୍ଧାଞ୍ଜଳି ଦାଶଙ୍କ ସହିତ ବିପୁଳ ସଂଖ୍ୟାରେ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ଶେଷରେ ସାହିତ୍ୟ ସଂସଦର ଅନ୍ୟତମ ସଦସ୍ୟ ତଥା ଇଂରାଜୀ ବିଭାଗର ମୁଖ୍ୟ ଅଧ୍ୟାପକ ହରିହର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like