-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ବିଧାୟକଙ୍କ ଦ୍ବାରା ବିଭିନ୍ନ ପ୍ରକଲ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ

11-Mar-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳରେ ଶନିବାର ବିଧାୟକଙ୍କ ଦ୍ବାରା ବିଭିନ୍ନ ପ୍ରକଲ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ ହୋଇଯାଇଛି।  ସ୍ଥାନୀୟ ପ୍ରାଣୀ ଚିକିତ୍ସାଲୟ ନିକଟସ୍ଥ ଚମ୍ପେଶ୍ୱର ଦୁଗ୍ଧ ସମବାୟ ସମିତିରେ  ଏକ ନୂତନ ସ୍ୱୟଂ ଚାଳିତ ଦୁଗ୍ଧ ପରୀକ୍ଷା ଯନ୍ତ୍ରକୁ ମାନ୍ୟବର ବିଧାୟକ ପଦ୍ମନାଭ ବେହେରାଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି l ଏହି ଅବସରରେ ଆୟୋଜିତ ସଭାକୁ ସମବାୟ ସମିତି ସଭାପତି କିଶୋର କୁମାର ହୋତା ପରିଚାଳନା କରିଥିବାବେଳେ ସମଲେଶ୍ୱରୀ ଦୁଗ୍ଧ ଉତ୍ପାଦନ ର ମୁଖ୍ୟ ପରିଚାଳକ ଡକ୍ତର ସରୋଜ କୁମାର ସାହୁ, ସମ୍ମାନିତ ଅତିଥି ଉପଖଣ୍ଡ ପ୍ରାଣୀ ଚିକିତ୍ସାଧିକାରୀ ଡାକ୍ତର ଅଜୟ କୁମାର ସାହୁ,ମହାସଂଘ ର ସଭାପତି ବିଦ୍ୟାଧର ପଧାନ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଂଜିତ କୁମାର ରଥ ପ୍ରମୁଖ ଯୋଗ ଦେଇ ଚାଷୀ ମାନଙ୍କ ସମସ୍ୟା ଓ ସୁବିଧା ସୁଯୋଗ ଉପରେ ଆଲୋଚନା କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଜିଲ୍ଲା ପରିଚାଳକ ସନ୍ତୋଷ କୁମାର ମହାନ୍ତି, କ୍ଷେତ୍ର ପରିଚାଳକ ସହଦେଵ ଶତପଥି, ସଙ୍ଘ ର ସମ୍ପାଦକ ପ୍ରହଲ୍ଲାଦ ହୋତା, ମୃତ୍ୟୁଞ୍ଜୟ ଦେହୁରୀ,ବରିଷ୍ଠ ଚାଷୀ ହୃଷିକେଶ ପଧାନ, ରଂଜିତ ଖେତୀ, ନରୋତ୍ତମ ପଧାନ, ପ୍ରଦୀପ ସାହୁ, ସମୀର ବିଶ୍ୱାଳଙ୍କ ସମେତ ସ୍ୱୟଂ ସହାୟକସଙ୍ଘ ର କର୍ମକର୍ତ୍ତା ଯୋଗ ଦେଇଥିଲେ l ଶେଷରେ ଦୁଗ୍ଧ ଚାଷୀ ସତ୍ୟବାନ ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ l ବୀରମହାରାଜପୁର ବ୍ଳକ ବାଗବର ସ୍ଥିତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଠାରେ ୫ କୋଟି ଟଙ୍କାର ଛାତ୍ରବାସ ଓ ୪ କୋଟି ଟଙ୍କାର ଛାତ୍ରୀବାସର ନିର୍ମାଣ ପାଇଁ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ଜଣାଯାଇଛି । ସେହିପରି  ଜନସାଧାରଣଙ୍କ ସୁବିଧା ପାଇଁ ବାଗବର ଠାରୁ ତେନ୍ତୁଳିମହଦା ହରିହର ଜୋର ଉପରେ ୧୫ କୋଟି ୨୦ ଲକ୍ଷ ୭୫ ହଜାର ଟଙ୍କା ବ୍ୟୟରେ ନିର୍ମାଣ ହେବାକୁଥିବା ପୋଲର ଶ୍ରୀ ବିଧାୟକ  ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।  ଏହି ଅବସରରେ ବିଜୁ ଜନତା ଦଳର କର୍ମୀ ଓ କର୍ମକର୍ତ୍ତାଙ୍କ ସହ ନିର୍ବାଚନ ପ୍ରତିନିଧି ମାନେ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like