-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ମହିଳା ଶକ୍ତିଶାଳୀ ହେଲେ ଉନ୍ନତ ଦେଶ ଗଠନ ହୋଇ ପାରିବ: ପଦ୍ମନାଭ ବେହେରା

12-Mar-2023



ବିନିକା(ହିମାଂଶୁ ଶେଖର ପୁଟେଲ)ଶନିବାର ବିନିକା ଟାଉନହଲ ଠାରେ ବିଜୁ ଜନତା ଦଳ ପକ୍ଷରୁ ବୀରମହାରାଜପୁର ନିର୍ବାଚନ ମଣ୍ଡଳସ୍ତରୀୟ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି ।ବିଧାୟକ ପଦ୍ମନାଭ ବେହେରା ଏଥିରେ ଅଧ୍ୟକ୍ଷତା କରି ମହିଳା ଶକ୍ତିଶାଳୀ ହେଲେ ଗୋଟେ ଉନ୍ନତ ଦେଶ ଗଠନ ହୋଇ ପାରିବ ।ଏହି କଥାକୁ ହୃଦୟଙ୍ଗମ କରି ମହିଳା ମାନେ ସାମାଜିକ ସମ୍ମାନ,ରାଜନୈତିକ ଅଭିବୃଦ୍ଧି ଓ ଆର୍ଥିକ ସମୃଦ୍ଧି ପାଇଁ ଲଢେଇ କରିବାର ଆବଶ୍ୟକତା କୁ ଉପଲବ୍ଧ କରି ମାନ୍ୟବର ଆମର ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ଜନହିତକର ଯୋଜନା ପ୍ରଣୟନ କରି ଆସୁଛନ୍ତି। ଉପସ୍ଥିତ ମା,ମାଉସୀ ମାନେ ସେହି ଯୋଜନା ଗୁଡ଼ିକର ଫାଇଦା ନେଇ ନିଜ ପରିବାରକୁ ସ୍ବାବଲମ୍ବୀ କରିବା ସାଙ୍ଗକୁ ଅନ୍ୟ ମାନଙ୍କୁ ମଧ୍ୟ ଯୋଜନାର ସଫଳ ଦିଗରେ ପ୍ରେରଣା ଦେବା ସହିତ ତାଙ୍କୁ ମଧ୍ୟ ସ୍ବାବଲମ୍ବୀ କରିବାକୁ ପ୍ରୟାସ କରିବା ଉଚିତ ବୋଲି ଆହ୍ବାନ ଦେଇଥିଲେ ।ଅନୁଷ୍ଟିତ ଏହି ସମାବେଶରେ ରାଜ୍ୟ ବିଜୁ ଜନତା ଦଳର ମହିଳା ସମ୍ପାଦିକା ସୌଦାମିନୀ ଜେନା,ସୁବର୍ଣ୍ଣପୁର ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଭାସିନୀ ନନ୍ଦ,ଜିଲ୍ଲା ପରିଷଦ ସଭ୍ୟା ଚନ୍ଦ୍ରକାନ୍ତି ଦନ୍ତା,ବିଜୟ ଲକ୍ଷ୍ମୀ ତରାଇ,ଜିଲ୍ଲା ସଭାନେତ୍ରୀ ପଦ୍ମିନୀ ବଘାର,ବିନିକା ଏନଏସି ଉପାଧ୍ୟକ୍ଷ ତପସ୍ୱିନୀ ମେହେର,ନଗର ସଭାନେତ୍ରୀ ଲକ୍ଷ୍ମୀ ମେହେର,ବ୍ଲକ ସଭାନେତ୍ରୀ ବୃନ୍ଦାବତୀ ନାୟକ,ଉଲୁଣ୍ଡା ସଭାନେତ୍ରୀ ସଙ୍ଗୀତାରାଣୀ ଭୁକ୍ତା,ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟା ପୁଷ୍ପାଞ୍ଜଳି ପଣ୍ଡା,ସରପଞ୍ଚ ରଶ୍ମିତା ଭୋଇ,ଜୟନ୍ତି ଧରୁଆ,ପିଙ୍କି ବିତ,ପୂର୍ବତନ ସରପଂଚ ରଞ୍ଜିତା ଭୋଇ ପ୍ରମୁଖ ମହିଳା ସଶକ୍ତିକରଣ ଉପରେ ମା ମାନଙ୍କୁ ଉଦବୋଧନ ଦେଇଥିଲେ ।ଅନୁଷ୍ଟିତ ଏହି ସମାବେଶରେ ଶତାଧିକ ମହିଳା ଯୋଗଦେଇଥିଲେ ।ସମାବେଶ ପରିଚାଳନାରେ ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ,ନଗର ସଭାପତି ସୋମନାଥ ମିଶ୍ର,ବ୍ଲକ ସଭାପତି ଦ୍ବାରିକାନାଥ ସାହୁଙ୍କ ସହ ସମସ୍ତ କାଉନସିଲର,ନଗର ଓ ବ୍ଲକ ବିଜୁ ଜନତା ଦଳର କର୍ମୀ ସାମିଲ ହୋଇ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like