-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ରାଜ୍ୟ

କେବେ ଲୋକଙ୍କ କାମରେ ଆସିବ ବନ୍ଦ ପଡିଥିବା ଦେଓଗାଁ ଚିନି କଳ ?

12-Mar-2023



ବଲାଙ୍ଗିର : ଶିଳ୍ପବିହୀନ ବଲାଙ୍ଗୀର ଜିଲ୍ଲାରେ ଏକମାତ୍ର ଶିଳ୍ପାନୁଷ୍ଠାନ ଯାହା ଏକଦା ଶହ ଶହଶହ ଲୋକଙ୍କ ପାଇଁ ଜୀବନଜୀବିକାର ଏକ ମାଧ୍ୟମ ହୋଇଥିଲା, ତାହା ଏବେ ମୃତବତ୍ ପଡି ରହିଛି । ଏହା ହେଉଛି ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ସାଗରପାଲି ସ୍ଥିତ ବିଜୟାନନ୍ଦ ଚିନି କଳ । ସରକାରଙ୍କ ଆନ୍ତରିକତାର ଅଭାବ ଯୋଗୁଁ ଏହି ଚିନିକଳଟି ଏବେ ଭୂତକୋଠି ପାଲଟି ଯାଇ ନିଜର ଅସ୍ତିତ୍ୱ ଖୋଜୁଛି । ଏପଟେ ଚିନିକଳକୁ ପୁନଃକାର୍ଯ୍ୟକ୍ଷମ ଦାବିରେ ଭିଲେଜର୍ସ ପାର୍ଟି ଓ ଅନ୍ୟାନ୍ୟ  ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଚିନିକଳ ଆଗରେ ଅନିଶ୍ଚିତକାଳୀନ ଧାରଣା ଦିଆଯାଇଛି । ଦୀର୍ଘ ୫ଠଠ ଦିନ ହେବ ଏହି ଧାରଣା ଜାରି ରହିଥିଲେ ମଧ୍ୟ ସରକାର ଲୋକଙ୍କ ପେଟପାଟଣା ବିଷୟ ଉପରେ ଆଖି ବୁଜି ଦେଇଛନ୍ତି ।  

ଦେଓଗାଁ ଚିନିକଳ କେବେ କାର୍ଯ୍ୟକ୍ଷମ ହେବ, ଏହା ଉପରେ ନିର୍ଭର କରୁଥିବା ଲୋକଙ୍କ ମୁହଁରେ କେବେ ହସ ଫୁଟିବ ଓ ରାଜ୍ୟ ସରକାର କେବେ ଏହି ଦାଦନ ପ୍ରବଣ ଜିଲ୍ଲା ଉପରେ ନିଜର ସୁଦୃଷ୍ଟି ପକାଇବେ ତାହାକୁ ନେଇ ଘୋର ଅନିଶ୍ଚିତତା ଦେଖାଦେଇଛି । ତେଣୁ ଲୋକଙ୍କ ଜୀବନଜୀବିକାକୁ ସୁନିଶ୍ଚିତ କରିବା ପାଇଁ ଏହି ଚିନିକଳ କୁ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026

You Might Also Like