-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବନମାଲରେ ପହଞ୍ଚିଲା ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ

12-Mar-2023



ବଲାଙ୍ଗିର, ଜିଲ୍ଲାପାଳ ବଲାଙ୍ଗିରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସାମାଜିକ କର୍ମୀ ଅରୁଣ ଖୁଆସ ଓ ଶିଶୁ ମଙ୍ଗଳ ସମିତିର ସଦସ୍ୟ ଡା. ସନ୍ଧ୍ୟାରାଣୀ ପଣ୍ଡା ଓ ଲିନା ବାବୁ ବେଲପଡା ବ୍ଲକର ବନମାଲ ଗାଁକୁ ଯାଇ ତେଲେଙ୍ଗାନାର ପେଦାପଲ୍ଲୀ ଜିଲ୍ଲାକୁ ଇଟାଭାଟିରେ କାମ କରିବା ଯାଇ ସେଠାରେ ମୃତ୍ୟୁ ହୋଇଥିବା ସ୍ୱର୍ଗତ ଶୁକଦେବ ପରାଭୁଏଙ୍କ ବିଧବା ପତ୍ନୀ ଓ ନାବାଳିକା ଶିଶୁ କନ୍ୟା କୈକେୟା ୧୨ ବର୍ଷ ଏବଂ ପୁତ୍ର ପବିତ୍ର ୧୧ ବର୍ଷ ଙ୍କୁ ଭେଟିଥିଲେ । ଶିଶୁମାନଙ୍କ ମିଶନ୍ ବାତ୍ସଲ୍ୟ ଯୋଜନାରେ ଯତ୍ନ, ସୁରକ୍ଷା ଓ ଥଇଥାନର ବ୍ୟବସ୍ଥା କରାଯିବାକୁ ଶିଶୁ ମଙ୍ଗଳ ସମିତିରେ ହାଜର କରାଇଥିଲେ ।

ପ୍ରାଥମିକ ତଥ୍ୟାନୁଯାୟୀ ଉପରୋକ୍ତ ଶିଶୁଦ୍ୱୟ ନିଜ ଗାଁର ବନମାଲ ୟୁପି ସ୍କୁଲରେ ୮ମ ଓ ୬ଷ୍ଠ ଶ୍ରେଣୀର ଛାତ୍ର ଥିବା ବେଳେ,ବାପା ମାଆ ପେଟପାଟଣା ପାଇଁ ତେଲେଙ୍ଗାନାର ପେଦାପଲ୍ଲୀ ଜିଲ୍ଲାକୁ ଇଟାଭାଟିକୁ ଗତ ମାର୍ଗଶିର ମାସରେ ବାପାମାଆଙ୍କ ସହ କାମ କରିବାକୁ ଯାଇଥିଲେ । ମୃତକ ଶୁକଦେବ ପରାଭୁଏ ସରକାରୀ ଯୋଜନାରୁ ପିଏଚ୍‌ଏଚ୍ ଚାଉଳ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀ ଥିବେ ବେଳେ, ତାଙ୍କର ମୃତ୍ୟୁ ପରେ ସ୍ଥାନୀୟ ସରପଞ୍ଚ ହରିଶ୍ଚନ୍ଦ୍ର ଯୋଜନାରୁ ୩ହଜାର, ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୧୫ହଜାର ଟଙ୍କା ଦିଆଯାଇଥିବା ବେଳେ ଅତିଶିଘ୍ର ଜାତୀୟ ପରିବାର ସୁରକ୍ଷା ଅଧିକାର ସହାୟତା ନିୟମାନୁଯାୟୀ ବିଜୁ ଶିଶୁ ସୁରକ୍ଷା ଯୋଜନା ଓ ପୃଷ୍ଠପୋଷକତା ଆର୍ଥିକ ସହାୟତାର ବ୍ୟବସ୍ଥା କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like