-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତର ପ୍ରାନ୍ତିୟ କାର୍ଯ୍ୟକର୍ତ୍ତା ପ୍ରଶିକ୍ଷଣ ଶିବିର

12-Mar-2023



ବଲାଙ୍ଗିର, - ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ଓଡିଶା ପଶ୍ଚିମ ପ୍ରାନ୍ତର କାର୍ଯ୍ୟକର୍ତ୍ତା ପ୍ରଶିକ୍ଷଣ ଶିବିର ପ୍ରାନ୍ତିୟ ସଭାପତି ଶଶିଭୂଷଣ ପୁରୋହିତ ଙ୍କ ଅଧ୍ୟକ୍ଷତାରେ ଗତ କାଲି ଓ ଆଜି ଦୁଇ ଦିନ ଧରି ସ୍ଥାନୀୟ କଦମପଡା ସରସ୍ୱତୀ ଶିଶୁ ମନ୍ଦିର ଠାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରିୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରାନ୍ତର ଦାୟତ୍ୱରେ ଥିବା ରବିକାନ୍ତ ଜୟସୱାଲ ଏଥିରେ ଯୋଗ ଦେଇ ଆଗାମୀ ବର୍ଷ ସଂଗଠନର ସୁବର୍ଣ୍ଣ ଜୟନ୍ତି ପଡୁଥିବାରୁ ଏହା ଉପରେ ଗୁରୁତ୍ୱ ଦେଇଥିଲେ । ସମାଜରେ ଗ୍ରାହକ ଜାଗରଣ ଆବଶ୍ୟକତା ପୁରଣ ପାଇଁ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ କାର୍ଯ୍ୟକର୍ତ୍ତାମାନଙ୍କର ଭୂମିକା ଓ ସାଂଗଠନିକ କାର୍ଯ୍ୟପଦ୍ଧତି ସମ୍ପର୍କରେ ମାର୍ଗ ଦର୍ଶନ କରିଥିଲେ । ସଂଗଠନର ଅଧ୍ୟକ୍ଷ ବରିଷ୍ଠ ଆଇନଜିବୀ ଶ୍ରୀ ପୁରୋହିତ ଗ୍ରାହକ ସୁରକ୍ଷା ଆଇନର ନୂତନ ସଂଶୋଧନ ଓ କାର୍ଯ୍ୟକାରିତା ଉପରେ ଆଲୋଚନା କରି ଗ୍ରାହକ ପାଉଥିବା ସୁବିଧା ସୁଯୋଗ ର ବିସ୍ତୃତ ରୂପରେ ବର୍ଣ୍ଣନା କରିଥିଲେ । ଅନ୍ୟତମ ପ୍ରଶିକ୍ଷକ ପ୍ରାନ୍ତର ପୂର୍ବ ସଭାପତି କେନ୍ଦ୍ରୀୟ କାର୍ଯ୍ୟକାରିଣୀ ର ନିମନ୍ତ୍ରିତ ସଦସ୍ୟ ରାଧା ମାଧବ ବହିଦାର ଦେଶର ଅର୍ଥନୀତିରେ ପରିବାର ଓ ସମାଜର ଆର୍ଥିକ ସୁପରିଚାଳନା ଉପରେ ଗୁରୁତ୍ୱ ଦେଇ ବର୍ଣ୍ଣନା କରିଥିଲେ ।

ଆର୍ଥିକ ଦିଗ ପ୍ରତି ବିଶେଷ ଧ୍ୟାନ ଦେବା ସଙ୍ଗେ ସଙ୍ଗେ ମହିଳା ଓ ଯୁବ ବର୍ଗଙ୍କୁ ସକ୍ରିୟ ଦାୟିତ୍ୱ ଦେବା ଗୁୁରୁତ୍ୱ ଆରୋପ କରିଥିଲେ । ସଂଗଠନ ସଂପାଦକ ସତ୍ୟନାରାୟଣ ପଟେଲ କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ବିଭିନ୍ନ ଜିଲ୍ଲା ପଞ୍ଚାୟତ ଗୁଡିକର ସମୀକ୍ଷା କରିଥିଲେ । ବିବରଣୀ ଓ ଜିଲ୍ଲା ପଂଚାୟତର ବୃତ୍ତ ସୁନ୍ଦରଗଡ ଜିଲ୍ଲାର ସଭାପତି ଚିନ୍ମୟ ପାଣିଗ୍ରାହୀ, ବଲାଙ୍ଗିର ଜିଲ୍ଲା ସଭାପତି ଗୋପବନ୍ଧୁ ଶତପଥି, ରାୟଗଡା ଜିଲ୍ଲା ସଭାପତି କିଶୋର ସାହୁ ପ୍ରଦାନ କରିଥିଲେ । ଆରମ୍ଭରୁ ପୂଜାର୍ଚ୍ଚନା ଓଁକାର ନାଦ ପରେ ସ୍ୱାଗତ ଭାଷଣ ଓ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ ବଲାଙ୍ଗିରର ସଭାପତି ଗୋପବନ୍ଧୁ ଶତପଥି । ପ୍ରଥମ ଦୁଇ ମିନିଟ ନିରବ ପ୍ରାର୍ଥନା ଦିବଂଗତ କାର୍ଯ୍ୟକର୍ତ୍ତା ଓ ପରିଜନମାନଙ୍କ ପାଇଁ କରାଯାଇଥିଲା । ଏହି ବୈଠକରେ ରାଜ୍ୟ ମହିଳା ପ୍ରମୁଖ ସଂଯୁକ୍ତା ମିଶ୍ର, ସଚିବ ମାଣିକ ବର୍ମା, କୋଷାଧ୍ୟକ୍ଷ ନଳିନିକାନ୍ତ ମହାନ୍ତି, ରାଷ୍ଟ୍ରୀୟ କାର୍ଯ୍ୟକର୍ତ୍ତା ମିନାକ୍ଷୀ ନାୟକ, ବଲାଙ୍ଗିର ମହିଳା ପ୍ରମୁଖ ନିହାରିକା ମିଶ୍ର ପ୍ରମୁଖ ଉପସ୍ଥିତ ରହି ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ । ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଆଇନଜିବୀ ଅଶୋକ କୁମାର ମିଶ୍ର ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like