-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଆସନ୍ତା ୧୪ ରୁ ଆରମ୍ଭ ହେବ ପଞ୍ଚମ ବାର୍ଷିକ ପୁସ୍ତକ ଓ ସାରସ୍ଵତ ମେଳା ଇଙ୍କଫେଷ୍ଟ୍ 

12-Mar-2023



ସୁବର୍ଣ୍ଣପୁର -  ଆସନ୍ତା ୧୪ରୁ ୨୦ତାରିଖ ପର୍ଯ୍ୟନ୍ତ ସହରର ରୟାଲ ପଡ଼ିଆ ଠାରେ ଆୟୋଜିତ ହେବାକୁ ଯାଉଛି ଇଙ୍କଫେଷ୍ଟ୍ ୨୦୨୩  ଏଥିପାଇଁ ଆଜି ସ୍ଥାନୀୟ ରୟାଲ ପଡ଼ିଆ ଠାରେ ସଭାପତି ସ୍ଵାଧୀନ କୁମାର ମେହେର ଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଏକ ପ୍ରସ୍ତୁତି ବୈଠକରେ ଏ ସଂକ୍ରାନ୍ତରେ ବିଷଦ୍ ଭାବରେ ଆଲୋଚନା କରାଯାଇଥିଲା ।  ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା ଜିଲ୍ଲା ସଂସ୍କୃତି ପରିଷଦ ସହ ମିଳିତ ଅନୁକୂଲ୍ୟରେ ଆୟୋଜିତ ହେବାକୁଥିବା ଏହି ପୁସ୍ତକ ମେଳା ରେ ନିମ୍ନ କାର୍ଯ୍ୟସୂଚ ମତେ ଆୟୋଜିତ ହେବ ବୋଲି ଅନୁଷ୍ଠାନର ସଂପାଦକଙ୍କ ଠାରୁ ପ୍ରକାଶ ।ତା.୧୪/୦୩/୨୩ (ମଙ୍ଗଳବାର) - ଉଦଘାଟନୀ ପର୍ବ ଉଦଘାଟକ ଭାବରେ ପଦ୍ମଶ୍ରୀ ଚତୁର୍ଭୁଜ ମେହେର ଅତିଥି ଅମରେଶ ପଣ୍ଡା,ଆରକ୍ଷୀ ଅଧୀକ୍ଷକ, ସୁବର୍ଣ୍ଣପୁର ସୂର୍ଯ୍ୟ ନାରାୟଣ ଦାଶ, ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର  ନିହାର ରଞ୍ଜନ କୁଅଁର,ମୁଖ୍ୟ ଉନ୍ନୟନ ଅଧିକାରୀ,ସୁବର୍ଣ୍ଣପୁର ,ଅଶୋକ କୁମାର ଭୋଇ, ଉପଜିଲ୍ଲାପାଳ, ବୀରମହାରାଜପୁର ପ୍ରମୁଖ ଯୋଗଦେବାକୁ ଥିବାବେଳେ  ୧୫ ତାରିଖରେ ବହୁଭାଷୀ କବିତା ଆସର : ଶବ୍ଦ ପ୍ରହର ,୧୬ ତାରିଖ ପ୍ରଥମ କଥାଚକ୍ର "ବିଦେଶାଗତ ପକ୍ଷୀଙ୍କ ମଧୁସ୍ବର୍ଗ : ସୁବର୍ଣ୍ଣପୁର" ଅତିଥି ଆଲୋଚକ - କମଳ ଲୋଚନ ପୁରୋହିତ,ସୁଶୀଲ ତ୍ରିପାଠୀ, ବନ ଖଣ୍ଡ ଅଧିକାରୀ,ନୂଆପଡା,ମଦନଲାଲ ଶର୍ମା,ବନ ଖଣ୍ଡ ଅଧିକାରୀ,ସୁବର୍ଣପୁର ୧୭ତାରିଖରେ ଦ୍ଵିତୀୟ କଥାଚକ୍ର "ମହାନଦୀ ସଭ୍ୟତା ଓ ସୁବର୍ଣ୍ଣପୁର ଭୂଖଣ୍ଡ" ଅତିଥି ଆଲୋଚକ - ଡ଼. କେଦାରନାଥ ମିଶ୍ର,ଐତିହାସିକ 
 - ଡ଼. ସୁଦାମ ଦୀପ,ଅଧ୍ୟାପକ, ସୋନପୁର ମହାବିଦ୍ୟାଳୟ 
୧୮ତାରିଖରେ ତୃତୀୟ କଥାଚକ୍ର - ଫକୀର ପଟ୍ଟନାୟକ ସଙ୍ଗୀତ ଧାରା : ଏକଅନୁଶୀଳନ ଅତିଥି ଆଲୋଚକ - ସୂର୍ଯ୍ୟ ଦେଓ,ସଂସ୍କୃତି ଗବେଷକ ତଥା ସିନେ ସମୀକ୍ଷକ କୈବଲ୍ୟ କୁମାର ମିଶ୍ର,ସଂସ୍କୃତି ଗବେଷକ 
.୧୯ ତାରିଖରେକୋଶଲି କବିତା ଆସର : ଭାବ ପ୍ରହର  
ତା.୨୦ ତାରିଖ ଉଦଯାପନୀ ପର୍ବ ର
ଅତିଥି  ଭାବରେ  ଅବୋଲି ସୁନୀଲ ନରୱଣେ,ଜିଲ୍ଲାପାଳ,ସୁବର୍ଣ୍ଣପୁର 
 ନିଶି ପୁନମ ମିଞ୍ଜ,ଅତିରିକ୍ତ ଜିଲ୍ଲାପାଳ,ସୁବର୍ଣ୍ଣପୁର 
 ଡ଼.ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଉପଜିଲ୍ଲାପାଳ, ସୁବର୍ଣ୍ଣପୁର ପ୍ରମୁଖ ଯୋଗଦେବେ।
ଆଜିର ଏହି ପ୍ରସ୍ତୁତି ବୈଠକରେ ଉପସଭାପତି ଗତିକୃଷ୍ଣ ମିଶ୍ର, ଯୁଗ୍ମ ସଂପାଦକ ଦେବାଶିଷ ପାଣ୍ଡିଆ, ସଭ୍ୟ ସର୍ବଶ୍ରୀ ଗୌରୀ ଶ୍ୟାମ ପଣ୍ଡା, ଜ୍ୟୋତିରଞ୍ଜନ ବହିବାର, ଆର୍ତତ୍ରାଣ ବାବୁ , ଶ୍ରୀଧର ବାଗ,ଗୋବିନ୍ଦ ମହାରଣା , ସୌରଭ ରଞ୍ଜନ ଖମାରୀ, ଶ୍ୟାମାଓଁ ପ୍ରସାଦ ମିଶ୍ର, ରଘୁମଣି ବେହେରି, ଜନାର୍ଦ୍ଦନ ସାହୁ, ଲକ୍ଷ୍ମୀ ନାରାୟଣ ସାହୁ, ରାଜୀବ ନାୟକ, ଦେବାଶିଷ ପ୍ରଧାନ , ଦୁର୍ଯ୍ୟୋଧନ ମେହେର, ମକୁନ୍ଦ ଧରୁଆ, ଜଗନ୍ନାଥ ଧରୁଆ, ଶିବ ମହାକୁର, ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ  ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like