-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ମହୁଲ ମହକରେ ମହକୁଛି ଅଞ୍ଚଳ , ମୂଳ ପାଉନି ଗୋଟାଳି - ବଜାର ବ୍ୟବସ୍ଥା ନାହିଁ -ଦର ନିର୍ଦ୍ଧାରଣ କରୁଛନ୍ତି ଦଲାଲ୍ -ମହୁଲ ସଂରକ୍ଷଣ ବ୍ୟବସ୍ଥା ଦାବି

14-Mar-2023



ବୀରମହାରାଜପୁର, ( ବିନୋଦ ପାଣ୍ଡେ ) : ଫାଲଗୁନ ମାସ ଆଗମନରେ ମହୁଲ ଝଡିବା ଆରମ୍ଭ ହୋଇଯାଇଛି। ଏହାର ବାସ୍ନାରେ ମହକି ଯାଏ ବଣ ପାହାଡ।  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର ଉପାନ୍ତ ଅଳରେ ଏବେ ମହୁଲ ମହକରେ ମହକୁଛି।‌ ମହୁଲ ଫୁଲ ସଂଗ୍ରହ କରିବା ପାଇଁ ସକାଳୁ ସକାଳୁ ଆଖପାଖ ଗାଁର ମହିଳାମାନେ ମୁଣ୍ଡରେ ଟୋକେଇ ଧରି ନିଜ ପରିବାରର ସହ ମହୁଲ ଗଛ ନିକଟରେ ପାହାନ୍ତିଆରୁ ପହଞ୍ଚି ଯାଉଛନ୍ତି। ତେବେ ଏତେ କଷ୍ଟ ରେ ମହୁଲ ଫୁଲ ସଂଗ୍ରହ କରି ଆଣୁଥିଲେ ହେଁ ଉଚିତ ମୂଲ୍ୟ ମିଳୁନଥିବାରୁ ଗୋଟାଳି ମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିକ୍ରି ପାଇଁ ବଜାର ‌ବ୍ୟବସ୍ଥା ନଥିବାରୁ ବହୁ ଅସୁବିଧାର ଭୋଗୁଛନ୍ତି। ଶେଷରେ ବାଧ୍ୟ ହୋଇ ଅତି କମ୍ ମୂଲ୍ୟରେ ଦଲାଲଙ୍କ ହତାରେ ଟେକି ଦେଉଛନ୍ତି।‌ ବ୍ଲକ ର ବିଭିନ୍ନ ଗ୍ରାମରେ ମହୁଲ ଫୁଲ ସଂଗ୍ରହ ଜୋରସୋରରେ ଚାଲିଛି। ତାକୁ ୫ ରୁ ୬ ଦିନ ଧରି ଟାଣ ଖରାରେ ସୁଖାଇବା ପରେ ବିକ୍ରି କିଭଳି କରାଯିବା ସେନେଇ ଚିନ୍ତା କରିଥାନ୍ତି।‌ତେବେ କୈାଣସି ବଜାର ବ୍ୟବସ୍ଥା ନଥିବାରୁ ଶେଷରେ ସ୍ଥାନୀୟ ଅଞ୍ଚଳରେ ଅଞ୍ଚଳର କିଛି ସାହୁକାର ଓ ମଦଭାଟି କର୍ମଚାରୀ ଙ୍କ ନିକଟରେ ଅତି କମ୍ ଦରରେ ବିକ୍ରି କରିଦେଇ ଥାନ୍ତି । କିଲୋ ପିଛା ୧୫ ରୁ ୨୦ ଟଙ୍କା ରେ ସେମାନେ ବିକ୍ରି କରୁଥିବା ଦେଖିବାକୁ ମିଳୁଛି। ତେବେ ପରିଶ୍ରମ ତୁଳନାରେ ଏହା ଯଥେଷ୍ଟ କମ୍ ହେଉଥିବାରୁ ସରକାରୀ ଭାବେ ବିକ୍ରି ବ୍ୟବସ୍ଥା କରିବାକୁ ସେମାନେ ଦାବି କରୁଛନ୍ତି। ଅନ୍ୟ ପକ୍ଷରେ ପ୍ରତି ପଞ୍ଚାୟତର‌ ପ୍ରସାଶନ ପକ୍ଷରୁ ଲଘୁ ବନଜାତ ଦ୍ରବ୍ୟ ମହୁଲ ଫୁଲ କ୍ରୟ କରିବା ପାଇଁ ୨୦୦୨ ରେ ଗ୍ରାମ ପଞ୍ଚାୟତ କୁ ଦର ଧାର୍ଯ୍ୟ ପାଇଁ କ୍ଷମତା ଦିଆଯାଇଛି। ଆଉ ଲାଇସେନ୍ସ ପ୍ରାପ୍ତ ବ୍ୟକ୍ତି ପଞ୍ଚାୟତ ମହୁଲ କ୍ରୟ କରିବାର ନିୟମ କରାଯାଇଛି। ହେଲେ ସରକାରୀ ନିୟମ ସମ୍ପର୍କରେ ଏମାନେ ଜାଣି ନ ଥିବାରୁ ଦଲାଲ କୁ କମ୍ ମୂଲ୍ୟରେ ବିକ୍ରି କରି ମାଲେମାଲ ହେଉଛନ୍ତି।  ଏଥି ପାଇଁ ପଞ୍ଚାୟତ ସ୍ତରରେ ବ୍ୟବସ୍ଥା କରାଗଲେ ଗୋଟାଲି ମାନେ  ଲାଭବାନ ହୋଇ ପାରିବେ ବୋଲି ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like