-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାରେ ଫରେଷ୍ଟ ଟୋଲ ଗେଟ୍ ନାହିଁ

14-Mar-2023



ବଲାଙ୍ଗୀର - ବଲାଙ୍ଗୀର ଜିଲ୍ଲା ପ୍ରାକୃତିକ ପ୍ରାଚୂର୍ଯ୍ୟ ରେ ଭରପୁର ।ବଲାଙ୍ଗୀର ଜିଲ୍ଲା ଅଗନା ଅଗନି ବନସ୍ତ ଏବଂ ପାହାଡ଼ ପର୍ବତ  ଘେରା ରେ ଅବସ୍ଥିତ ।ସହରରୁ ମାତ୍ର ୫ କିଲୋମିଟର ଗଲେ ପାହାଡ଼ ଏବଂ ଜଙ୍ଗଲ ଆରମ୍ଭ ହୁଏ ।ଜିଲ୍ଲାରେ ଥିବା ଜଙ୍ଗଲ ମାନଙ୍କରେ ବହୁ ମୂଲ୍ୟବାନ ବୃକ୍ଷମାନ ଅଛି । ଅନେକ ଔଷଧୀୟ ବ୍ରୁକ୍ଷମାନ ମଧ୍ୟ ଜଙ୍ଗଲରେ ପରିପୂର୍ଣ୍ଣ ରହିଛି । ପଥର ମାଫିଆ ମାନଙ୍କ ଯୋଗୁ ଜଙ୍ଗଲରେ ଥିବା ଅନେକ ନଭଶ୍ଚୁମ୍ଭି ପାହାଡ଼ ଭାଙ୍ଗି ଚୁରମାର ହୋଇଗଲାଣି । ଯଦ୍ୱାରା ସହରରେ ଗ୍ରୀଷ୍ମ ର ଭୟାବହ ପ୍ରଭାବ ଦେଖାଦେଇଛି । ଜଙ୍ଗଲ ମାଫିଆ ମାନଙ୍କ ପାଇଁ ବଲାଙ୍ଗୀର ଜିଲ୍ଲାର ଜଙ୍ଗଲ ଭୂସ୍ବର୍ଗ ପାଳଟି ଯାଇଛି ।ଜଙ୍ଗଲ ବିଭାଗ ର ନାକ ତଳୁ ହଜାର ହଜାର ଗଛ କଟି ଚୋରା ଚାଲାଣ ହେଉଥିବା ବେଳେ ନାମ ମାତ୍ରକୁ ଧର୍ମକୁ ଆଖି ଠାର ଭଳି ଚୋରା ଚାଲାଣ କାଠ ଧରି ବାହା ବାହା ନେଉଥିବା ପରିଲକ୍ଷିତ ହୁଏ । ସହର ତଥା ଅନତି ଦୂରରେ ଜଙ୍ଗଲ ଭିତରେ ଜଙ୍ଗଲ ର ସହ ସହ ଗଛ କୁ କାଟି ଇଟା ଭାଟି ମାନ କରି ଜଙ୍ଗଲ ଧ୍ଵଂସ କରୁଥିବା ଇଟା ମାଫିଆ ମାନଙ୍କୁ ଅଣଦେଖା କରି ବଟି ଅସୁଲ କରୁଥିବା ଚର୍ଚ୍ଚା ଜୋର ଧରିଛି।କିଛି ଟଙ୍କା ପାଇଁ ମାଁ ସଦୃଶ ଜଙ୍ଗଲ କୁ ଇଟା ଭାଟି ମାଫିଆ ହାତରେ ଟେକି ଦେଇଥିବା ଚର୍ଚ୍ଚା ହେଉଛି। କାଠ ଚୋରା ଚାଲାଣ ରୋକିବା ପାଇଁ ବିଗତ ଦିନରେ ସହର ବାହାରେ ଫରେଷ୍ଟ ଟୋଲ ଗେଟ୍ ମାନ ଥିଲା ।କେଉଁ କାରଣରୁ ଫରେଷ୍ଟ ଟୋଲ ଗେଟ୍  ଉଠାଇ ଦିଆଗଲା ଜଣା ପଡୁ ନାହିଁ । ଯେଉ ପରିମାଣରେ ଜଙ୍ଗଲ କଟୁଛି,ତାକୁ ରୋକା ନ ଗଲେ ଆଗାମୀ ଦିନରେ ବଲାଙ୍ଗୀର ଜଙ୍ଗଲ ଶୂନ୍ୟ ହୋଇଯିବ ।ଏଣୁ ଜଙ୍ଗଲ ବିଭାଗ ସଜାଗ ରହିବା ଉଚିତ୍ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହୁଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like