-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ତରଭୂଜ ପାଇଁ ବଜାର ‌ବ୍ୟବସ୍ଥା ନାହିଁ, ଲାଭ ଉଠାଉଛନ୍ତି ବେପାରୀ - କ୍ଷତିରେ ଚାଷୀ

14-Mar-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ରେ ତରଭୂଜ ଚାଷୀ ଙ୍କ ପାଇଁ ଉପଯୁକ୍ତ ବଜାର ବ୍ୟବସ୍ଥା ଅଭାବରୁ ଚାଷୀ ଆଶାନୁରୂପ ଲାଭ ପାଇପାରୁ ନାହିଁ।  ପରିସ୍ଥିତି ସୁଯୋଗ ନେଇ ବେପାରୀ ମାନେ ଚାଷୀଙ୍କ ଠାରୁ ସ୍ବଳ୍ପ ଦରରେ ତରଭୂଜ କିଣିବା ସହ କିଣା ମୂଲ୍ୟ ଠାରୁ ଦୁଇଗୁଣ ଅଧିକ ଦରରେ ବିଭିନ୍ନ ସ୍ଥାନରେ ବିକ୍ରି କରି ଲାଭବାନ ହେଉଛନ୍ତି। ଏଠାରେ ଗତ ୮-୧୦ ବର୍ଷ ହେଲା ଏହି ପ୍ରକିୟା ଚଳି ଆସିଥିବା ବେଳେ ଚାଷୀର ସ୍ବାର୍ଥ ରକ୍ଷା ଲାଗି ସରକାରୀ ଭାବେ କିଛି ବ୍ୟବସ୍ଥିତ ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଏଥି ପାଇଁ ବାରମ୍ବାର ଚାଷୀ ଙ୍କ ପକ୍ଷରୁ ଦାବି ହେଉଥିଲେ ମଧ୍ୟ ଶୁଣିବାକୁ କେହି ନାହିଁ। ବଜାର ସୁବିଧା ଅଭାବରୁ ଏଠାକାର ଅନେକ ଚାଷୀ ମୁହଁ ଫେରେଇବାକୁ ବସିଥିବା ମଧ୍ୟ ଲକ୍ଷ କରାଯାଇଛି। ବୀରମହାରାଜପୁର ଉପଖଣ୍ଡ ଦେଇ ପ୍ରବାହିତ ହରିହର ଯୋରର ଦୁଇ ପାର୍ଶ୍ୱରେ ତଥା ଅନ୍ୟାନ୍ୟ ସ୍ଥାନରେ ସହସ୍ରାଧିକ ହେକ୍ଟର ଜମିରେ ତରଭୁଜ ଚାଷ କରାଯାଉଛି।‌ ଚଳିତ ବର୍ଷ ମଧ୍ୟ ବୀରମହାରାଜପୁର ବ୍ଲକ ର ଅଚ୍ଚଣ୍ଡା,ନୂଆଗଡ,ବାଗବର,ହିଲୁଙ୍ଗ, କୃଷ୍ଣପାଲି,ଲୁଚାବନ୍ଧ,ଦୁହୁଲପାଲି, ଘଣ୍ଟପାଲି, ତେନ୍ତୁଳିମହଦା,କେଶଲପୁରା,ପଥରଘାଟ,ଝାରକୁମୁଣ୍ଡା,ରାଣୀପୁର, ବାଗବର,ଫୁଲଚରା,ଓ ନୂଆଁପଡା ଆଦି ଗ୍ରାମରେ ଅନେକ ଚାଷୀ ତରଭୁଜ ଚାଷ କରିଛନ୍ତି। ସାଧାରଣତଃ ଆଟ କିସମର ଜମିରେ ପାଣି ମୋଟର ସାହାଯ୍ୟରେ ଯୋର ଓ କୂଅରୁ  ପାଣି ମଡେଇ  ଏହି ଚାଷ କରାଯାଉଛି। ଏଥିପାଇଁ ଜାନୁଆରୀ ମାସ ଠାରୁ  ପ୍ରସ୍ତୁତି ହେବାକୁ ପଡୁଛି। ଉଦ୍ୟାନ କୃଷି ବିଭାଗ ପକ୍ଷରୁ ସାମାନ୍ୟ ବୈଷୟିକ ପରାମର୍ଶ ବ୍ୟତୀତ ଚାଷୀଙ୍କୁ ଅନ୍ୟ ରକମର ପ୍ରୋତ୍ସାହନ ମିଳି ନ ଥିଲେ ସୁଦ୍ଧା ତରଭୁଜ ଚାଷ ପ୍ରତି ରହିଥିବା ସେମାନଙ୍କ ଆଗ୍ରହ ଉଣା ହୋଇ ନାହିଁ। କୃଷି ବିଭାଗ ପକ୍ଷରୁ ଚାଷୀ ମାନେ ଗୋଷ୍ଠୀଗତ ଭାବେ ତରଭୁଜ ବିକ୍ରି କଲେ ଆବଶ୍ୟକ ବଜାର ବ୍ୟବସ୍ଥା କରାଯାଇପାରିବ ବୋଲି କୁହାଯାଉଥିଲେ ହେଁ ଏଠାରେ ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ କିଛି ବି ଉଦ୍ୟମ ହେବା ଜଣାପଡିନାହିଁ। ଏଠାରେ ତରଭୁଜ ଚାଷୀ ଙ୍କ ସ୍ୱାର୍ଥ ରକ୍ଷା ଲାଗି ପ୍ରଶାସନ ତଥା କ


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like