-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ସେବା ପକ୍ଷରୁ ରକ୍ତଦାନ ଶିବିର

14-Mar-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ)
 ସ୍ବେଚ୍ଛାସେବୀ ସଂଗଠନ ସେବା ପକ୍ଷରୁ ଧନକଉଡା ସହରାଂଚଳ ପ୍ରାଥମିକ ସ୍ବାସ୍ଥ୍ୟପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯ଼ାଇଛି | ସେବା ଅନୁଷ୍ଠାନ ସଭାପତି ଡକ୍ଚର ଅମର ତାଣ୍ଡିଆଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରକୁ  ବିଜେଡି ମୁଖପାତ୍ର ସଂଜୟ ବାବୁ ମୁଖ୍ୟ ଅତିଥିଭାବେ ଯୋଗଦେଇ  ଉଦଘାଟନ କରିଥିଲେ |   ମାଁ ସମଲେଶ୍ବରୀଙ୍କ ପୂଜାର୍ଚ୍ଚନା ପରେ ଏହି ରକ୍ତଦାନ ଶିବିର ଆୟୋଜନ ହୋଇଥିଲା | ଏଥିରେ ରକ୍ତଦାତା ସ୍ବଇଚ୍ଛାରେ ଆସି ରକ୍ତଦାନ କରିଛନ୍ତି | ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡି ନେତା ହୀରାଲାଲ ବେହେରା, ମନୋଜ ମହାପାତ୍ର, ଚିତ୍ତରଂଜନ ରାଉଳ, ଗୁଣମଣି ବିଶ୍ବାଲ, ସତ୍ୟମ ଦାସ, ଦୁଲାଲ ରାୟ, ଗୌରି ଶଙ୍କର ମିଶ୍ର, ସରୋଜ ସାହୁ, ସୁଶାନ୍ତ ମହାପାତ୍ର, ଲଷ୍ମୀପ୍ରସାଦ ମହାପାତ୍ର, କବିତା ପୁରୋହିତ, ମଞ୍ଜୁ ଓରାମ ସୁପ୍ରିତ ନାୟକ, ରବୀନ୍ଦ୍ର ପାଣିଗ୍ରାହୀ, ଡାକ୍ତର ଦିଲ୍ଲୀପ ମୁଦୁଲି ପ୍ରମୁଖ ଉପସ୍ଥିତ ଥିଲେ | ଏହି ଶିବିରରେ ମୋଟ 42 ୟୁନିଟ ରକ୍ତ ସଂଗ୍ରହୀତ ହୋଇଥିବାନେଇ ସେବା ପକ୍ଷରୁ ସୂଚନା ଦିଆଯାଇଛି | ଏହି ଶିବିରକୁ ଭୀମସାର ରକ୍ତଭଣ୍ଡାର କର୍ମଚାରୀ ଆସି ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like