-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ମରଣଯନ୍ତା ପାଲଟିଛି ହରିହର ଜୋର ପୋଲ, ଦୃତରାଷ୍ଟ୍ର ସାଜିଛି ପୂର୍ତ୍ତ ବିଭାଗ - ଠିକାଦାର ଓ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକାରେ ବଳି ପଡୁଛି ଜନତା

14-Mar-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ଗ୍ରାମ ନିକଟରେ ଥିବା ହରିହର ଜୋର ପୋଲ ଏବେ ମରଣଯନ୍ତା ପାଲଟିଛି।  ଏହି ପୋଲ ଉପରେ ବିରାଟକାୟ ଗାତ ହେବା ସହ ଗେଟି ଉଠି ଲୁହା ଛଡ ବାହାରି ରହିଛି। ଫଳରେ ଏଠାରେ ରାତ୍ରୀ ସମୟରେ ଛୋଡବଡ ଦୁର୍ଘଟଣା ଘଟୁଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ଆଗରୁ ବହୁ ବାର ଗଣମାଧ୍ୟମରେ ପ୍ରକାଶିତ ହୋଇଥିଲା। ବିଭାଗ ପକ୍ଷରୁ ତରବରିଆ ଭାବେ ଏହାକୁ ନିମ୍ନ ମାନର ସାମଗ୍ରୀ ବ୍ୟବହାର କରି ମରାମତି କରିଥିବା ଅଭିଯୋଗ ହୋଇଛି। ଫଲରେ ଏହା ଅଳ୍ପ ଦିନ ମଧ୍ୟରେ ସେହି ସ୍ଥାନରୁ ଗେଟି ଉଠିବା ସହ  ବିପଦପୂର୍ଣ୍ଣ ରାସ୍ତା ପାଲଟିଯାଇଛି। ଯାହା ଫଲରେ ଏହି ରାସ୍ତା ଉପରେ ନିର୍ଭର କରୁଥିବା ଜନସାଧାରଣ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ପୋଲ ଦେଇ ପ୍ରତେକ ଦିନ ସମ୍ବଲପୁର, ବଲାଙ୍ଗିର, ରେଢ଼ାଖୋଲ, ଭୂବନେଶ୍ଵର, କଟକ ସହ ବିଭିନ୍ନ ସ୍ଥାନକୁ ଶହ ଶହ ଲୋକ ଓ ଯାନବାହାନ ଯିବାଆସିବା କରିଥାଏ ।  ଏହି ମରଣଯନ୍ତା ପୋଲ ଦେଇ ପ୍ରତେକ ଦିନ ପ୍ରଶାସନ ଅଧିକାରୀ ଓ ବିଭାଗୀୟ କର୍ମଚାରୀ ମାନେ ଯିବା ଆସିବା କରୁଥିଲେ ମଧ୍ୟ ତାଙ୍କର ଦୃଷ୍ଟି ପଡୁଥିବା ଅନୁମାନ କରାଯାଉଛି।  ସରକାରୀ ଯନ୍ତ୍ରୀ ଓ ଠିକାଦାରଙ୍କ ମଧୁ ଚନ୍ଦ୍ରିକା ଯୋଗୁଁ ନିମ୍ନମାନର କାମ ହୋଇଥିବା ନେଇ ଜନସାଧାରଣ ଅଭିଯୋଗ ହେଉଛି।  ଜନସାଧାରଣ ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ବିହିତ ପଦକ୍ଷେପ ସହ ଖୁବ ଶୀଘ୍ର ଏହି ପୋଲ ମରାମତି ପାଇଁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like