-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ଼ ପୋଲିସ ର ଦ୍ବିତୀୟ ଅପରାଧୀ କ୍ଳିନ ମିଶନ୍

14-Mar-2023



ପାଟଣାଗଡ଼(ପୂର୍ଣ ଶଶୀ ଶେଖର ରାଓ ): ବଲାଙ୍ଗିର ଜିଲ୍ଲାରେ ଅପରାଧୀ ମାନଙ୍କୁ ଦମନ କରିବା ପାଇଁ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା ଓ ଆରକ୍ଷୀ ଅଧିକ୍ଷକ ନିତିନ କୁଶଳକର ଅପରାଧୀ କ୍ଳିନ ମିଶନ ଚଲାଇଛନ୍ତି। ବଲାଙ୍ଗିର ସହରରେ ଅନେକ ଗୁଡ଼ିଏ ଅପରାଧୀଙ୍କୁ ଗିରଫ କରୁଥିବା ବେଳେ ତାଙ୍କ ଆଡ୍ଡାସ୍ଥଳୀ ଭାଙ୍ଗିରୁଜି ଚୁରମାର କରାଯାଇଛି। ଏହି ପରିପ୍ରେକ୍ଷୀରେ ପାଟଣାଗଡ଼ ଉପଖଣ୍ଡ ରେ ମଧ୍ୟ ଉପଜିଲ୍ଲାପାଳ ବିଜୟାନନ୍ଦ ସେଠୀ ଓ ଏସ ଡି ପି ଓ ଜ୍ୟୋତିର୍ମୟ ଭୁକ୍ତା ତହସିଲଦାର

ଲକ୍ଷ୍ମଣ ମାଝୀ ଙ୍କ ନେତୃତ୍ବରେ ଅପରାଧୀ କ୍ଳିନ ମିଶନ ଜାରି କରାଯାଇଛି। ପ୍ରଥମେ ପାଟଣାଗଡ଼ ସହରର ଅପରାଧି ଜଗା ସେନାପତି ର ଆଡ୍ଡାସ୍ଥଳୀ ଭଙ୍ଗା ଯାଇଥିବା ବେଳେ ଆଜି ଦ୍ବିତୀୟ ପର୍ଯ୍ୟାୟ ରେ ପାଟଣାଗଡ଼ ଥାନା ଅଞ୍ଚଳ ପାଢେଲ ନିକଟସ୍ଥ ଶ୍ରୀକାନ୍ତ ଘିବେଲା ର ଆଡ୍ଡାସ୍ଥଳୀ ଢ଼ାବା ଓ ହୋଟେଲ ଭଙ୍ଗା ଯାଇଛି ତା ନାଁ ରେ ୬ ଗୋଟି ଅପରାଧୀ ମାମଲା ଥିବା ଥାନା ଅଧିକାରୀ କହିଛନ୍ତି।ଘିବେଲା ର ଆଡ୍ଡାସ୍ଥଳୀ ଭଙ୍ଗା କାର୍ଯ୍ୟକ୍ରମ ବେଳେ ତହସିଲଦାର ଲକ୍ଷ୍ମଣ ମାଝୀ, ଏସ,ଡି, ପି, ଓ ଜ୍ୟୋତିର୍ମୟ ଭୁକ୍ତା, ପାଟଣାଗଡ଼ ଥାନା ଅଧିକାରୀ ଅନନ୍ତ ପ୍ରଧାନ, ସବ୍ ଇନ୍ସପେକ୍ଟର ବ୍ରଜ କିଶୋର ପଣ୍ଡା ଙ୍କ ସହିତ ଥାନା ଷ୍ଟାଫ୍ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like