-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ଅଞ୍ଚଳରେ ଗୋମାତା ଙ୍କ ମୃତ୍ୟୁ ପରେ ପାରମ୍ପରିକ ରୀତି ରେ ସମାଧିସ୍ଥ କରାଯାଏ

14-Mar-2023



ନବରଙ୍ଗପୁର : ବର୍ତ୍ତମାନ ମଧ୍ୟ ଡାବୁଗାଁ ଅଞ୍ଚଳରେ ଗୃହ ପାଳିତ ଗୋରୁଗାଈ ଙ୍କ ମୃତ୍ୟୁ ହେଲେ ପାରମ୍ପରିକ ଅନୁଷ୍ଠାନ ଦ୍ଵାରା ସମାଧି ଦିଆଯାଏ। ବିଶେଷ କରି ଏହି ଅଞ୍ଚଳର ଆଦିବାସୀ ଓ ମୂଳ ନୀବାସୀ ମାନେ ଏହି ପରମ୍ପରାକୁ ବଜାୟ ରଖିଛନ୍ତି। ଦିଆଲି ଓ ନୂଆଁଖାଇ ପରବ ରେ ଗୋମାତାଙ୍କୁ ପୂଜା କରାଯାଏ। କିଛି ସଂପ୍ରଦାୟ ରେ ଗୋମାତା ଙ୍କ ମୃତ୍ୟୁ ହେଲେ ଗୋଟିଏ ଦିନ ଶୋକ ପାଳନ କରି ଘରର ମାଟି  ହାଣ୍ଡି ସବୁ ବିସର୍ଜନ କରିବା ପ୍ରଥା ମଧ୍ୟ ଅଛି। ଏ ଭିଡିଓ ପ୍ରେସ୍ କୁ ଦେଇଛନ୍ତି କୁରୁପା ଗାଁ ର ଘାସିରାମ ଭତରା । ତାଙ୍କ ଗାଈ ଙ୍କ ମୃତ୍ୟୁ ପରେ ପାରମ୍ପରିକ ରୀତି ରେ ଗାଈ କୁ ସମାଧିସ୍ଥ କରାଯାଇଛି। ଏହା ପ୍ରମାଣିତ କରିଛି ଏହି ଅଞ୍ଚଳରେ କିଭଳି ଗୋ ସଂପଦ କୁ ଭକ୍ତି କରାଯାଏ। ଏହି ଅଞ୍ଚଳର ବରିଷ୍ଠ ଆଇନଜୀବି ତଥା ହିନ୍ଦୁ ମହାସଂଘ ପ୍ରମୁଖ ଜୟନ୍ତ କୁମାର ପାତ୍ର ଙ୍କ କହିବା ପ୍ରକାରେ ଏହି ପରମ୍ପରା କୁ ଆମେ ସମସ୍ତେ ପାଳନ କରିବା ଉଚିତ୍।

(ରିପୋର୍ଟ : ମିହିର ଶଙ୍କର ପାତ୍ର, ନବରଙ୍ଗପୁର)


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like