-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ବାବା ସାହେବ ଡ଼ଃ ଭୀମ ରାଓ ଆମ୍ବେଦକର ଙ୍କ ତିରୋଧାନ ଦିବସ ପାଳିତ

06-Dec-2020



କଳାହାଣ୍ଡି/କୋକସରା (ତ୍ରିନାଥ ବେଶ୍ରା)- କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବଡ଼ ପୋଡା ଗୁଡା ଗ୍ରାମ  ଠାରେ ବାବା ସାହେବ ଡ:ଭୀମ ରାଓ ଆମ୍ବେଦକର ଯୁବାନୁଷ୍ଠାନ ଆନୁକୂଲ୍ୟରେ  ଆମ୍ବେଦକରଙ୍କ  64 ତମ ତିରୋଧାନ ଦିବସ ପାଳନ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଓଡ଼ିଶା ବହୁଜନ ମୁକ୍ତିମୋର୍ଚା କାର୍ଯ୍ୟକାରୀ ସଭାପତି ନିର୍ମଳ ଜାଲ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବରେ ଆଇନଜୀବୀ ଲକ୍ଷ୍ମୀକାନ୍ତ ଖମାରୀ ଯୋଗ ଦେଇଥିଲେ । ସମ୍ମାନୀୟ ଅତିଥି ଭାବେ ଓଡ଼ିଶା ଭାରତ ମୁକ୍ତିମୋର୍ଚା କାର୍ଯ୍ୟକାରୀ ସଭାପତି ଦୁର୍ଯ୍ୟୋଧନ ଜାଲ, ସମାଜସେବୀ  ଜଳନ୍ଧର ନାୟକ, ଚିତ୍ର ସେନ ଗୋପାଳ, ରଜନୀ ଛତ୍ରୀଆ, ଟିକଚନ ମାଝୀ, ଲାଲ ସାଏ ନାଗ, ନରହରି ସୁନା,  ଆଇନଜୀବୀ ଗଗନ ମହାନନ୍ଦ ପ୍ରମୁଖ ମଞ୍ଚାସୀନ ଥିଲେ l ଏଠାରେ ଆମ୍ବେଦକରଙ୍କ ଜୀବନୀ ଉପରେ ବିଶେଷ ଆଲୋଚନା କରାଯାଇଥିଲା ।  ଏଠାରେ ଧନୁ ଦୁର୍ଗା, ଚୁନିଲାଲ ନିଆଲ, ରଜକାନ୍ତି ଦୁର୍ଗା  ପ୍ରମୁଖ ଉପସ୍ଥିତ ଥିବାବେଳେ ଏହି କାର୍ଯ୍ୟକ୍ରମକୁ ଗଜିନ୍ଦ୍ର ନାଗ ପରିଚାଳନା କରିଥିଲେ  l ଯୁବାନୁଷ୍ଠାନ ର ସମସ୍ତ କର୍ମକର୍ତା ପୁର୍ଣ୍ଣ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like