-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ତଳ ତଳିଆ ଙ୍କୁ ପଡୁଛି ଛାଟ ବଡ଼ବଡ଼ିଆ ଙ୍କୁ ସବୁ ମାଫ

15-Mar-2023



ବଲାଙ୍ଗୀର - ଅଜବ ଦେଶର ଗଜବ ନୀତି । ଇତି ମଧ୍ୟରେ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ ରେ ଦୁଇ ଜଣ ସିକୁରିଟିଙ୍କୁ ତାଙ୍କ ସାମାନ୍ୟ ଭୁଲ ଯୋଗୁଁ ସବୁଦିନ ପାଇଁ କାର୍ଯ୍ୟରୁ ହଟାଇ ଦେଇଥିଲେ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ମ୍ୟାଡାମ୍।ଏହାପରେ ତାଙ୍କ ମେଡିକାଲ ର ଜଣେ ଆଟେଣ୍ଡାଣ୍ଟ ମଦ ପିଇ ମାତାଲ୍ ଅବସ୍ଥାରେ ଆଇସିୟୁ ଭିତରେ ରୋଗୀ ଉପରେ ପଡ଼ିବା ଏବଂ ସଲାଇଁନ ପାଇପ କାଢିବା ବିଷୟ ଜାଣିବା ତଥା ନର୍ସ ଇଞ୍ଚାର୍ଜ ଠିକ୍ ସମୟରେ ଫୋନ୍ ନ ଉଠାଇବା ବିଷୟ ମ୍ୟାଡାମ୍ ଜାଣିଲା ପରେ ମଧ୍ୟ କୌଣସି ପଦକ୍ଷେପ ନ ନେବା ଭିତରେ କଣ ରହସ୍ୟ ରହିଛି ଜଣା ପଡ଼ିନାହିଁ । ମଦ୍ୟପ ଆଟେଣ୍ଡାଣ୍ଟ ର ଖାଲି ସ୍ଥାନ ପରିବର୍ତ୍ତନ କରାଯାଇ ଓପିଡି କୁ ସ୍ଥାନାନ୍ତର କରାଯାଇଥିବା ଜଣା ପଡ଼ିଛି ।ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ଦୋ ମୁହାଁ ନୀତି ଏବେ ଚର୍ଚ୍ଚା ଜୋର ଧରିଛି ।ଷ୍ଟାଫ ବୋଲି ସବୁ ମାଫ୍ ।ସମସ୍ତଙ୍କ ପାଇଁ ନିୟମ ସମାନ ହେବା ଉଚିତ୍ ।

ସୂଚନାଯୋଗ୍ଯ ,ଏହା ପୂର୍ବରୁ ପ୍ରେରଣା ରେ ଭୀମ ଭୋଇ ମେଡ଼ିକାଲ କଲେଜ ହସ୍ପିଟାଲ ଆଇ ସି ୟୁ ରେ ମଦ୍ୟପ ଙ୍କ ପ୍ରାଦୁର୍ଭାବ ଶୀର୍ଷକ ଥାଇ ସମ୍ବାଦ ହେଲା ପରେ ସୁପରିଣ୍ଟେଣ୍ଡେଣ୍ଟ ଉକ୍ତ କର୍ମଚାରୀ ଙ୍କୁ ଆଇ ସି ୟୁ ରୁ ଓ ପି ଡି କୁ ସ୍ଥାନାନ୍ତର କରିଥିବା ଜଣାପଡିଛି।  ଯଦି ସୁପରିଣ୍ଟେଣ୍ଡେଣ୍ଟଙ୍କ  ସତ ସାହସ ଅଛି ତେବେ ଉଚିତ୍ ନ୍ୟାୟ କରନ୍ତୁ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like