-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଷ୍ଟେରିଙ୍ଗ ଛାଡି ରାଜ ରାସ୍ତା କୁ  ଓହ୍ଲାଇଲା  ଡ୍ରାଇଭର ମହାସଂଘ:ଜନଜୀବନ ଅସ୍ତବ୍ୟସ୍ତ

15-Mar-2023



ସୁବର୍ଣ୍ଣପୁର : ଆଜି ଓଡିଶା ଡ୍ରାଇଭର ମହାସଂଘର ଆହ୍ୱାନ କ୍ରମେ  ଓ ରାଜ୍ୟ ଡ୍ରାଇଭର ଏକତା ମହାମଞ୍ଚର ନିଷ୍ପତ୍ତି କ୍ରମେ ରାଜ୍ୟର ବିଭିନ୍ନ ସଂଗଠନ ର ସମର୍ଥନରେ ଷ୍ଟେରିଙ୍ଗ ଛାଡ଼ ଆନ୍ଦୋଳନ କରି ରାଜରାସ୍ତାରେ ଗଣଧାରଣା ଦେଇଛନ୍ତି ସୁବର୍ଣ୍ଣପୁର ଜ଼ିଲ୍ଲା ଡ୍ରାଇଭର ସଂଘ l ସୋନପୁର ବ୍ଲକ୍ ସଭାପତି ନରୋତ୍ତମ ନନ୍ଦ ଓ ସଂପାଦକ ଜ୍ୟୋତିରଂଜନ ପ୍ରଧାନଙ୍କ ନେତୃତ୍ବରେ ସୁବର୍ଣ୍ଣପୁରର ଅର୍ଜୁନପୁର ଛକ ଠାରେ ଡ୍ରାଇଭର ସଂଘ ର କର୍ମକର୍ତ୍ତା ମାନେ ରାସ୍ତା ଅବରୋଧ ଜାରି ରଖିଥିବା ବେଳେ ସଙ୍ଘର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ଅକ୍ଷୟ ଥାପା ଓ ସମ୍ପାଦକ ସୁବାଷ ବିଶୋୟୀଙ୍କ ନେତୃତ୍ବରେ ଜ଼ିଲ୍ଲାର ୬ ଟି ଯାକ ବ୍ଲକର ବିଭିନ୍ନ ମୁଖ୍ୟ ରାସ୍ତା ମାନଙ୍କରେ ବ୍ଲକ ସଂଘ ପକ୍ଷରୁ ଶାନ୍ତିପୂର୍ଣ ଭାବେ ଧାରଣା ଦିଆ ଯାଇଥିବା ସୂଚନା ମିଳିଛି l ଆମ୍ବୁଲାନ୍ସ ସେବା, ଅଗ୍ନିଶମ ସେବା, ଗଣମାଧ୍ୟମଙ୍କ ସେବା, ମାଟ୍ରିକ ପରୀକ୍ଷାର୍ଥୀ ଙ୍କ ଯିବା ଆସିବା, ପୋଲିସ ଓ ପ୍ରଶାସନିକ ସେବା  ଭଳି ଏସବୁ ଜରୁରୀକାଳୀନ ସେବା ବ୍ୟତୀତ ଆଜି ଘରୋଇ ବସ, ଚାରି ଚକିଆ ଗାଡି ମୋଟର ଏପରିକି ଅଖ ଚକ ସବୁ  ବନ୍ଦ ରହିଥିବା ଦେଖିବାକୁ ମିଳିଛି l  ଡ୍ରାଇଭର ଙ୍କ ସ୍ୱାସ୍ଥ୍ୟ ବୀମା, ଦୁର୍ଘଟଣା  ପ୍ରାଣହାନିରେ ୨୦ ଲକ୍ଷ ଟଙ୍କା, ରାଜପଥ ରେ ବିଶ୍ରାମ ଗାର, ଡ୍ରାଇଭର ଲାଇସେନ୍ସ ଫ୍ରି, ମାଗଣା ଶିକ୍ଷା ପ୍ରଦାନ, ଦ୍ଵିତୀୟ ସୈନିକ ମାନ୍ୟତା ପ୍ରମୁଖ  ଦଶ ଦଫା ଦାବି ପ୍ରତି ରାଜ୍ୟ ସରକାର  ଅଣଦେଖା କରିଥିବାରୁ ଏବଂ ତାଙ୍କ ଅଧିକାର ଓ ସମ୍ମାନ ଫେରି ପାଇବାକୁ ଆଜି

ମହାସଂଘ ଅନିର୍ଦିଷ୍ଟ କାଳ ଯାଏ ଏହି ଆନ୍ଦୋଳନ ଆରମ୍ଭ  କରିଥିବା ପ୍ରକାଶ କରିଛନ୍ତି l ଯେମିତି ଜ଼ିଲ୍ଲାର କୌଣସି ବି ସ୍ଥାନ ରେ କିଛି ଗଣ୍ଡଗୋଳ ଓ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ ହୁଏ ସେଥିପ୍ରତି ଜ଼ିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଓ କଡା ନଜର ରଖିଥିବା ଜଣା ଯାଇଛି l  ରାଜ୍ୟ ସାରା ଯାନ ବାହାନ ବନ୍ଦ ଥିବା ଯୋଗୁଁ ଆଜି ଜ଼ିଲ୍ଲା ର ସମସ୍ତ ସହରର ବ୍ୟବସାୟ ଠପ୍ ହୋଇପଡ଼ିଥିବା ବେଳେ  ଛୋଟ ବଡ଼ ଦୋକାନ ମାନଙ୍କରେ ଆଜି ଆଳୁ ପିଆଜ ଆଦି ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର  ଘୋର ଅଭାବ ଦେଖା ଯାଇଛି l ଯଦି ଅତିଶୀଘ୍ର ଏହାର କିଛି ଠୋସ୍ ସମାଧାନର ରାସ୍ତା ନବାହାରେ ତାହେଲେ ଅତ୍ୟାବଶ୍ୟକ ସାମଗ୍ରୀ ର ଅହେତୁକ ମୁଲ୍ୟବୃଦ୍ଧି ର ଆଶଂକା ଖାଉଟି ମହଲରେ ସୃଷ୍ଟି ହୋଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like