-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସରକାରୀ ଆଉଟସୋର୍ସିଂ କର୍ମଚାରୀ ସଂଘ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ନୀରବ ବିକ୍ଷୋଭ ପ୍ରଦର୍ଶନ

15-Mar-2023



ସୁବର୍ଣ୍ଣପୁର-ରାଜ୍ୟ ସରକାରୀ ଆଉଟସୋର୍ସିଂ କର୍ମଚାରୀ ସଂଘ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ନୀରବ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି  ।ଜିଲ୍ଲା ସଂଘର ସଂପାଦକ ନରହରୀ ମହାପାତ୍ରାଙ୍କ ନେତୃତ୍ବରେ କର୍ମଚାରୀମାନେ ଜିଲ୍ଲାପାଳଙ୍କ ମୁଖ୍ୟ ଫାଟକ ଆଗରେ ଏକତ୍ରୀତ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ  ।ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ସରକାରୀ ଆଉଟସୋର୍ସିଂ କର୍ମଚାରୀମାନଙ୍କୁ ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବା ,କର୍ମଚାରୀମାନଙ୍କୁ ନିୟମିତ ଭାବେ ମାସିକ ଦରମା ପ୍ରଦାନ କରିବା , ଆଉଟସୋର୍ସିଂ କର୍ମଚାରୀ ଭାବେ ପୂର୍ବରୁ କାର୍ଯ୍ୟରତ ବା ଛଟେଇ ହୋଇଥିବା କର୍ମଚାରୀମାନଙ୍କୁ ପୁନଃ ନିଯୁକ୍ତି ପ୍ରଦାନ କରିବା ଆଦି ଦାବି ପୂରଣ ପାଇଁ ନିବେଦନ କରିଛନ୍ତି  ।ଆଉଟସୋର୍ସିଂ କର୍ମଚାରୀମାନେ ବିଭିନ୍ନ ସମୟରେ ଜିଲ୍ଲା ପ୍ରଶାସନର ମାର୍ଫତରେ ରାଜ୍ୟ ସରକାରଙ୍କୁ ଅନେକବାର ଦାବି ପୂରଣ କରିବା ପାଇଁ ଅନୁରୋଧ କରିଛନ୍ତି  ।ଏପରିକି କର୍ମଚାରୀମାନେ ନିଜ କାର୍ଯ୍ୟ ନିୟମିତ ଭାବେ କରିବା ସହିତ ବିନା ଛୁଟିରେ କାର୍ଯ୍ୟ କରି ଆସୁଛନ୍ତି  ।ବ୍ୟକ୍ତିଗତ ସ୍ବାର୍ଥକୁ ଜଳାଂଜଳି ଦେଇ ସରକାରୀ କାର୍ଯ୍ୟକୁ ନିଷ୍ଠାର ସହିତ କରି ଆସୁଛନ୍ତି  ।ତେବେ କର୍ମଚାରୀଙ୍କ ଛୋଟ ଛୋଟ ଦାବି ପ୍ରତି

ବି ସରକାର ଧ୍ୟାନ ଦେଉ ନ ଥିବା ଅଭିଯୋଗ କରିଛନ୍ତି  ।ଜଣେ ଜଣେ ଆଉଟସୋର୍ସିଂ କର୍ମଚାରୀ ଦୀର୍ଘ ଗୋଟିଏ ଦଶନ୍ଧିରୁ ଅଧିକ ହେବ ଜିଲ୍ଲାରେ କାର୍ଯ୍ୟ କରି ଆସୁଛନ୍ତି  ।କର୍ମଚାରୀମାନେ କାର୍ଯ୍ୟ କରୁଥିବା ନିଜ ବିଭାଗ ମାର୍ଫତରେ ବି ବ୍ୟକ୍ତିଗତ ଭାବେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି  ।ହେଲେ ଜିଲ୍ଲା ପ୍ରଶାସନ ,ନିଯୁକ୍ତି ଦାତା ଅବା ରାଜ୍ୟ ସରକାର ଏହି କର୍ମଚାରୀଙ୍କ ଦାବି ପ୍ରତି କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ କରିଛନ୍ତି  ।ବାରମ୍ବାର ଦାବି ଆପତ୍ତି ପରେ ବି ରାଜ୍ୟ ସରକାର ଧ୍ୟାନ ଦେଉ ନ ଥିବାରୁ ଆଗାମୀ ଦିନରେ ଦୁର୍ବାର ଆନ୍ଦୋଳନ କରିବା ପାଇଁ ଜିଲ୍ଲା ସଂଘ ନିଷ୍ପତ୍ତି ନେଇ ଆଜି ପୁଣି ଜିଲ୍ଲା ପ୍ରଶାସନ ଆଗରେ ନିଜର ଦାବି ଉପସ୍ଥାପନ କରିଛନ୍ତି  ।ଦାବି ପୂରଣ ପାଇଁ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଜିଲ୍ଲା ପ୍ରଶାସନକୁ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି  ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like