-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||      ପ୍ରଖ୍ୟାତ ଓଡ଼ିଶୀ ନ୍ୟୁତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ମାତୃ ବିୟୋଗ    (21-Jun-2026)       ||      ପତଞ୍ଜଳି ପରିବାର ବୁର୍ଡା ଆନୁକୁଲ୍ୟ ରେ 12 ତମ ବିଶ୍ୱ ଯୋଗ ଦିବସ ଅନୁଷ୍ଠିତ   (21-Jun-2026)       ||      ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ    (21-Jun-2026)       ||      ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   (21-Jun-2026)       ||      ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (21-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   (21-Jun-2026)       ||      *ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   (21-Jun-2026)       ||      ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||     

HOME   ଜିଲ୍ଲା

ଷ୍ଟିଅରିଂ ଛାଡ ଆନ୍ଦୋଳନ ସହ ଡ଼୍ରାଇଭର ସଂଘ ର ଧର୍ମଘଟ

15-Mar-2023



ଲୋଇସିଂହା/ଆଗଲପୁର (ବିନୋଦ କୁମାର ଦୀପ) ଆଜି ସାରା ରାଜ୍ୟରେ ଡ୍ରାଇଭର ମାନଙ୍କର 10 ଦଫା ଦାବି ନେଇ ଷ୍ଟିଅରିଂ ଛାଡ ଆନ୍ଦୋଳନ ସହ ଅନିର୍ଦ୍ଦିଷ୍ଟ କାଳପାଇଁ ଧର୍ମ ଘଟ ଡାକରା ଦେଇଛନ୍ତି l ଏହି ଧର୍ମଘଟ ରେ ବଲାଙ୍ଗୀର ଜିଲ୍ଲାର ଆଗଲପୁର ବ୍ଲକର ଡ଼୍ରାଇଭର ସଂଘ ମଧ୍ୟ ଏହି ଧର୍ମ ଘଟରେ ସାମିଲ ହୋଇଅଛି l ଆଗଲପୁର ବ୍ଲକ୍ ସଭାପତି ଶ୍ରୀ ରଘୁନାଥ ଚନ୍ଦନ ଓ ସମ୍ପାଦକ ଶ୍ରୀ ମୋହନ ଲାଲ ଶିଖା ଙ୍କ ନେତୃତ୍ୱରେ ସମସ୍ତ ଡ୍ରାଇଭର ମାନେ ଜାତୀୟ ରାଜପଥ 26 ନମ୍ୱର  ର ରୁଗୁଡ଼ିଖାଲ ଛକ ଠାରେ ଧାରଣାରେ ବସିଥିଲେ l 

ଡ୍ରାଇଭର ସଂଘର 10 ଦଫା ଦାବୀ ରହିଛି, ତାହା ପୂରଣ ନହେବା ପର୍ଯ୍ୟନ୍ତ ଏହି ଧାରଣା ଚାଲୁ ରହିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି l ଏହି ପରିପ୍ରେକ୍ଷୀରେ ଲୋଇସିଂହା ବ୍ଲକ ଡ୍ରାଇଭର ସଂଘ ସଭାପତି ସୁରେଶ ସାହୁଙ୍କ ନେତୃତ୍ୱରେ ବୁର୍ଡା ଛକ ଠାରେ ସଂଘ ପକ୍ଷରୁ ଧାରଣା ଦିଆଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026
  ଜିଲ୍ଲା  
ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   21-Jun-2026
  ଜିଲ୍ଲା  
ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ   21-Jun-2026
  ଜିଲ୍ଲା  
ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                21-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ   21-Jun-2026
  ଜିଲ୍ଲା  
ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   21-Jun-2026
  ଜିଲ୍ଲା  
ପ୍ରଖ୍ୟାତ ଓଡ଼ିଶୀ ନ୍ୟୁତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ମାତୃ ବିୟୋଗ    21-Jun-2026
  ଜିଲ୍ଲା  
ପତଞ୍ଜଳି ପରିବାର ବୁର୍ଡା ଆନୁକୁଲ୍ୟ ରେ 12 ତମ ବିଶ୍ୱ ଯୋଗ ଦିବସ ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026

You Might Also Like