-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ    (21-Jun-2026)       ||      ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   (21-Jun-2026)       ||      ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (21-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   (21-Jun-2026)       ||      *ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   (21-Jun-2026)       ||      ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   (21-Jun-2026)       ||      ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||      ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   (20-Jun-2026)       ||     

HOME   ଜିଲ୍ଲା

ଦ୍ଵିତୀୟ ଦିନରେ ଡ୍ରାଇଭର୍ ମହାସଂଘ ର ଷ୍ଟିୟରିଂ ଛାଡ ଆନ୍ଦୋଳନ , ପ୍ରଥମ ଦିନରେ ରାତି ସାରା ଉଜାଗର ରହିଲେ ଆନ୍ଦୋଳନକାରୀ

16-Mar-2023



ବଲାଙ୍ଗିର(ପ୍ରେରଣା ଖବର ): ଓଡିଶା ଡ୍ରାଇଭର୍ ମହାସଂଘ ର ଆହ୍ଵାନ କ୍ରମେ ସାରା ରାଜ୍ୟରେ ଡ୍ରାଇଭର୍ ମାନେ ନିଜର ୧୦ ଦଫା ଦାବି ନେଇ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିୟରିଂ  ଛାଡ ଆନ୍ଦୋଳନ ଚଳାଇ ଆସିଛନ୍ତି l ଏହାର ପ୍ରଭାବ ବଲାଙ୍ଗିର ଜିଲ୍ଲା ରେ ମଧ୍ୟ ଦେଖିବାକୁ ମିଳିଛି l ଆଜି ହେଉଛି ଆନ୍ଦୋଳନର ଦ୍ଵିତୀୟ ଦିନ l ପ୍ରଥମ ଦିନ ରାତିରେ ବହୁ କଷ୍ଟ ସ୍ଵୀକାର କରି,ରାତ୍ରୀ ଅନିଦ୍ରା ରହି ଡ୍ରାଇଭର୍ ଭାଇ ମାନେ ଧାରଣାରେ ବସିଥିଲେ l ଏ ପର୍ଯ୍ୟନ୍ତ ରାଜ୍ଯ ସରକାରଙ୍କ ତରଫରୁ କୌଣସି ଆଶ୍ୱସନା ଦିଆଯାଇ ନାହିଁ l ଗତକାଲି ବଲାଙ୍ଗିର ଜିଲ୍ଲାର ୧୪ ଟି ବ୍ଲକରେ ଡ୍ରାଇଭର ମହାସଂଘ ନିଜର ଆନ୍ଦୋଳନକୁ ଜୋରଦାର୍ କରିଥିଲା l ଡ୍ରାଇଭର୍ ମହାସଂଘ ର ଆନ୍ଦୋଳନ ଯୋଗୁଁ ଜିଲ୍ଲାରେ ଯାତାୟତ ବାଧାପ୍ରାପ୍ତ ହୋଇଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ର ସାଲେଭଟା ପଂଚାୟତ ରେ ହିତାଧିକାରୀ ଙ୍କ ସମ୍ମିଳନୀ ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   21-Jun-2026
  ଜିଲ୍ଲା  
ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   21-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   21-Jun-2026
  ଜିଲ୍ଲା  
*ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   21-Jun-2026
  ରାଜ୍ୟ  
ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   21-Jun-2026
  ଜିଲ୍ଲା  
ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ   20-Jun-2026
  ଜିଲ୍ଲା  
ବରିଷ୍ଠ ମୋହରି ଙ୍କ ପରଲୋକ   20-Jun-2026

You Might Also Like