-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜାତୀୟ ତାଇକଣ୍ଡୋ ପ୍ରତିଯୋଗିତାରେ ୩ ଖେଳାଳୀ ଅ‍ଂଶଗ୍ରହଣ

16-Mar-2023



ବୀରମହାରାଜପୁର,  (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଏହେସାସ ତାଇକଣ୍ଡୋ ଏକାଡେମୀର ଖେଳାଳୀଙ୍କୁ ପୁଣି ମିଳିଳା ସଫଳତା । ଏହି ଏକାଡେମୀର ୩ ଜଣ ଉଦୟୀମାନେ ଖେଳାଳୀ ଏବେ ଜାତୀୟ ସ୍ତରୀୟ ତାଇକଣ୍ଡୋ ପ୍ରତିଯୋଗିତାରେ ଭାଗନେବାକୁ ମନୋନିତ ହୋଇଛନ୍ତି । ଗତ ଦୁଇଦିନ ତଳେ ପୁରୀଠାରେ ରାଜ୍ୟ ସ୍ତରୀୟ ଅଫିସିଆଲ ତାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବାବେଳେ ଏହି ପ୍ରତିଯୋଗିତାରେ ଏହେସାସ ତାଇକଣ୍ଡୋ ଏକାଡେମୀର ମୋଟ ୧୭ ଜଣ ଖେଳାଳୀ ଅଂଶଗ୍ରହଣ କରିଥିଲେ । କୋଚ ଅନ୍ୱେଶ ହୋତା,ମହେନ୍ଦ୍ର ରଣା ଏବଂ ମନିଶ ମହାନ୍ତୀ ଏବଂ ବିଶ୍ୱରଂଜନ ସାହୁଙ୍କ ନେତୃତ୍ୱରେ ଯାଇଥିବା ଏହି ଖେଳାଳୀଙ୍କ ମଧ୍ୟରୁ ନିହାରିକା ବିଶି,ସ୍ନେହାଂଶି ନାଏକ ଏବଂ ଶକ୍ତି ଅମାତକୁ ସ୍ୱର୍ଣ୍ଣ ପଦକ ମିଳିଥିବାବେଳେ ଅଙ୍କିତ ମହାକୁରଙ୍କୁ ରୋପ୍ୟ ପଦକ ବାଦଲ ସଂଖୁଆ,ଆନନ୍ଦ ଭେଂଗରା,କୁମାର ଶଡଙ୍ଗୀ ଏବଂ ରାଜଲକ୍ଷ୍ମୀ ସାହୁଙ୍କୁ କାସ୍ୟ ପଦକ ମିଳିଥିବା ଜଣାଯାଇଛି । ସେହିଭଳି ଏହି ଏକାଡେମୀର ସିନିଅର ଖେଳାଳୀ ହର୍ଷିତା ନାୟକ ଏବଂ ପ୍ରୀୟଦର୍ଶନୀ କରଙ୍କୁ ଅଫିସିଆଲ ଭାବେ ପରିଚାଳନା ଦାଇତ୍ୱ ଦିଆଯାଇଥିବା ଜଣାଯାଇଛି । ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନର କୋଟାଠାରେ ହେବାକୁଥିବା ଜାତୀୟ ତାଇକଣ୍ଡୋ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ନିହାରିକା ବିଶି,ସ୍ନେହାଂଶି ନାଏକ ଏବଂ ଶକ୍ତି ଅମାତ ଭାଗନେବା ପାଇଁ ମନୋନିତ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ ସଂଘର ସଂପାଦକ ଏହେସାସ ହୋତା ସୂଚନା ଦେଇଛନ୍ତି । ଏହି ଖେଳାଳୀଙ୍କ ସଫଳତା ପାଇଁ ଏବେ ରାଜ୍ୟ ତାଇକଣ୍ଡୋ ସଂଘର ସଂପାଦକ ମନମୋହନ ଭଂଞ୍ଜ ଏବଂ ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ ସଂଘର ସଭାପତି ରବୀନ୍ଦ୍ର ହୋତା ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like