-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ଖାଉଟି ସୁରକ୍ଷା ଦିବସ ପାଳିତ

16-Mar-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ)
ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ଆଜି ଖାଉଟି ସୁରକ୍ଷା ଦିବସ ସଭା ପାଳିତ ହୋଇଯାଇଛି। ସାଂସ୍କୃତିକ ସମାଜର ସଭାପତି ଅଶୋକ କୁମାର ମିଶ୍ରଙ୍କର ଅଧ୍ଯକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ସମ୍ବଲପୁର ଖାଉଟି ଅଦାଲତର ପ୍ରାକ୍ତନ ବିଚାରପତି ପ୍ରଫେସର ଡ.ଶ୍ରୀକାନ୍ତ ମିଶ୍ର ତାଙ୍କ ବକ୍ତବ୍ୟରେ କହିଥିଲେ ଯେ,ଖାଉଟି ସୁରକ୍ଷା ସକାଶେ ବର୍ତ୍ତମାନ ବହୁ ଆଇନମାନ ପ୍ରଣିତ ହେଲାଣି  ଉପଭୋକ୍ତାମାନେ ଆବଶ୍ଯକ ସମୟରେ ଏହାର ସୁବିଧା ନେବା ଉଚିତ। ସେବାପାଇଁ ଖାଉଟି  ଓ ଦ୍ରବ୍ୟପାଇଁ ଖାଉଟି ଭେଦରେ ବିଭିନ୍ନ ଉଦାହରଣ ସହ ସେ ସୁରକ୍ଷା ଆଇନ ଗୁଡିକୁ ଆଲୋଚନା କରିଥିଲେ। ଯୁଗ ବଦଳିବା ସହ ଏବେ ଅନ ଲାଇନରେ ମଧ୍ୟ ଖାଉଟି ନିଜପ୍ରତି ହୋଇଥିବା ଠକାମି ବିରୁଦ୍ଧରେ ଆଇନର ସହାୟତା ନେଇ ପାରିବ ବୋଲି ସେ ମତ ଦେଇଥିଲେ। ତେବେ ବ୍ୟାପକ ସଚେତନତା ନିମନ୍ତେ ଖାଉଟି ସୁରକ୍ଷା ଶିକ୍ଷାର ଆବଶ୍ଯକକତା ରହିଛି।  ମୁଖ୍ୟବକ୍ତା ପ୍ରାକ୍ତନ ବୈଦୁତିକ ନିରୀକ୍ଷକ ଆଜାଦ କୁମାର ଉପାଧ୍ୟାୟ ବକ୍ତବ୍ୟ ରଖି କହିଲେ ଯେ, ଖାଉଟି ନିଜର ଅଧିକାର ଗୁଡିକ ପ୍ରତି ସଚେତନ ହେବା ଉଚିତ, ସେ ଚାରୋଟି ଶ୍ରେଣୀର ଉପଭୋକ୍ତା ଏବଂ ସେମାନଙ୍କ ସକାଶେ ନିଧାର୍ଯ୍ୟ ଛଅଗୋଟି ଅଧିକାର ଉପରେ ବିଭିନ୍ନ ଦୃଷ୍ଟାନ୍ତ ସହ ଆଲୋଚନା କରିବା ସହ ପ୍ରତ୍ୟେକ ନାଗରିକ ନିଜ ବ୍ୟବହାର୍ଯ୍ୟ ବସ୍ତୁ ଗୁଡିକର ସୁରକ୍ଷିତ ଓ ଉପଯୁକ୍ତ ବ୍ୟବହାର ପ୍ରତି ସତଆଚରଣ ପାଇଁ ବ୍ରତି ହେବା ଉଚିତ ବୋଲି କହିଥିଲେ। ସାଂସ୍କୃତିକ ସମାଜର ଖାଉଟି ସୁରକ୍ଷା ସମିତିର ଆବାହକ ଅଖିଳ ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ସମ୍ପାଦକ ଡ ସିଦ୍ଧାର୍ଥ ପଣ୍ଡା   ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। କୋଷାଧ୍ୟକ୍ଷ ଦୀନବନ୍ଧୁ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like