-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରେଲୱେ ସମସ୍ୟା ଉପରେ ରାଜ୍ୟସଭା ସାଂସଦ ଙ୍କ ଦାବୀ ପ୍ରସଙ୍ଗ - କାର୍ଯ୍ୟକାରିତା ରିପୋର୍ଟ ଦେଲେ ପୂର୍ବତଟ ରେଳ ମହାପ୍ରବନ୍ଧକ କାର୍ଯ୍ୟାଳୟ.

16-Mar-2023



ଭୁବନେଶ୍ୱର (ପ୍ରେରଣା ଖବର)
 ବଲାଙ୍ଗିର କଳାହାଣ୍ଡି ନୂଆପଡା ବରଗଡ଼ ତଥା ପଶ୍ଚିମ ଓଡିଶା ର ରେଲୱେ ସମ୍ବନ୍ଧିତ ସମସ୍ୟା, ନୂତନ ରେଲୱେ ଲାଇନ ନିର୍ମାଣ, ନୂତନ ଟ୍ରେନ ଚଳାଚଳ ସମ୍ବନ୍ଧରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ରେଲୱେ ଡିଭିଜନାଲ କମିଟି ମିଟିଙ୍ଗ ରେ ପ୍ରସଙ୍ଗ ଉପସ୍ଥାପନ କରିବା ସହିତ ରେଲୱେ  ମନ୍ତ୍ରଣାଳୟ କୁ ଚିଠି ଲେଖି ଜଣାଇଥିଲେ l  ଦାବୀ ଗୁଡିକ ମଧ୍ୟରେ 
ବଲାଙ୍ଗିର ଖୋର୍ଦ୍ଧା ରେଲୱେ ଲାଇନ ର ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ଏବଂ  ସମୟ ସୀମା ମଧ୍ୟରେ  ବଲାଙ୍ଗିର ଖୋର୍ଦ୍ଧା ନୂତନ ରେଲୱେ ଲାଇନ ରେ ଟ୍ରେନ ଚଳାଚଳ ସୁନିଶ୍ଚିତ କରିବା,ବଲାଙ୍ଗିର ନୁଆଁପଡ଼ା ଭାୟା ହାର୍ଡ଼lଟାଲ ଚୂଡ଼ାପାଲି ଭଇଁସl ପାଟଣାଗଡ ଖପ୍ରାଖୋଲ ରେଲୱେ ଲାଇନ ର ଫାଇନାଲ ଲୋକେସନ ସର୍ଭେ କାର୍ଯ୍ୟ ତୁରନ୍ତ ସମାପ୍ତ କରି ରେଲୱେ ଲାଇନ ନିର୍ମାଣ କାର୍ଯ୍ୟ କରିବା,କଣ୍ଟାବାଞ୍ଜି ରେଲୱେ ଷ୍ଟେସନ ରେ ଥିବା 750 ଏକର ରେଲୱେ ଜମିରେ ରେଳ ୱାଗନ ଫାକ୍ଟ୍ରି,ବିଦ୍ୟୁତ ଲୋକୋ ସେଡ,ହସ୍ପିଟାଲନିର୍ମାଣ କରିବା ,ଟିଟିଲାଗଡ଼ ରେଲୱେ ପ୍ଲାଟଫର୍ମ ରେ ଯାତ୍ରୀ ମାନଙ୍କ ପ୍ରତୀକ୍ଷା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା  ସହିତ ତୁରନ୍ତ ଶୌଚାଳୟ,ବିଶ୍ରାମ କକ୍ଷ,ଲିଫ୍ଟ,ବେଟେରି ଚାଳିତ କାର,ଯାନବାହାନ ରଖିବା ସୁବିଧା କରିବା,ସମତା ଏକ୍ସପ୍ରେସ ଟ୍ରେନ ସପ୍ତାହରେ ପାଞ୍ଚ ଦିନ ପରିବର୍ତ୍ତେ  ୭ ଦିନ ଚଳାଚଳ କରିବା ,ବଲାଙ୍ଗିର ରେଲୱେ ଷ୍ଟେସନ ରେ ଲିଫ୍ଟ ର ବ୍ୟବସ୍ଥା,ପାନୀୟ ଜଳଯୋଗାଣ, ବର୍ଷା ଦିନ ଟିକେଟ କାଉଣ୍ଟର ରୁ ପ୍ଲାଟଫର୍ମ କୁ ଯିବା ପାଇଁ ୱାଟର ପ୍ରୁଫ ବ୍ୟବସ୍ଥା,ବେଟେରି ଚାଳିତ ଗାଡ଼ି ବ୍ୟବସ୍ଥା,କଣ୍ଟାବାଞ୍ଜି ରୁ ଜୟପୁର ଭାୟା କୋକସରା ଧର୍ମଗଡ଼ ରେଲୱେ ଲାଇନ ନିର୍ମାଣ,ଭୁବନେଶ୍ୱର ବଲାଙ୍ଗିର ଇଣ୍ଟରସିଟି ଟ୍ରେନ କଣ୍ଟାବାଞ୍ଜି ପର୍ଯ୍ୟନ୍ତ ସମ୍ପ୍ରସାରଣ ,ହୀରାକୁଦ ଏକ୍ସପ୍ରେସ ଟ୍ରେନ କୁ ଟିଟିଲାଗଡ଼ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା, ବଲାଙ୍ଗିର ବରଗଡ଼ ର ଯାତ୍ରୀ ନୂଆଦିଲ୍ଲୀ କୁ ଯାତାୟାତ ପାଇଁ ଟ୍ରେନ ଚଳାଚଳ ବ୍ୟବସ୍ଥା କରିବା ଇତ୍ୟାଦି ପ୍ରସଙ୍ଗରେ ଉପସ୍ଥାପନା କରାଯlଇଥିଲା . ତେବେ ପୂର୍ବତଟ ରେଲୱେ ମହାପ୍ରବନ୍ଧକ କାର୍ଯ୍ୟାଳୟ ଙ୍କ ତରଫରୁ ଉପମହାପ୍ରବନ୍ଧକ ଏକ୍ସନ ଟେକନ ରିପୋର୍ଟ ରେ ଜଣାଇଛନ୍ତି ଯେ ପ୍ରସ୍ତାବିତ ବଲାଙ୍ଗିର ନୂଆପଡା ରେଲୱେ ଲାଇନ ର  ଫାଇନାଲ ଲୋକେସନ ସର୍ଭେ ମାର୍ଚ୍ଚ 2023 ରେ ସମାପ୍ତ ହେବ,ସେହିପରି ଟିଟିଲାଗଡ଼, କଣ୍ଟାବାଞ୍ଜି, ବଲାଙ୍ଗିର, ଖରିଆର ରୋଡ଼, ନୁଆଁପଡ଼ା ରେଲୱେ ଷ୍ଟେସନ ର ଆଧୁନିକିକରଣ ବ୍ୟବସ୍ଥା  ଉପରେ  କାର୍ଯ୍ୟକାରୀ କରିବା,ଖୁର୍ଦ୍ଧl ବଲାଙ୍ଗିର ରେଲୱେ ଲାଇନ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଓଡିଶା ସରକାର ଆବଶ୍ୟକୀୟ ଜମି, ଭିତ୍ତିଭୂମି ପ୍ରଦାନ,ସମସ୍ତ ଅନୁସାଙ୍ଗିକ ସହଯୋଗ ପ୍ରଦାନ ,ବଲାଙ୍ଗିର, ବରଗଡ଼, ଟିଟିଲାଗଡ଼ ରୁ ନୂଆଦିଲ୍ଲୀ କୁ ରେଳ ଚଳାଚଳ କରିବା ପାଇଁ ପୂର୍ବ ତଟ ରେଲୱେ ପଦକ୍ଷେପ ନେଉଥିବାର  ଉତ୍ତର ପାଇବା ପରେ ସାଂସଦ ଶ୍ରୀ ବିଶି ଓଡିଶା ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ରେଲୱେ ମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଛନ୍ତି.


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like