-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଅଜଣା ଦଳ ମାଡିଯିବାରୁ ବିପଦ ରେ ମଗରାକଟା: ପୂର୍ବାବସ୍ଥା ଫେରାଇଆଣିବାକୁ ଦାବି

16-Mar-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )-  ଜିଲ୍ଲାର ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ଉଫୁଲା ଗ୍ରାମରେ ଦିର୍ଘ ୫୦ ଏକର ଜମି ଉପରେ ଅବସ୍ଥିତ ଥିବା ଏକ ବୃହତକାୟ  ମଗରାକଟା ଏବେ ସଂପୂର୍ଣ୍ଣ ବ୍ୟବହାର ଉପଯୋଗୀ ହୋଇପାରୁନାହିଁ। ଦୀର୍ଘ ଦିନରୁ ଏଠାରେ କୌଣସି ମାଟିକାମ ନହେବାଯୋଗୁଁ ସମୟକ୍ରମେ ମାଟି ଓ କାଦୁଅ ପଙ୍କ ତଥା ଏକ ଅଯଣା ଦଳ ମାଡିଯିବାରୁ ଏବେ କଟା ଟି ସଂପୂର୍ଣ୍ଣ ଭାବରେ ତାର ସତ୍ତା ହରାଇବସିଛି।ଏକଦା ସ୍ୱଚ୍ଛ ଓ କାଚକେନ୍ଦୁ ଭଳି ଥିବା ଏହି କଟା ର ପାଣିକୁ କେବେଦିନେ ପାଖ ପାଞ୍ଚ ଛଅ ଟି ଗ୍ରାମ ଯଥା ଲାତୁରପେଟ,ଅଇଁଲାପାଲି, ବାଘମାରି,ରଣାପାଲି ପ୍ରଭୃତି ଗ୍ରାମର ଲୋକମାନେ ନିଜର ପନିପରିବା ଚାଷରେ ବ୍ୟବହାର କରି ନିଜର ଗୁଜୁରାଣ ମେଣ୍ଟାଇବାସହ  ଗାଧୋଇବା ଓ ପିଇବାପାଣି ପାଇଁ  ମଧ୍ୟ ବ୍ୟବହାର କରୁଥିଲେ ଏପରିକି ଏହିକଟାରୁ ଉତ୍ପନ୍ନ ହେଉଥିବା ପଦ୍ମଫୁଲ, ପୁସ୍କର,କନ୍ଦା ଓ ଖଲି ବିକ୍ରି କରି ଶତାଧିକ ପରିବାର  ବେଶ ଦୁଇପଇସା ରୋଜଗାର କରିପାରୁଥିବା ବେଳେ ବର୍ତ୍ତମାନ ଏହିକଟାର ଦୁରାବସ୍ଥା ଦେଖି ଅନେକ ଲୋକ ନିଜର ଲୁହକୁ ରୋକିପାରୁନଥିବାଜଣାପଡିଛି।ଏହାର କାରଣ ପ୍ରଶାସନ ର ଅବହେଳା କୁ ଦାୟୀ କରିଛନ୍ତି ଅଞ୍ଚଳବାସୀ। କଟା ର ରକ୍ଷଣାବେକ୍ଷଣ ପାଇଁ ଲଗାତାର ଭାବରେ ପ୍ରଶାସନ କିଛି ବି ମାଟିକାମ ନକରିବା ଦ୍ୱ।ରା କଟାର ଜଳଧାରଣ କ୍ଷମତା ହ୍ରାସ ପାଇବା ସହ ଜଳସେଚନ ସୁବିଧା ରୁ ଶତାଧିକ ଚାଷୀ ସଂପୂର୍ଣ୍ଣ ବଂଚିତ ହୋଇଛନ୍ତି। ବିଗତ ପାଞ୍ଚବର୍ଷ ରୁ ଉର୍ଦ୍ଧ୍ବ ହେଲା ଏକ ଅଯଣା ଦଳ ଆପେ ମାଡ଼ି ଯାଉଥିବା ଯୋଗୁଁ ଜଳରେ ଅମ୍ଳଜାନ ସ୍ତର କମିଯିବା ଦ୍ୱ।ରା ଅନେକ ପ୍ରଜାତିର ମାଛ ତଥା ଅନେକ ସରିସୃପ ଜାତୀୟ ପ୍ରାଣୀ ଙ୍କ ବଂଶ ଲୋପ ପାଇବାକୁ ବସିଲାଣି। ଅତିଶୀଘ୍ର ଏହି କଟାର ରକ୍ଷଣାବେକ୍ଷଣ ପାଇଁ ପ୍ରଶାସନ ଯଦି କିଛି ପଦକ୍ଷେପ ନନିଏ ତାହେଲେ ଏ ଅଞ୍ଚଳରେ ଜନସାଧାରଣ ଙ୍କ ମନରେ ଅସନ୍ତୋଷ ବ୍ୟାପି ଏକ ବିସ୍ଫୋରକ ପରିସ୍ଥିତି  ସୃଷ୍ଟି ହେବାର ଆଶଂକା କୁ ଏଡ଼ାଇ ଦିଆଯାଇନପାରେ।ତେଣୁ ପ୍ରଶାସନ ଏହାକୁ ଗୁରୁତ୍ୱ ର ସହନେଇ ଅତିଶୀଘ୍ର କଟା ରୁ ଦଳ ଓ ପଙ୍କ ଉଦ୍ଧାର କରି କଟାର ପୂର୍ବାବସ୍ଥାକୁ ଫେରାଇଆଣିବାକୁ ଅଞ୍ଚଳ ବାସୀ ତଥା ଜିଲ୍ଲାର  ବୁଦ୍ଧିଜୀବୀ ମହଲ ପକ୍ଷରୁ  ଦାବି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like