-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜଙ୍ଗଲ ନିଆ ବିରୁଦ୍ଧରେ ସଚେତନତା ଅଭିଯାନ

16-Mar-2023



କଣ୍ଟାବାଞ୍ଜି( ପ୍ରେରଣା ଖବର)
 ତୁରେକେଲା ବ୍ଳକରେ କଣ୍ଟାବାଞ୍ଜି ବନାଞ୍ଚଳ ଓ ବଙ୍ଗୋମୁଣ୍ଡା ବନାଞ୍ଚଳର ମିଳିତ ଆନୁକୂଲ୍ୟରେ ବ୍ଳକ ସଭାଗୃହରେ ଜଙ୍ଗଲ ନିଆଁ ବିରୁଦ୍ଧରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା।କଣ୍ଟାବାଞ୍ଜି ରେଞ୍ଜର ଶ୍ରଦ୍ଧାଦେବ ବଡମାଳୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଶ୍ରୀ ଦେବାଶିଷ ସାମଲ,ବ୍ଳକ ଉନ୍ନୟନ ଅଧିକାରୀ, ଶ୍ରୀ କୌଶିକ ମେହେର, ଜିଲ୍ଲା ପରିଷଦ ସଭ୍ୟ, ଶ୍ରୀ ଜଳନ୍ଧର ମହାକୁଡ,ସଭାପତି ସରପଞ୍ଚ ସଂଘ,ଶ୍ରୀ ଅଶ୍ୱିନୀ ମେହେର, ଅଧ୍ୟକ୍ଷ, ତୁରେକେଲା ମହାବିଦ୍ୟାଳୟ, ଶ୍ରୀ ଦିଗାମ୍ବର ସ୍ୱ।ଇଁ,ଶ୍ରୀ ବିଶ୍ୱଜିତ ସାମଲ ,ଶ୍ରୀ ଜନାର୍ଦ୍ଦନ ଠାକୁର, ରେଞ୍ଜର ବଙ୍ଗୋମୁଣ୍ଡା ଯୋଗ ଦେଇଥିଲେ।ପ୍ରକୃତିବନ୍ଧୁ ଶ୍ରୀ ବିରଂଚି ନାରାୟଣ ଦାଶ ସଭାକୁ ପରିଚାଳନା କରିଥିଲେ।ଯଦି ଆମେ ସମସ୍ତେ ମିଶି ପ୍ରତ୍ୟେକ ଗ୍ରାମରେ ଜଙ୍ଗଲ ନିଆଁ ବିରୁଦ୍ଧରେ ସଚେତନତା କରିବା ତାହା ହେଲେ ବନାଗ୍ନୀର ପରିମାଣ କମିବ ଓ ମିଶନ ଶକ୍ତିର ମହିଳା ମାନେ ଏହାକୁ ସଫଳ କରିପାରିବେ ବୋଲି ଅତିଥିମାନେ ମତ ପ୍ରଦାନ କରିଥିଲେ।ଅତିଥି ମାନଙ୍କ ଅଭିଭାଷଣ ପରେ ପ୍ରୋଜେକ୍ଟର ମାଧ୍ୟମରେ ଉପସ୍ଥିତ ପ୍ରକୃତି ପ୍ରେମୀ ମାନଙ୍କୁ ବିଭିନ୍ନ ସଚେତନ ଧର୍ମୀ ଚିତ୍ର ପ୍ରଦର୍ଶନ କରାଯାଇଥିଲା।ତାପରେ ସମସ୍ତେ ଶପଥପାଠ କରିବା ପରେ ବ୍ଳକ ପରିସରରୁ ବାହାରି ବିଭିନ୍ନ ସ୍ଳୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲେ।ଏହି ସଚେତନତା କାର୍ଯ୍ୟକ୍ରମରେ ମିଶନ ଶକ୍ତି ର ସ୍ୱୟଂସହାୟକ ମହିଳାବୃନ୍ଦ, ସମାଜସେବୀ, ପ୍ରକୃତିପ୍ରେମୀ ତଥା ବନକର୍ମଚାରୀ ଶ୍ରୀ ପ୍ରଦୀପ ସାହୁ, ନରୋତ୍ତମ ମହାନନ୍ଦ,ରାମଚନ୍ଦ୍ର ନାଏକ,ଦିବସ କୁମାର ମାଝୀ, ସତ୍ୟବାନ ମାଝୀ, ବିଷ୍ଣୁ ଛୁରା,ସମୀର ସିଂଦେଓ,ହିମାଂଶୁ ହରପାଲ,ଗୋବର୍ଦ୍ଧନ ପୁଟେଲ, କ୍ଷୀରଧର ମାଝୀ ଆଦି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like