-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଯୁବ ରେଡକ୍ରସ ସ୍ଵେଚ୍ଛାସେବୀଙ୍କ ଭୁବନେଶ୍ୱର ଗସ୍ତ 

16-Mar-2023



ନବରଙ୍ଗପୁର: ଓଡିଶା ରେଡକ୍ରସଙ୍କ ନିର୍ଦ୍ଦେଶ କ୍ରମେ ନବରଂଗପୁର ଜିଲ୍ଲା ଯୁବ ରେଡକ୍ରସ ତରଫରୁ ପାଞ୍ଚ ଜଣ ସ୍ବେଛାସେବୀଙ୍କ ସହ ନବରଙ୍ଗପୁର ମହାବିଦ୍ୟାଳୟର ରେଡକ୍ରସ କାଉନସିଲର ଅଧ୍ୟାପକ ଅଶ୍ଵିନୀ ବେହେରା ମାର୍ଚ୍ଚ ୧୬ ରୁ ୧୮ ପର୍ଯ୍ୟନ୍ତ ହେଉଥିବା ରାଜ୍ୟସ୍ତରୀୟ ତିନିଦିନିଆ ଶିବିରରେ ଯୋଗଦାନ ପାଇଁ ଭୁବନେଶ୍ବର ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟ ଗସ୍ତ କରିଛନ୍ତି। ନବରଙ୍ଗପୁର ମହାବିଦ୍ୟାଳୟ ରୁ ଦୁଇ ଜଣ ସ୍ଵେଚ୍ଛାସେବୀ ମଦନ ଭତରା ଓ ଯୋଗେଶ୍ୱର ପାଇକ, ଇନ୍ଦ୍ରାବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୁ ରାଜେନ୍ଦ୍ର ସାନ୍ତା ଓ ଗୋପାଳ ନାୟକ ତଥା ରାଜ ଚାମୁରିଆ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଦେବେନ୍ଦ୍ର ଭତରାଙ୍କ ସହ ରେଡକ୍ରସ ଅଫିସର ଅଶ୍ବିନୀ ବେହେରା ତିନିଦିନିଆ ଶିବିରରେ ଯୋଗ ଦେଇ ରେଡକ୍ରସ ର ମୌଳିକ ଲକ୍ଷ ଓ ଉଦ୍ଦେଶ୍ୟ, ସାଂଗଠନିକ କାର୍ଯ୍ୟ ପରିଚାଳନା, ରକ୍ତ ଦାନ, ପ୍ରାଥମିକ ଚିକିତ୍ସା, ସମାଜ ସେବା, ବୃକ୍ଷ ରୋପଣ ଆଦି ବିଷୟରେ ତାଲିମ ନେବେ । ପରବର୍ତ୍ତୀ ସମୟରେ ନବରଙ୍ଗପୁର ଜିଲ୍ଲାରେ ବିଭିନ୍ନ କଲେଜ ରେ ଥିବା ସ୍ବେଛାସେବୀଙ୍କୁ ତାଲିମ ଦେବାସହ ଆବଶ୍ୟକ ସ୍ଥଳେ ସହଯୋଗ କରିବେ । ଜିଲ୍ଳା ଯୁବ ରେଡକ୍ରସ ସମ୍ପାଦକ ଅଧ୍ୟାପକ ଦିଲ୍ଲୀପ ହୋତା, ଜିଲ୍ଲା ସଂଯୋଜକ ଅଧ୍ୟାପକ ଅଖିଳ ଭଟ୍ଟ , ଜାତୀୟ ପ୍ରାଥମିକ ଚିକିତ୍ସା ସମ୍ବଳ ପ୍ରଶିକ୍ଷକ ଅଧ୍ୟାପକ ରଞ୍ଜନ ସ୍ବାଇଁ ଓ ସାଂସ୍କୃତିକ ସଂଯୋଜକ ଅଧ୍ୟାପକ ଶମ୍ଭୁ ପ୍ରସାଦ ହୋତ୍ତା ମିଳିତ ଭାବେ ଜିଲ୍ଲାରୁ ପାଞ୍ଚଜଣ ସ୍ବେଛାସେବୀଙ୍କୁ ଚୟନ କରିଥିଲେ। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ସ୍ବେଚ୍ଛାସେବୀ ମାନେ ରାଜ୍ୟ ସ୍ତରରେ ସେମାନଙ୍କ ପ୍ରତିଭା ର ଉପସ୍ଥାପନ କରିବା ସହ ଅନ୍ୟ ମାନଙ୍କ ଠାରୁ ଅନେକ କଥା ଶିଖିବା ତଥା ଜିଲ୍ଲା ର ସାମଗ୍ରିକ ବିକାଶ ନିମନ୍ତେ ଯୁବ ଗୋଷ୍ଟିଙ୍କୁ ସହଯୋଗ କରିବା ଲକ୍ଷ୍ୟରେ ପ୍ରତିବର୍ଷ ଆୟୋଜିତ ରାଜ୍ୟ ସ୍ତରୀୟ ଶିବିରରେ ସାରା ରାଜ୍ୟର ସ୍ବେଚ୍ଛାସେବୀ ଯୋଗ ଦେଇଥାନ୍ତି । ଏହି କ୍ରମରେ ନବରଙ୍ଗପୁର ଜିଲ୍ଲା ର ଯୁବ ସ୍ବେଚ୍ଛାସେବୀ ମାନଙ୍କୁ ଜିଲ୍ଲାର ସର୍ବବୃହତ ନବରଙ୍ଗପୁର ମହାବିଦ୍ୟାଳୟ ତରଫରୁ ଯୁବ ରେଡକ୍ରସ ଚେୟାରମେନ ତଥା ଅଧ୍ୟକ୍ଷ ଡ଼ଃ ଭାସ୍କର ନାଥ ବିଶ୍ଵାଳ ସ୍ବେଚ୍ଛାସେବୀଙ୍କୁ ଶୃଙ୍ଖଳାର ସହ ତାଲିମ ନେବା ସହ ଆଗାମୀ ଦିନରେ ସମାଜ ସେବାରେ ଯୁବଗୋଷ୍ଠୀ ନୂତନ ଦିଗଦର୍ଶନ କରିବା ପାଇଁ ପରାମର୍ଶ ଦେଇଥିଲେ। 

(ରିପୋର୍ଟ: ମିହିର ଶଙ୍କର ପାତ୍ର, ନବରଙ୍ଗପୁର)


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like