-+91-9937148622 |

prerana_bgr@rediffmail.com |

  Thursday 18th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||      ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||     

HOME   ଜିଲ୍ଲା

ମଧ୍ୟାହ୍ନ ଭୋଜନ ଖାଇ ୫ ଛାତ୍ରଛାତ୍ରୀ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

17-Mar-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତ ଅନ୍ତର୍ଗତ ବାରଝୁଲା ସରକାରୀ ଉଚ୍ଚ ପ୍ରାଥମିକ  ବିଦ୍ୟାଳୟର ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାଯାଇଛି। ସୂଚନା ଅନୁଯାୟୀ , ପ୍ରତ୍ୟେକ ଦିନ ଭଲି ଆଜି ମଧ୍ୟ ଉକ୍ତ ସ୍କୁଲର  ଛାତ୍ରଛାତ୍ରୀମାନେ ମଧ୍ୟାହ୍ନ ଭୋଜନ  ଖାଇଥିଲେ। ଖାଇସାରିବା କିଛି ସମୟ ପରେ ୫ ଜଣ ଛାତ୍ରଛାତ୍ରୀ ଅସୁସ୍ଥତା ଅନୁଭବ କରିବା ସହ ଝାଡା ବାନ୍ତି

ହୋଇଥିଲେ। ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ତୁରନ୍ତ ସ୍କୁଲ ଶିକ୍ଷକ ଓ ଅଭିଭାବକ ମାନେ ବୀରମହାରାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।  ତେବେ କେଉଁ ପରିସ୍ଥିତିରେ ମଧ୍ୟାହ୍ନ ଭୋଜନ ବିଷକ୍ତ ହେଲା ତାହା ଏଯାଏଁ ଜଣାପଡ଼ିନାହିଁ l ବିଦ୍ୟାଳୟର ଅନ୍ୟ କେହି ଛାତ୍ର ଛାତ୍ରୀ ଆଉ ଆକ୍ରାନ୍ତ ହୋଇଛନ୍ତି ନାଁ ନାହିଁ ଖବର ଲେଖା ହେବା ପର୍ଯ୍ୟନ୍ତ ତାହା ସ୍ପଷ୍ଟ ହୋଇପାରିନାହିଁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026
  ରାଜ୍ୟ  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ   18-Jun-2026
  ଜିଲ୍ଲା  
ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ   18-Jun-2026
  ଜିଲ୍ଲା  
ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   18-Jun-2026

You Might Also Like