-+91-9937148622 |

prerana_bgr@rediffmail.com |

  Thursday 18th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||      ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||      ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||      *ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   (17-Jun-2026)       ||      *କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   (17-Jun-2026)       ||      ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   (17-Jun-2026)       ||      ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||     

HOME   ଜିଲ୍ଲା

ରାଜ୍ୟସଭା ସାଂସଦଙ୍କୁ କୃତଜ୍ଞତା ଜଣାଇଲେ ବଲାଙ୍ଗୀର ନାଗରିକ କମିଟି

17-Mar-2023



ବଲାଙ୍ଗୀର, ଏ ଅଂଚଳର ରେଲୱେ  ଯାତାୟତ ସୁବିଧା ପାଇଁ ବଲାଙ୍ଗୀର ନାଗରିକ କମିଟି ତଥା ବ୍ୟକ୍ତିଗତ ପ୍ରଚେଷ୍ଟାରେ ବିଭିନ୍ନ ସମସ୍ୟାର  ସମାଧାନ ପାଇଁ ରାଜ୍ୟସଭା ସାଂସଦ ନିରଂଜନ ବିଶିଙ୍କୁ ବାରମ୍ବାର ଦାବିପତ୍ର ପ୍ରଦାନ ଫଳରେ ସାଂସଦ ରେଳ ମନ୍ତ୍ରୀ ଓ ରେଳ ବିଭାଗର କର୍ତ୍ତୃପକ୍ଷ ଙ୍କ ସହ ଆଲୋଚନା କରି ଦାବି ଉପସ୍ଥାପନା କରିଛନ୍ତି । ବର୍ତ୍ତମାନ ରେଳ ପ୍ରବନ୍ଧକ ସାଂସଦ ଶ୍ରୀ ବିଶିଙ୍କୁ ଦେଇଥିବା ଉତ୍ତର ପତ୍ର ଅନୁସାରେ ବଲାଙ୍ଗୀରୁ ନୂଆଦିଲ୍ଲୀ କୁ  ଟ୍ରେନ୍ ଗଡିବା, ବଲାଙ୍ଗୀର ଖୋର୍ଦ୍ଧା ନୂତନ ରେଲୱେ ଲାଇନ୍‌ରେ୍ ଚଳାଚଳ ସୁନିଶ୍ଚିତ କରିବା, ବଲାଙ୍ଗୀର ନୂଆଁପଡା ଭାୟା ପାଟଣାଗଡ଼ ରେଲୱେ ଲାଇନ୍ ର ଚୁଡାନ୍ତ ସର୍ଭେ କାର୍ଯ୍ୟ ଶେଷ କରିବା, କଣ୍ଟାବାଞ୍ଜି ରେଲୱେ ଷ୍ଟେସନରେ ୱାଗନ ଫେକ୍ଟ୍ରି ତଥା ବଲାଙ୍ଗୀର ଓ ଟିଟିଲାଗଡ଼ ରେଲୱେ ଷ୍ଟେସନର ଉନ୍ନତିକରଣ ତଥା ନୂତନ ଟ୍ରେନ ଚଳାଚଳ ଇତ୍ୟାଦି ବିଭିନ୍ନ ପ୍ରସ୍ତାବ ଅନୁମୋଦନ ପାଇଥିବା ଜଣାଯାଇଛି । ଏଥିପାଇଁ ନାଗରିକ କମିଟି ତରଫରୁ ସାଧାରଣ ସଂପାଦକ ଓ ଡିଆର୍‌ସିସି ମେମ୍ବର ମନୋରଂଜନ ସାହୁ ସାଂସଦ ଶ୍ରୀ ବିଶିଙ୍କୁ କୃତଜ୍ଞତା ଜଜଣାଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026
  ରାଜ୍ୟ  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ   18-Jun-2026
  ଜିଲ୍ଲା  
ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ   18-Jun-2026
  ଜିଲ୍ଲା  
ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   18-Jun-2026
  ଜିଲ୍ଲା  
ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   18-Jun-2026
  ଜିଲ୍ଲା  
ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ   18-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   17-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   17-Jun-2026
  ଜିଲ୍ଲା  
ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   17-Jun-2026
  ଜିଲ୍ଲା  
ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ   17-Jun-2026
  ଜିଲ୍ଲା  
ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   17-Jun-2026

You Might Also Like