-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସରପଞ୍ଚ ସଂଘର ସାଧାରଣ ବୈଠକ - ବ୍ଳକର ପାତର ଅନ୍ତର ନୀତିକୁ ବିରୋଧ

18-Mar-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସରପଞ୍ଚ ସଂଘର ବାର୍ଷିକ ସାଧାରଣ ବୈଠକ ସ୍ଥାନୀୟ ଜଳସେଚନ ବିଭାଗର ବଙ୍ଗଳା ଠାରେ ଅନୁଷ୍ଠିତ ହୋଇଯାଇଅଛି। ବ୍ଳକ ସଭାନେତ୍ରୀ ତଥା ସରପଞ୍ଚ ସଂଘର ସଭାପତି ଉଫୁଲା ସରପଞ୍ଚ ଶ୍ରୀୟା କର୍ମୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅନୁଦାନ ପ୍ରଦାନରେ ବ୍ଳକ ପ୍ରଶାସନ ଦ୍ବାରା ପାତର ଅନ୍ତର ନୀତି ଓ ଅନୈତିକ ପ୍ରକ୍ରିୟା ଅବଲମ୍ବନ କରାଯାଉଥିବା ନେଇ ଜିଲ୍ଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବାକୁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା।  ବିଭିନ୍ନ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଗ୍ରାମ ରୋଜଗାର ସେବକଙ୍କ କାର୍ଯ୍ୟ ଶୈଳୀ,ଅନେକ ପଞ୍ଚାୟତ ରେ ଗ୍ରାମରୋଜଗାର ସେବକ ଅନୁପସ୍ଥିତି ସହ ସିଏଫ ଓ ଏସଏଫସି , ସ୍ବଚ୍ଛ ଭାରତ ମିଶନ, ମନରେଗା ରେ ଅର୍ଥ ପ୍ରଦାନ ରେ ବ୍ଳକ ପ୍ରଶାସନର ଟାଳଟୁଳ ନୀତି ପାଇଁ  ସଂଘ ତରଫରୁ ବ୍ଳକ ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ଦୃଷ୍ଟି ଆକର୍ଷଣ କରିବା ଉପରେ  ଆଲୋଚନା ହୋଇଥିଲା। ସାଧାରଣ ବଣ୍ଟନ ବ୍ୟବସ୍ଥା ରେ ପରିଲକ୍ଷିତ ହେଉଥିବା ତ୍ରୁଟି, ବ୍ଳକ ପ୍ରଶାସନ ଗ୍ରାମ ପଞ୍ଚାୟତ ଦ୍ବାରା ପିଡିଏସ ସାମଗ୍ରୀ ଉଠାଣ ସମ୍ପର୍କରେ ଜଣାଉ ନଥିବା, ଜଙ୍ଗଲ ବିଭାଗ ଦ୍ବାରା କେତେକ ପଞ୍ଚାୟତର ଜବକାର୍ଡ ଧାରୀଙ୍କୁ ସଠିକ୍ ଭାବେ ପ୍ରାପ୍ୟ ପ୍ରଦାନ କରାନଯିବା‌ ସମ୍ପର୍କରେ ବ୍ୟାପକ ଆଲୋଚନା ହୋଇଥିଲା।‌ ବୈଠକରେ ସମ୍ପାଦକ ତଥା ଲୁତୁରପଙ୍କ ସରପଞ୍ଚ ସୂର୍ଯ୍ୟନାରାୟଣ ନନ୍ଦ, ସୁବଳୟା ସରପଞ୍ଚ ପ୍ରମୋଦ କୁମାର ମହାପାତ୍ର,ମୁର୍ଷୁଣ୍ଢି ସରପଞ୍ଚ ମନୋଜ କୁମାର ସାହୁ, ଖଣ୍ଡହତା ସରପଞ୍ଚ ଜୟଶ୍ରୀ ଦେହୁରୀ,ସଂଗ୍ରାମପୁର ସରପଞ୍ଚ ଅଳକା କର୍ମୀ,କମିରା ସରପଞ୍ଚ ଅନୁସୟା ପଧାନ, ପିତାମହୁଲ ସରପଞ୍ଚ ଆକସ୍ମିତା ବଢେଇ, କେନଝରିଆ ପାଲି ସରପଞ୍ଚ ସସ୍ମିତା ଦୀପ,ଚମ୍ପାମାଳ ସରପଞ୍ଚ ମହେନ୍ଦ୍ର ଜଗଦଲା, ହିଲୁଙ୍ଗ ସରପଞ୍ଚ ବନିତା ସେଠି, ବାଗବର ସରପଞ୍ଚ ନିରୂପମା ବଗର୍ତ୍ତି, ଜଟେସିଂହା ସରପଞ୍ଚ ସୁନୀତା ପଧାନ, ବହଳପଦର ସରପଞ୍ଚ ନିରୂପମା ସେଠୀ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ମତବ୍ୟକ୍ତ କରିଥିଲେ। ଶେଷରେ ମହେନ୍ଦ୍ର ଜଗଦଲା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like