-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡିରେ ଆଉଟ ସୋରସିଂ କର୍ମଚାରୀଙ୍କ ହାତରେ ଟଙ୍କା କାରବାର, ଅମୃତ ସରୋବର ଅର୍ଥ ହେରଫେର ଅଭିଯୋଗ 

19-Mar-2023



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ଦପ୍ତରରେ ସରକାରୀ କର୍ମଚାରୀ ଅଭାବ ରହୁଥିବା ବେଳେ ଆଉଟ ସୋରସିଂ କର୍ମଚାରୀଙ୍କ ଦ୍ବାରା ଅଫିସ କାର୍ଯ୍ୟ ଚାଳୁଥିବାର ଦେଖା ଯାଉଛି । ଏହି ଆଉଟ ସୋରସିଂ କର୍ମଚାରୀ ମାନଙ୍କୁ ଠିକା ସଂସ୍ଥା ନିଯୁକ୍ତି ଦେଇ ସରକାରୀ ଅଫିସ ରେ କାମ କରୁଥିଲେ ହେଁ ସମ୍ପୃକ୍ତ ଠିକା ସଂସ୍ଥାର ନିୟନ୍ତ୍ରଣ ରହିଥାଏ ।  ସମ୍ପୃକ୍ତ ସରକାରୀ ଅଫିସ ର ନିୟନ୍ତ୍ରଣ ନ ଥିବା ବେଳେ କୋଟି କୋଟି ଟଙ୍କାର କାରବାର ଏହି ଆଉଟ ସୋରସିଂ ସଂସ୍ଥା ଦ୍ବାରା ନିଯୁକ୍ତ କର୍ମଚାରୀଙ୍କ ଦ୍ବାରା ସମ୍ପାଦିତ ହୋଇଥାଏ । ଏହାର ସୁଯୋଗ ନେଇ ଏହି କର୍ମଚାରୀ ମାନେ ଆର୍ଥିକ ହେରାଫେରି କରୁଥିବା ଆଭିଯୋଗ ହୋଇଛି । ଜୁନାଗଡ ବ୍ଲକ ଅଧୀନରେ ଥିବା ୧୬ ଟି ପଞ୍ଚାୟତରେ ଅମୃତ ସରୋବର ବାବଦ କୁ ଥିବା ୩ କୋଟି ୬୧ ଲକ୍ଷ ୪୨ ହଜାର ୬୫୭ ଟଙ୍କା ଚଞ୍ଚକତା କରାଯାଇ ହେରାଫେରି କରାଯାଇ ଅନ୍ୟତ୍ର ଖର୍ଚ୍ଚ କରାଯାଇଥିବା ଅଭିଯୋଗ ହେଉଛି । ଏ ସମ୍ପର୍କରେ କଳାହାଣ୍ଡି ଜିଲ୍ଲାପାଳଙ୍କ ପତ୍ର ସଂଖ୍ୟା ୧୩୫୧ ତା୦୯/୦୩/୨୦୨୩ ଯୋଗେ ସମ୍ପୃକ୍ତ ପଂଚାୟତ ନିର୍ବାହୀ ଅଧିକାରୀ ଓ ଗ୍ରାମ ରୋଜଗାର ସେବକ ଙ୍କ ଠାରୁ ଅସୁଲ କରିବାକୁ ଜୁନାଗଡ ବିଡିଓ ଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି । ସେହିପରି ନର୍ଲା ବ୍ଲକ ରେ ଅମୃତ ସରୋବର ଯୋଜନା ରେ ଖର୍ଚ ହେବାକୁ ଥିବା ୬ ଟି ପଂଚାୟତ ର ୩୩ ଲକ୍ଷ ୬ ହଜାର ୪୬୭ ଟଙ୍କା ଚଞ୍ଚକତା କରି ହେରାଫେରି କରିଥିବା ଅଭିଯୋଗ ହୋଇଛି । ସେ ସମ୍ପର୍କରେ କଳାହାଣ୍ଡି ଜିଲ୍ଲାପାଳ ପତ୍ର ସଂଖ୍ୟା ୧୩୫୧ ତା ୦୯.୦୩.୨୦୨୩ ଏବଂ

ପତ୍ର ସଂଖ୍ୟା୧୩୪୭ ତା ୦୯.୦୩.୨୦୨୩ ଅନୁସାରେ ସମ୍ପୃକ୍ତ ଗ୍ରାମ ପଂଚାୟତ ଗୁଡିକର ପଂଚାୟତ ନିର୍ବାହୀ ଅଧିକାରୀ ଓ ଗ୍ରାମ ରୋଜଗାର ସେବକ ଙ୍କ ଠାରୁ ଅସୁଲ କରିବାକୁ ବିଡିଓ ମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ସମ୍ପୃକ୍ତ ବ୍ଲକ ଗୁଡିକର ଆସିଷ୍ଟାଣ୍ଟ କମ୍ପ୍ୟୁଟର ପ୍ରୋଗ୍ରାମର ଓ ମନରେଗା ଆସିଷ୍ଟାଣ୍ଟ ମାନଙ୍କୁ ବଦଳ କରିଦେବାକୁ ସମ୍ପୃକ୍ତ ଆଉଟ ସୋରସିଂ ସଂସ୍ଥା କୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି । ଆଉଟ ସୋରସିଂ ସଂସ୍ଥା ମାଧ୍ୟମରେ କାର୍ଯ୍ୟରତ କର୍ମଚାରୀ ମାନେ କିପରି ଭାବେ ବିଭାଗୀୟ ଉଚ୍ଚ ପଦାଧିକାରୀ ମାନଙ୍କ ର ପ୍ରାକ ଅନୁମତି ବିନା କେଉ ଉଦ୍ଦେଶ୍ୟରେ ଗୋଟାଏ ଯୋଜନାର ଅର୍ଥକୁ ଅନ୍ୟ ଯୋଜନା ରେ ବିନିଯୋଗ କରି ପାରୁଛନ୍ତି ସେ ବିଷୟରେ ଉଚ୍ଚ ସ୍ତରୀୟ ତଦନ୍ତ କଲେ ଆହୁରି ଗୋପନୀୟ ତଥ୍ୟ ପଦାକୁ ଆସି ପାରିବ ବୋଲି ସାଧାରଣରେ ମତ ପ୍ରକାଶ ପାଇବାରେ ଲାଗିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like