-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଡଇଁଚା ପଂଚାୟତ ଅଂଚଳରେ ବେଆଇନ୍ ଅଫିମ ଚାଷ , ୧ କୋଟି ଟଙ୍କାର ଅଫିମ ଗଛ ନଷ୍ଟ କଲା ଅବକାରୀବିଭାଗ

19-Mar-2023



ନାକଟିଦେଉଳ(କନ୍ଦର୍ପ ବେହେରା)ରେଢାଖୋଲ ସବଡିଭିଜନର ନାକଟି୍‌ଦେଉଳ ବ୍ଲକ୍‌ର ବିଭିନ୍ନ ଗ୍ରାମ ଗଞେଇ ଚାଷ ପାଇଁ ବେଶ୍ ପରିଚିତ ଥିବା ବେଳେ ଅତୀତରେ ଏଇ ଚାଷ କରୁଥିବା ଚାଷୀ ତଥା ଚୋରା ବେପାରୀମାନଙ୍କୁ ପୋଲିସ୍ ତଥା ଅବକାରୀ ବିଭାଗ ଗିରଫ କରିଥିଲା । ବାରମ୍ବାର ଜନସଚେତନତା ସହ ଯେଉଁ ମାନେ ଏହି ଚାଷରେ ସଂପୃକ୍ତି ସେମାନଙ୍କୁ ଗିରଫ କରିବା ଫଳରେ ଗଞେଇ ଚାଷରୁ ଲୋକମାନେ ଅପସରି ଯାଇ ଥିବା ବେଳେ ପୁଣି ଏହି ବ୍ଲକ୍‌ର ଡଇଁଚା ପଂଚାୟତ ଗୋପାଳପୁର ଗ୍ରାମରେ ପ୍ରଥମ ଥର ପାଇଁ ଅଫିମ୍ ଚାଷ ହୋଇଥିବା ଜଣା ପଡିଛି । ଆଜି ଅବକାରୀ ବିଭାଗ, ପୋଲିସ୍ , ରାଜସ୍ୱ ତଥା ବନବିଭାଗ ମିଳିତ ଚଢଉ କରି ୧ କୋଟି ଟଙ୍କାର ଅଫିମ ଗଛ ନଷ୍ଟ କରାଯାଇଥିବା ବେଳେ ୨ ଜଣଙ୍କୁ ଅଟକ ରଖାଯାଇଥିବା ଜଣା ପଡିଛି ।
ଖବରରୁ ଜଣାପଡିଛି ଯେ, ନାକଟିଦେଉଳ ବ୍ଲକ୍ ଡଇଁଚା ପଂଚାୟତର ବଣପାହାଡ ଘେରା ଆଦିବାସୀ ଅଧୁଷିତ ଗ୍ରାମ ଗୋପାଳପୁର ଗ୍ରାମର ପାର୍ଶ୍ଵବର୍ତ୍ତୀ ନାଳର ୫ ଟି ସ୍ଥାନରେ -ପ୍ରାୟ ୪୦ ଡିସିମିଲ୍ ଜାଗାରେ ବେଆଇନ୍ ଅଫିମ ଚାଷ ହୋଇଥିବା ସମ୍ବଲ-ପୁର ଅବକାରୀ ବିଭାଗ ଜାଣିପାରିଥିଲା । ଏହି ଚାଷ ଜଣା ପଡିବା ପରେ ଚଢଉ କରି ୧୦ ହଜାର ଅଫିମ ଗଛ ନଷ୍ଟ କରାଯାଇଛି ବୋଲି ଅବକାରୀ ବିଭାଗ କହିଛି । ଉପୁଡା ଯାଇଥିବା ଅଫିମ ଗଛର ଆନୁମାନିକ ମୁଲ୍ୟ ପାଖାପାଖି ୧ କୋଟି ବୋଲି ଅବକାରୀ ବିଭାଗ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି ।  ଏହି ଚଢଉରେ ମାଜିଷ୍ଟେଟ୍ ଦାୟିତ୍ୱରେ ନାକଟିଦେଉଳ ତହସିଲ୍‌ଦାର ଇଂ ସୁକାନ୍ତ କୁମାର ନାଏକ , ଅବକାରୀ ଅଧିକ୍ଷକ ପବିତ୍ର ମୋହନ ମିଶ୍ର ତଥା ଅବକାରୀ ବିଭାଗର ବରିଷ୍ଟ ଅଧିକାରୀ ସମେତ ନାକଟିଦେଉଳ ଆର୍ ଆଇ ଅଶୋକ କୁମାର ନାଏକ, ଏଏସଆଇ ବିନୋଦିନୀ ବେହେରା, ମୋହନ ବେହେରା ପ୍ରମୁଖ ସାମିଲ୍ ହୋଇଥିଲେ ।  ଏଇ ଚାଷ କରିବା ଅଭିଯୋଗରେ ପୋଲିସ୍ ଦୁଇଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଥିବା ଜଣା ପଡିଛି । ଏଇ ଚାଷ ରେ ଆହୁରି ବହୁତ ଜଣ ସଂପୃକ୍ତ ଥିବା ବିଶ୍ୱସ୍ତ ସୂତ୍ରରୁ ଜଣା ପଡିଛି ।  ଗୋପାଳପୁର ଅଂଚଳକୁ ଝାଡଖଣ୍ଡ ଅଂଚଳରୁ ବହୁ ଆଦିବାସୀ ଆସି ଜଙ୍ଗଲକୁ ସଫାକରି ବସତି ସ୍ଥାପନ କରିବା ସହ ଜଙ୍ଗଲରୁ ମୁଲ୍ୟବାନ ଗଛ ବାହାର ରାଜ୍ୟକୁ ଚାଲାଣ କରୁଥିବା ବେଳେ ଅଂଚଳରେ ଗଞେଇ ଚାଷ କରୁଥିବା ଜଣା ପଡିଛି । ଏଇ ଚାଷ ବହୁ ଦିନରୁ କରିଆସୁଥିଲେ ମଧ୍ୟ ବନବିଭାଗ କିମ୍ବା ରାଜସ୍ୱ ବିଭାଗ କିପରି ଜାଣି ପାରିଲା ନାହିଁ ସନ୍ଦେହ ସୃଷ୍ଟି କରୁଛି । ବନବିଭାଗ ତଥା ରାଜସ୍ୱ ବିଭାଗ ସେଇ ଆଦିବାସୀ ମାନଙ୍କ ଠାରୁ ମୋଟା ଅଙ୍କର ଫାଇଦା ପାଇ ଜଙ୍ଗଲ ଜମିକୁ ପଟ୍ଟା କରିଦେବା ଦ୍ୱାରା ଆଦିବାସୀ ମାନେ ଏଠାରେ ବେଆଇନ୍ ଗଞେଇ ଚାଷ କରିଆସୁଥିବା ବେଳେ ରେଢାଖୋଲ ସବ୍‌ଡିଭିଜନରେ ଅଫିମ ଚାଷ କରିବା ଏହା ପ୍ରଥମ ଘଟଣା ।    
 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like