-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ରାଜ୍ୟ

ଆକାଶଙ୍କ ବିବାହ ପାଇଁ ୫ କୋଟିରେ ବୁକ ହୋଇଥିଲା ପ୍ୟାଲେସ, ନାଚିଥାନ୍ତେ ବଲିଉଡ୍ ହିରୋଇନ୍,ବରଯାତ୍ରୀ ଙ୍କ ପାଇଁ ବିମାନ ବ୍ୟବସ୍ଥା

07-Dec-2020



ଭୁବନେଶ୍ବର, (ଶୁଭାଶିଷ ନାୟକ) - ଆକାଶ ପାଠକର ବିବାହକୁ ଐତିହାସିକ ଓ ରଙ୍ଗୀନ କରିବା ପାଇଁ କୋଟି କୋଟି ଟଙ୍କାର ବଜେଟ୍ ପ୍ରସ୍ତୁତ ହୋଇଥିଲା । ଯାହାର ପ୍ରମାଣ ଏବେ  ଭିଜିଲାନ୍ସ ହାତରେ ଲାଗିଛି । ରାଜସ୍ଥାନର ଉଦୟପୁରରେ ତାଜ ଲେକ୍ ପ୍ୟାଲେସରେ ବିବାହ ପାଇଁ ସବୁ ପ୍ରସ୍ତୁତି ହୋଇ ସାରିଥିଲା ।

କେବଳ ବିବାହ ପାଇଁ ତାଜ ପ୍ୟାଲେସର ଭଡ଼ା ୫ କୋଟି ଟଙ୍କା ଥିବାବେଳେ ଅଗ୍ରୀମ ୨୦ ଲକ୍ଷ ଟଙ୍କା ଦିଆ ସାରିଥିଲା । ବରଯାତ୍ରୀଙ୍କ ପାଇଁ ଚାର୍ଟର ବିମାନ,ଦାମୀ ଉପହାର ବ୍ୟବସ୍ଥା ବି ହୋଇଥିଲା । ରାଜ ଉଆସ ଭଳି ସାଜସଜ୍ଜା,ଅତିଥିଙ୍କ ପାଇଁ ପଞ୍ଚତାରକା ହୋଟେଲର ମେନୁ ବି ତିଆରି ହୋଇଥିଲା । ବିବାହ ଉତ୍ସବକୁ ଆହୁରି ଆକର୍ଷଣୀୟ କରିବା ପାଇଁ ମେଲୋଡି କାର୍ଯ୍ୟକ୍ରମ ସହ ବଲିଉଡର ଆଗଧାଡିର ଅଭିନେତ୍ରୀ ଓ ନାମୀଦାମୀ କଣ୍ଠଶିଳ୍ପୀଙ୍କୁ ମଧ୍ୟ  ନିମନ୍ତ୍ରଣ କରାଯାଇଥିଲା । ତେବେ ଏହି  ବିବାହରେ ୧୦ କାଟି ଟଙ୍କା ଖର୍ଚ୍ଚ ହୋଇଥାନ୍ତା ।
କ୍ରାଇମବ୍ରାଞ୍ଚ ଅଭୟଙ୍କ ଚାକିରୀ ନାଁରେ ଠକାମୀ ବିଷୟରେ ଛାନଭିନ କରୁ କରୁ  ତାଙ୍କ ପିଏ ଡେଭିଡ ପିଟରଙ୍କ ଠାରୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇଛି । ପିଟର ଫେସବୁକ୍ ଜରିଆରେ ଅନେକ ଆକାଉଣ୍ଟ ଖୋଲି ଇଞ୍ଜିନିୟରିଂ ପାସ କରିଥିବା ଯୁବକ ଯୁବତୀଙ୍କୁ ଟାର୍ଗେଟ୍ କରୁଥିଲା । ଚାକିରୀ ଲୋଭ ଦେଖାଇ ସେମାନଙ୍କ ସହ କଥାବାର୍ତ୍ତା ହେଉଥିଲା । ଆବେଦନ କରିବା ପାଇଁ ଆକାଶଙ୍କର ଇ-ମେଲ ଆଇଡି ଓ ଫୋନ ନଂ ଦିଆଯାଇଥିଲା । ଯେଉଁମାନେ ଚାକିରୀ ପାଇଁ ଆବେଦନ କରୁଥିଲେ ଲୋଭନୀୟ ଦରମଦେଖାଇ ସେମାନଙ୍କୁ ଠକେଇ କରାଯାଉଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like