-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ମରଣଯନ୍ତା ପାଲଟିଛି ଡୁଙ୍ଗୁରୀ କଂକ୍ରିଟ ରାସ୍ତା ପ୍ରଧାନମନ୍ତ୍ରୀ ରାସ୍ତା ପାଇଁ ଦାବି

21-Mar-2023



ବୀରମହାରାଜପୁର, ସୁବଳୟା (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ଡୁଙ୍ଗୁରୀ ଛକ ଠାରୁ ବଡ଼ଖମାର କୁ ସଂଯୋଗ କରୁଥିବା ରାସ୍ତା ଏବେ ଲୋକଙ୍କ ପାଇଁ ମରଣଯନ୍ତା ପାଲଟିଛି। ଏହି ରାସ୍ତା ଉପରେ ପ୍ରତ୍ୟେକ ଦିନ ବହୁ ସଂଖ୍ୟକ ଜନସାଧାରଣ ତଥା ଯାନବାହାନ ଯିବାଆସିବା କରିଥାଏ। ବିଶେଷ କରି ଛାତ୍ରଛାତ୍ରୀ ମାନେ ସ୍କୁଲ କଲେଜ ଯିବା ଆସିବା ସମୟରେ ଛୋଟବଡ଼ ଦୁର୍ଘଟଣା ଶିକାର ହେଉଥିବା ନଜରକୁ ଆସିଛି। ବୀରମହାରାଜପୁର ଠାରୁ ସୁବଳୟା ମୁଖ୍ୟ  ପିଡବ୍ଳୁଡି ରାସ୍ତା ଠାରୁ    ଡୁଙ୍ଗୁରି ଗ୍ରାମକୁ ସଂଯୋଗ କରୁଥିବା କଂକ୍ରିଟ ରାସ୍ତା   ଦୀର୍ଘ ବହୁ ବର୍ଷ ରୁ ନିର୍ମାଣ ହୋଇଥିଲା। ଦୀର୍ଘ ବର୍ଷ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଏହି ରାସ୍ତା ମରାମତି ହୋଇନାହିଁ। ଫଳରେ ଅନେକ ସ୍ଥାନରେ ରାସ୍ତା ଭାଙ୍ଗି ଯିବା ସହ ଗେଟି, ଲୁହା ରଡ, ବଡ଼ ବଡ ଗର୍ତ୍ତ ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ଫଲରେ ଉକ୍ତ ରାସ୍ତା  ଉପରେ ନିର୍ଭର କରୁଥିବା ଜନସାଧାରଣ  ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ଜିଲ୍ଲା ପ୍ରଶାସନ ଓ ବିଭାଗ ଏଥିପ୍ରତି ଦୃଷ୍ଟି ଦେବା ସହ  ଡୁଙ୍ଗୁରୀ ଛକ ଠାରୁ ଡୁଙ୍ଗୁରୀ, ବଡ଼ଖମାର , ଚନ୍ଦଳି ଗ୍ରାମକୁ ସଂଯୋଗ କରୁଥିବା ୪ କିମି ରାସ୍ତା କୁ  ପ୍ରଧାନମନ୍ତ୍ରୀ ସଡଖ ଯୋଜନାରେ ସାମିଲ କରାଯିବା ପାଇଁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like