-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ମୁଖଗହ୍ୱର ଦିବସ ଉପଲକ୍ଷେ ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ

21-Mar-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)ବିଶ୍ୱ ମୁଖଗହ୍ୱର ଦିବସ ଉପଲକ୍ଷେ ଆଜି ମା ଝାଡେଶ୍ବରୀ ମହାବିଦ୍ୟାଳୟରେ ଏକ ସଚେତନତା ଶିବିର ଆୟୋଜିତ ହୋଇଯାଇଛି। ଜାତୀୟ ତମ୍ବାଖୁ ନିୟନ୍ତ୍ରଣ କାର୍ଯ୍ଯକ୍ରମ ଅନ୍ତର୍ଗତ ଏହି ମହାବିଦ୍ୟାଳୟ ସ୍ତରୀୟ ତମ୍ବାଖୁ ବିରୋଧି ସଚେତନତା କାର୍ଯ୍ୟକ୍ରମ ସମ୍ବଲପୁର ଜିଲା ଅଣ-ସଂକ୍ରାମକ ରୋଗ କେନ୍ଦ୍ର ବା ଏନ୍‌ସିଡି ସେଲ୍‌ ଓ ମହାବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ ଏବଂ ରେଡକ୍ରସ ୟୁନିଟର ମିଳିତ ଆନୁକୁଲ୍ୟରେ ଆୟୋଜନ କରାଯାଇଥିଲା। ଏହି ଅବସରରେ ମହାବିଦ୍ୟାଳୟର +୨ ସ୍ରୋତର ଅଧ୍ୟକ୍ଷ ଅଶୋକ କୁମାର ପୁରୋହିତଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଏନ୍‌ସିଡି ସେଲ୍‌ ପକ୍ଷରୁ ଡା. ପ୍ରମୋଦ ଚନ୍ଦ୍ର ବିଶ୍ୱାଳ ବିସ୍ତୃତ ଭାବରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଭାରତରେ ବ୍ୟବହୃତ ବିଭିନ୍ନ ପ୍ରକାର ତମ୍ବାଖୁ ଓ ଏହାର ବ୍ୟବହାରରୁ ଉତ୍ପନ୍ନ ଭୟାବହତା ବିଷୟରେ ଅବଗତ କରାଇବା ସହ ତମ୍ବାଖୁ ବ୍ୟବହାର ଜନିତ କ୍ଷତି ଗୁଡିକ ସମ୍ପର୍କରେ ଆଲୋଚନା କରିଥିଲେ। ଏନସିଡିର ଅଧିକାରୀ ଶ୍ରୀମତୀ ସ୍ୱାଗତିକା ବେହେରା ତାଙ୍କ ବକ୍ତବ୍ୟରେ କହିଥିଲେ ଯେ,ତମ୍ବାଖୁ ସେବନ ଦ୍ୱାରା ଜଣେ ବ୍ୟକ୍ତି କେବଳ ନିଜର ସ୍ୱାସ୍ଥ୍ୟ ନୁହେଁ ବରଂ ପରୋକ୍ଷରେ ସମଗ୍ର ଦେଶର କ୍ଷତି କରିଥାଏ।

ଅଧ୍ୟାପକ ରବିନ୍ଦ୍ରନାରାୟଣ ଠାକୁର,ଡ. ସିଦ୍ଧାର୍ଥ ପଣ୍ଡା ପ୍ରମୁଖ ମଧ୍ୟ ଆଲୋଚନାରେ ଭାଗ ନେଇଥିଲେ।ତମ୍ବାଖୁ ମୁକ୍ତ ଶିକ୍ଷାନୁଷ୍ଠାନର ସଂଯୋଜକ ଅଧ୍ୟାପକ ସଂଜୟ କୁମାର ସାହୁ ପ୍ରାରଂଭିକ ସୂଚନା ପ୍ରଦାନ କରୁଥିବା ବେଳେ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପିକୀ ସ୍ମାରକୀ ମାହାର ଧନ୍ୟବାଦ ଅର୍ପଣ କରିଥିଲେ।ପ୍ରକାଶ ଥାଉକି ପୂର୍ବରୁ ତମ୍ବାଖୁ ବ୍ୟବହାରର ଅପକାରିତା ବିଷୟ ଉପରେ ଛୁଆମାନଙ୍କ  ଏକ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏହି ପ୍ରତିଯୋଗିତାରେ ରୋହିତ ସ୍ୱାଇଁ,ସ୍ୱରାଜ ପାଣିଗ୍ରାହୀ,ବିନୟ ଗଡତିଆ ଯଥାକ୍ରମେ ପ୍ରଥମ ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ଏହି ସଭାରେ ଅତିଥି ମାନଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ମହାବିଦ୍ୟାଳୟର ଶିକ୍ଷାର୍ଥୀ ରୋହିତ ସ୍ୱାଇଁ,ଖୁସବୁ ଦେହେରି ଓ ପ୍ରିତମ ବାରିକଙ୍କୁ ମହାବିଦ୍ୟାଳୟ ତମ୍ବାଖୁ ନିରୀକ୍ଷକ ଭାବରେ ଚୟନ କରାଯାଇଥିଲା। ସଭାରେ ମିନତି ଦାଶ,ସୁଶ୍ରୀ ପାଢୀ,ସ୍ୱାତି ପତି,ଆନନ୍ଦିନି,ପଣ୍ଡା,ଦିପ୍ତୀରେଖା ପଣ୍ଡା,ମୌସୁମୀ ଷଢଙ୍ଗୀ,ସୁଶ୍ରୀତ ଷଢଙ୍ଗୀ,ସୁଶୀଲ କୁମାର ବାଗ,ଅନ୍ତର୍ଯ୍ୟାମୀ ମହାକୁର,ବନୋଜ କୁମାର ସାହୁ,ଚୈତନ୍ଯ ସେନାପତି ପ୍ରମୁଖ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀମାନଙ୍କ ସମେତ +୩ ସ୍ରୋତର ଅଧ୍ୟକ୍ଷ ଅନିଲ ପ୍ରଧାନ ମଧ୍ଯ  ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like