-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ହିନ୍ଦୁ ନବବର୍ଷ ପାଇଁ ଭଗଓ୍ବା ମୟ ହେଉଛି ନବରଙ୍ଗପୁର ଜିଲ୍ଲା

21-Mar-2023



ଧିରେ ଧିରେ ଭଗଓ୍ବା ମୟ ହେଉଛି ନବରଙ୍ଗପୁର ଜିଲ୍ଲା। ୨୦୧୭ ପୂର୍ବରୁ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ କୌଣସି ଏକ ନିର୍ଦ୍ଧିଷ୍ଟ ସଂଗଠନ କିମ୍ବା ଅନୁଷ୍ଠାନ ତରଫରୁ ପାଳନ ହେଉଥିଲା ହିନ୍ଦୁ ନବବର୍ଷ।  ବର୍ତ୍ତମାନ କିନ୍ତୁ ଗାଁ ଗାଁ ରେ , ପ୍ରତି ବ୍ଲକରେ, ଅଧିକାଂଶ ପଞ୍ଚାୟତ ରେ ପାଳନ ହେଉଛି ହିନ୍ଦୁ ନବବର୍ଷ। ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ, ହିନ୍ଦୁ ମହାସଂଘ, ବିଶ୍ବହିନ୍ଦୁ ପରିଷଦ, ବଜରଙ୍ଗଦଳ, ଭଳି ରାଷ୍ଟ୍ରୀୟ ସ୍ତରରେ ସଂଗଠନ ସହିତ ଦେବ ସେନା , ଧର୍ମ ଯୋଦ୍ଧା ସଂଗଠନ, ହିନ୍ଦୁ ଜାଗୃତି ସେନା ଭଳି ଜିଲ୍ଲା ଓ ପ୍ରାଦେଶିକ ସଂଗଠନ ପକ୍ଷରୁ ମଧ୍ୟ ନଗର ସଜା ଚାଲିଛି ନବରଙ୍ଗପୁର ଓ ଉମରକୋଟ ଭଳି ସହର ଗୁଡ଼ିକ ରେ। ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ, ସଂଘ ପରିବାର ର ଅନ୍ୟ ସଂଗଠନ ଏବଂ ହିନ୍ଦୁ ମହାସଂଘ ର କାର୍ଯ୍ୟକର୍ତ୍ତା ପ୍ରାୟତଃ ପ୍ରତ୍ୟେକ ବ୍ଲକ ଏବଂ ପଞ୍ଚାୟତ ସ୍ତରରେ ମଧ୍ୟ ଅଛନ୍ତି। ହିନ୍ଦୁ ମହାସଂଘ ପକ୍ଷରୁ ଅବିଭକ୍ତ କୋରାପୁଟ ଜିଲ୍ଲା ରେ ଗାଁ ଗାଁ ବୁଲି ମଧ୍ୟ ଚୈତ୍ର ଶୁକ୍ଳ ପ୍ରତିପଦା ର ମହତ୍ଵ ବିଷୟରେ ଛୋଟ ଛୋଟ ବୈଠକ କରି ସଚେତନତା ସୃଷ୍ଟି କରା ଯାଇଥିଲା। ଝରିଗାଁ ର ଦୁର୍ଗମ ପାହାଡ଼ିଆ ଅଞ୍ଚଳ ରେ ମଧ୍ୟ ଏଥର ପାଳନ ହେଉଛି ହିନ୍ଦୁ ନବବର୍ଷ। ଏହାର ପ୍ରମୁଖ କାରଣ ହେଲା ବିଗତ ଦୁଇ ବର୍ଷ ମଧ୍ୟରେ ହିନ୍ଦୁ ମହାସଂଘ ର ଉଦ୍ୟମରେ ଅନେକ ଲୋକ ପୁନଃ ଝରିଗାଁ, ଉମରକୋଟ ଏବଂ ପାପଡାହାଣ୍ଡି ବ୍ଲକ ରେ ହିନ୍ଦୁ ଧର୍ମ କୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହା କୁ ନେଇ ସେହି ସମୟରେ ଗଣମାଧ୍ୟମରେ ମିଶ୍ରିତ ପ୍ରତିକ୍ରିୟା ମଧ୍ୟ ଆସିଥିଲା। ଯାହା ମଧ୍ୟ ହେଉ ଖୁବ କମ ସମୟ ମଧ୍ୟରେ ଅବିଭକ୍ତ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାରେ ନିଜ ଅସ୍ତିତ୍ଵ କୁ ଦୃଢ କରିଥିବା ହିନ୍ଦୁ ମହାସଂଘ ର ଉଦ୍ୟମ ଧିରେ ଧିରେ ଐତିହାସିକ ହେବା ପାଇଁ ଯାଉଛି। ସାଧୁସନ୍ଥଙ୍କ ସଂପୂର୍ଣ୍ଣ ନିର୍ଦ୍ଦେଶନାରେ ଚାଲୁଥିବା ହିନ୍ଦୁ ମହାସଂଘ ର ଶାଖା ଗାଁ ଗାଁ ରେ ହେଉଥିବା କାରଣରୁ ଅନ୍ୟାୟ ଧର୍ମାନ୍ତରଣ ରେ ମଧ୍ୟ ‌ହ୍ରାସ ହେଉଥିବା ଅନୁମାନ କରାଯାଉଛି। ଚୈତ୍ର ଶୁକ୍ଳ ପ୍ରତିପଦା ହିନ୍ଦୁ ମହାସଂଘ ର ପ୍ରତିଷ୍ଠା ଦିବସ ହୋଇଥିବା କାରଣରୁ ମହାସଂଘ ର କେନ୍ଦ୍ରୀୟ ସମିତି ପକ୍ଷରୁ ଆଗାମୀ ଦିନରେ ମହାସଂଘ ର ଆଭିମୁଖ୍ୟ କୁ ସଂପୂର୍ଣ୍ଣ ସ୍ପଷ୍ଟ କରାଯିବା ର ସଂଭାବନା ଅଛି। କାଲି ର ଅଧିବେଶନ ରେ ଯୋଗଦାନ କରିବା ପାଇଁ ଭୁବନେଶ୍ବର ରୁ ବାବା ରମେଶ ଦାସ ନବରଙ୍ଗପୁର ପହଞ୍ଚିଛନ୍ତି ଏବଂ କଟ୍ଟର ହିନ୍ଦୁ ବାଦୀ ସନ୍ଥ କ୍ରାନ୍ତି ବାବା ମଧ୍ୟ ପହଞ୍ଚିବା କାର୍ଯ୍ୟକ୍ରମ ଅଛି।(ମିହିର ଶଙ୍କର ପାତ୍ର )


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like